"ଭାରତର ରାଷ୍ଟ୍ରପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୦ କ ଧାଡ଼ି:
'''ରାଷ୍ଟ୍ରପତି''' ହେଉଛନ୍ତି [[ଭାରତ]]ର ''ନିର୍ବାଚତ ସର୍ବୋଚ୍ଚ ସାମ୍ବିଧାନିକ ଶାସନମୁଖ୍ୟ'' । ସମ୍ବିଧାନ ତାଙ୍କ ହାତରେ କେନ୍ଦ୍ରର କାର୍ଯ୍ୟପାଳିକ କ୍ଷମତା ନ୍ୟସ୍ତ କରିଛି । ସେ ହେଉଛନ୍ତି ସମଗ୍ର ଦେଶର ''ଐକ୍ୟର ପ୍ରତୀକ'' ଓ ''ସମ୍ମାନାସ୍ପଦ ପ୍ରଥମ ନାଗରିକ'' ।
== ରାଷ୍ଟ୍ରପତି ନିର୍ବାଚନ ==
ଭାରତର ରାଷ୍ଟ୍ରପତି ଲୋକମାନଙ୍କ ଦ୍ଵାରା ପରୋକ୍ଷ ଭାବରେ ନିର୍ବାଚିତ ହୁଅନ୍ତି।ହୁଅନ୍ତି । [[ସଂସଦ]] ଓ ରାଜ୍ୟ [[ବିଧାନ ସଭାରସଭା]]ର ସମସ୍ତ ନିର୍ବାଚିତ ସଦସ୍ୟଙ୍କୁ ନେଇ '''ନିର୍ବାଚକ ମଣ୍ଡଳୀ''' ଦ୍ଵାରା '''ଆନୁପାତିକ ପ୍ରତିନିଧିତ୍ଵ ଓ ଏକକ ହସ୍ତାନ୍ତରୀୟ ଗୋପନୀୟ ପସନ୍ଦ ଭୋଟଦାନ''' ପ୍ରଣାଳୀରେ ରାଷ୍ଟ୍ରପତି ନିର୍ବାଚିତ ହୁଅନ୍ତି ।
ରାଷ୍ଟ୍ରପତି ନିର୍ବାଚନରେ ଜୟଲାଭ କରିବା ପାଇଁ ପ୍ରାର୍ଥୀ ନିର୍ଦ୍ଦିଷ୍ଟ ସଂଖ୍ୟକ ଭୋଟ (କୋଟା) ବା ମିଳିଥିବା ସମସ୍ତ ସଠିକ ଭୋଟର ୫୦ ପ୍ରତିଶତରୁ ଏକ ଅଧିକ (୫୦% + ୧) ସମର୍ଥନ ପାଇବା ବାଞ୍ଛନୀୟ ।
 
ରାଷ୍ଟ୍ରପତି ନିର୍ବାଚନରେ ଜୟଲାଭ କରିବା ପାଇଁ ପ୍ରାର୍ଥୀ ନିର୍ଦ୍ଦିଷ୍ଟ ସଂଖ୍ୟକ (କୋଟା) ବା ମିଳିଥିବା ସମସ୍ତ ସଠିକ ଭୋଟର ୫୦ ପ୍ରତିଶତରୁ ଏକ ଅଧିକ (୫୦%+୧) ସମର୍ଥନ ପାଇବା ବାଞ୍ଛନୀୟ ।
=== ଯୋଗ୍ୟତା ===
# ପ୍ରାର୍ଥୀ ଜଣେ ଭାରତୀୟ ନାଗରିକ ହୋଇଥିଲେ ।