"ଭାରତର ରାଷ୍ଟ୍ରପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୭ କ ଧାଡ଼ି:
 
== ରାଷ୍ଟ୍ରପତି ନିର୍ବାଚନ ==
ଭାରତର ରାଷ୍ଟ୍ରପତି ଲୋକମାନଙ୍କ ଦ୍ଵାରା ପରୋକ୍ଷ ଭାବରେ ନିର୍ବାଚିତ ହୁଅନ୍ତି । [[ସଂସଦ]] ଓ ରାଜ୍ୟ [[ବିଧାନ ସଭାବିଧାନସଭା]]ର ସମସ୍ତ ନିର୍ବାଚିତ ସଦସ୍ୟଙ୍କୁ ନେଇ '''ନିର୍ବାଚକ ମଣ୍ଡଳୀ''' ଦ୍ଵାରା '''ଆନୁପାତିକ ପ୍ରତିନିଧିତ୍ଵ ଓ ଏକକ ହସ୍ତାନ୍ତରୀୟ ଗୋପନୀୟ ଭୋଟ ଦାନ''' ପ୍ରଣାଳୀରେ ରାଷ୍ଟ୍ରପତି ନିର୍ବାଚିତ ହୁଅନ୍ତି । ରାଷ୍ଟ୍ରପତି ନିର୍ବାଚନରେ ଜୟଲାଭ କରିବା ପାଇଁ ପ୍ରାର୍ଥୀ ନିର୍ଦ୍ଦିଷ୍ଟ ସଂଖ୍ୟକ ଭୋଟ (କୋଟା) ବା ମିଳିଥିବା ସମସ୍ତ ସଠିକ ଭୋଟର ୫୦ ପ୍ରତିଶତରୁ ଏକ ଅଧିକ (୫୦% + ୧) ସମର୍ଥନ ପାଇବା ବାଞ୍ଛନୀୟ ।
 
===ନିର୍ବାଚକ ମଣ୍ଡଳୀ===
ସମସ୍ତ ନିର୍ବାଚିତ [[ସାଂସଦ]] ([[ସାଂସଦ|M.P.]]) ଏବଂ [[ଦିଲ୍ଲୀ]] ଓ [[ପଣ୍ଡିଚେରୀ]] ସମେତ ସମସ୍ତ [[ରାଜ୍ୟ]] [[ବିଧାନସଭା]]ର ନିର୍ବାଚିତ [[ବିଧାୟକ]]ମାନେ ([[ବିଧାୟକ|M.L.A.]]) ରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟାରେ ଭାଗ ନିଅନ୍ତି ।
 
=== ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ===