"ପପୁ ପମ ପମ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) |
No edit summary |
||
୧୮ କ ଧାଡ଼ି:
}}
'''ପପୁ ପମ ପମ''' (ଅନ୍ୟନାମ "ପପୁ", ''ତତ୍ତ୍ଵ ପ୍ରକାଶ ଶତପଥୀ'' ନାମରେ ଜନ୍ମିତ) ଜଣେ ଓଡ଼ିଆ କଥାଚିତ୍ର, ଟେଲିଭିଜନ ଓ ମଞ୍ଚ ହାସ୍ୟ ଅଭିନେତା । ସେ ୨୦୧୫ ମସିହା ସୁଦ୍ଧା ୧୫ ଟି [[ଓଡ଼ିଆ ସିନେମା ଜଗତ|ଓଡ଼ିଆ କଥା ଚିତ୍ର]]ରେ ଅଭିନୟ କରିସାରିଛନ୍ତି ।
== ପ୍ରାରମ୍ଭିକ ଜୀବନ ==
'''ପପୁ''' [[ମୟୂରଭଞ୍ଜ ଜିଲ୍ଲା]]ର କପ୍ତିପଦା ଠାରେ '୧୯୭୮ ମସିହା ମଇ ୨୬' ତାରିଖରେ ଏକ କଳାକାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପା ଜଣେ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ଥିଲେ । କିନ୍ତୁ ସେ 'ଯାଦୁବିଦ୍ୟା' ପାଇଁ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]]ଙ୍କ ଠାରୁ ପୁରସ୍କାର ପାଇଥିଲେ । '''ପପୁ''' ପିଲା ଦିନରୁ ଓଡ଼ିଆ ଯାତ୍ରା, ଗୀତ, ନୃତ୍ୟ ଆଦି ପରିବେଷଣ କରି ଜିଲ୍ଲା ଓ ରାଜ୍ୟ ସ୍ତରରେ ଅନେକ ପୁରସ୍କାର ଜିତିଥିଲେ । ବର୍ତ୍ତମାନ ସୁଦ୍ଧା ସେ ୧୦୦ ରୁ ଅଧିକ ମଞ୍ଚରେ ନିଜର ଚମତ୍କାର ଅଭିନୟ ଦେଖାଇସାରିଛନ୍ତି । ସେ ଉଦଳା କଲେଜରୁ ରସାୟନ ବିଜ୍ଞାନରେ ସ୍ନାତକ ଶିକ୍ଷା ଲାଭ କରିଛନ୍ତି । ସେ ଉଦଳା ମହବିଦ୍ୟାଳୟର ନାଟ୍ୟସଂସଦର ସମ୍ପାଦକ ମଧ୍ୟ ଥିଲେ ।
== ଅଭିନୟ ଜୀବନ ==
ପପୁ ଜଣେ ତାଲିମ ପ୍ରାପ୍ତ ହିନ୍ଦୁସ୍ଥାନୀ ଗାୟକ । ସ୍ନାତକ କରିବା ପରେ ଗାୟନ ଓ ଅଭିନୟରେ ନିଜର ବୃତ୍ତି କରିବା ଲାଗି ସେ [[ଭୁବନେଶ୍ଵର]] ଚାଲି ଆସିଲେ । ପ୍ରଥମେ ସେ କାମ ପାଇବା ପାଇଁ ଅସମର୍ଥ ହେଲେ । ପ୍ରଥମେ ପପୁ ଓଡ଼ିଆ ଆଲବମ ଗୀତରେ ଗାଇଥିଲେ ଏବଂ ୬୦ ଟି ଆଲବମ ଗୀତ ରେ ନିଜର ସ୍ଵର ଦେଇଥିଲେ ଯାହା ସଫଳତା ପାଇଲା ନାହିଁ । ସେ ୨୦୦୨ ମସିହାରେ ନିଜ ପରିବାରର ଇଛା ବିରୁଦ୍ଧରେ ବାହା ହୋଇଥିଲେ ଓ ଏହାପରଠାରୁ ତାଙ୍କ ଘରର କବାଟ ସବୁଦିନଧରି ତାଙ୍କ ପାଇଁ ବନ୍ଦ ହୋଇଗଲା । ୨୦୦୭ ମସିହାରେ ତାଙ୍କ ପୁଅ ଜନ୍ମ ହେଲାପରେ ପରିବାର ତାଙ୍କୁ ଆପଣେଇଥିଲେ । ଏହାପରେ ସେ ଏକ ଘରୋଇ ରେଡ଼ିଓ
==ରାଜନୈତିକ ଜୀବନ== ==ପୁରସ୍କାର ଓ ସମ୍ମାନ== [[ତରଙ୍ଗ ଟିଭି]] ଦ୍ଵାରା ଆୟୋଜିତ '''ତରଙ୍ଗ ସିନେ == ଗ୍ୟାଲେରୀ ==
|