"ଫାଷ୍ଟ ଏଡ୍" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଫାଷ୍ଟ ଏଡ୍ ଏକ ନୂଆ ବିଷୟ ଆରମ୍ଭ କରାଗଲା
(କିଛି ବଦଳିନାହିଁ)

୦୮:୧୦, ୧୮ ଜୁନ ୨୦୧୬ ଅନୁସାରେ କରାଯାଇଥିବା ବଦଳ

ଫାଷ୍ଟ ଏଡ୍ ଏକ ସାହାଯ୍ୟର ନାମ ଯାହା ହଠାତ୍ ରୋଗ‌ଗ୍ରସ୍ତ ବା ଆଘାତପ୍ରାପ୍ତ ଯେ କୌଣସି ଲୋକ‌କୁ ଦିଆଯାଏ,[୧] ଜୀବନ ବଞ୍ଚେଇବା ନିମନ୍ତେ, ଅବସ୍ଥା ଖରାପ ଦିଗକୁ ଯିବାକୁ ପ୍ରତିରୋଧ କରିବା ଓ ପୁନଃ ସ୍ୱାସ୍ଥ୍ୟ ଲାଭ ନିମନ୍ତେ ସାହାଯ୍ୟ କରାଯାଏ । ଜଟିଳ ଅବସ୍ଥାରେ ଡାକ୍ତରୀ ସାହାଯ୍ୟ ପାଇବା ପୂର୍ବରୁ ପ୍ରାଥମିକ ସେବା ଉପଲବ୍‌ଧ କରେଇବା ଯେପରିକି ଆମ୍ବୁଲାନ୍ସ ଆସିବା ପୂର୍ବରୁ ହୃତ୍‌ପିଣ୍ଡ-ଫୁସଫୁସ ପୁନଃସ୍ଥାପନ (ସିପିଆର) କରିବା ଓ ଛୋଟ ଅବସ୍ଥରେ ସମ୍ପୁର୍ଣ୍ଣ ଚିକିତ୍ସା କରିବା ଯେପରିକି କ୍ଷତ ଚିକିତ୍ସା ବା ହାଡ଼ ଭାଙ୍ଗିଥିଲେ ପ୍ଲାଷ୍ଟର ଲଗେଇବା ଇତ୍ୟାଦି କରିବାକୁ ହୁଏ । ସାଧାରଣ ଲୋକ ବା ପ୍ରାଥମିକ ଫାଷ୍ଟ ଏଡ୍ ଶିକ୍ଷା ପ୍ରାପ୍ତ ବା ଅନୁଭବପ୍ରାପ୍ତ ଲୋକ ଏହା କରନ୍ତି । ମାନସିକ ସ୍ୱାସ୍ଥ୍ୟ ଫାଷ୍ଟ ଏଡ୍ ଏକ ନୂଆ ବିସ୍ତାର ଯାହା ମାନସିକ ରୋଗୀଙ୍କ ନିମନ୍ତେ କରାଯାଉଛି ।

The universal first aid symbol
A US Navy corpsman gives first aid to an injured Iraqi citizen.


ଆଧାର

  1. First aid manual: 9th edition. Dorling Kindersley. 2009. ISBN 978 1 4053 3537 9.