"ଗୁପ୍ତେଶ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

'''ଗୁପ୍ତେଶ୍ଵର''' [[କୋରାପୁଟ ଜିଲ୍ଲା]]ର ବୈପାରିଗୁଡ଼ା ବ୍ଳକରେନିକଟରେ ଗୁପ୍ତେଶ୍ୱରଅବସ୍ଥିତ ଶୈବପୀଠଏକ ଅବସ୍ଥିତଶୈବପୀଠ ।<ref>[http://www.shaivam.org/siddhanta/spor.htm shaivam.org: Odisha Temples]</ref>ସ୍ଥାନଟି [[କୋରାପୁଟ]] ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର ।
 
== ବିଶେଷତା ==
ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ । [[ଛତିଶଗଡ଼]]ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି । ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି । ପୌରାଣିକ କଥା ଅନୁଯାୟୀ [[ରାମ|ଶ୍ରୀରାମଚନ୍ଦ୍ର]] ଭାଇ [[ଲକ୍ଷ୍ମଣ]] ଓ ପତ୍ନୀ ସୀତାଙ୍କ[[ସୀତା]]ଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ [[ଶିବ]]ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ । ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି । ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ । ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ । ଆଉ ଏକ ବିଶେଷତ୍ଵ ହେଲା, ପ୍ରଭୁଙ୍କ ଧର୍ମ ଛତ୍ର ଆଗରେ ଏକ ମହୁଫେଣା ରହିଛି, ଯେଉଁ ମହୁ ଫେଣାରୁ ବର୍ଷକୁ ମାତ୍ର ତିନିଥର ମହୁ ଝରେ । ପୂର୍ବେ ଏହି ମହୁରେ ପ୍ରଭୁଙ୍କ ମାଜଣା କରାଯାଉଥିଲା ।<ref name=Utkalprsanga>{{cite book|last=ରାଉଳ|first=ଜ୍ୟୋତ୍ସ୍ନା|title=ଶୈବପୀଠ ଗୁପ୍ତେଶ୍ଵର|publisher=Govt. of Odisha|pages=71-72|url=http://odisha.gov.in/e-magazine/utkalprasanga/2016/Feb-Mar/Feb-Maroriya.htm}}</ref>
 
ଆଉ ଏକ ବିଶେଷତ୍ଵ ହେଲା, ପ୍ରଭୁଙ୍କ ଧର୍ମ ଛତ୍ର ଆଗରେ ଏକ ମହୁଫେଣା ରହିଛି, ଯେଉଁ ମହୁ ଫେଣାରୁ ବର୍ଷକୁ ମାତ୍ର ତିନିଥର ମହୁ ଝରେ । ପୂର୍ବେ ଏହି ମହୁରେ ପ୍ରଭୁଙ୍କ ମାଜଣା କରାଯାଉଥିଲା ।<ref name=Utkalprsanga>{{cite book|last=ରାଉଳ|first=ଜ୍ୟୋତ୍ସ୍ନା|title=ଶୈବପୀଠ ଗୁପ୍ତେଶ୍ଵର|publisher=Govt. of Odisha|pages=71-72|url=http://odisha.gov.in/e-magazine/utkalprasanga/2016/Feb-Mar/Feb-Maroriya.htm}}</ref>
 
== ଆକର୍ଷଣ ==
ଗୁପ୍ତେଶ୍ୱର ଶିବଲିଙ୍ଗ ଓ ପାହାଡ଼ର ପାଦଦେଶରେ ଶାବେରୀ ନଦୀ । ପଡ଼ୋଶୀ ରାଜ୍ୟ ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର କୋଣ ଅନୁକୋଣରୁ ପର୍ଯ୍ୟଟକଙ୍କର ଭିଡ଼ ଏଠାରେ ଲାଗିରହେ । ଗୁମ୍ଫା ଭିତରେ କାଳୀଗାଈ, ସ୍ୱର୍ଗଦ୍ୱାର, ପାରାଭାଡ଼ି, ବାଲିବନ୍ଧ, ଦେବକୁଣ୍ଡ ଇତ୍ୟାଦି ରହିଅଛି । ଗୁମ୍ଫା ଅନ୍ଧାରିଆ ହୋଇଥିବାରୁ ସାଙ୍ଗରେ ଟର୍ଚ ଲାଇଟ୍ ଧରି ଏହି କୌଣସି ଅଭିଜ୍ଞ ପଥପ୍ରଦର୍ଶକଙ୍କ ସହାୟତାରେ ଯିବାକୁ ହୋଇଥାଏ । ଶିବରାତ୍ରି ସମୟରେ ନଦୀରେ ଅସ୍ଥାୟୀ ବାଉଁଶ ଚାଞ୍ଚଡ଼ା ତିଆରି କରାଯାଏ । ଏ ସମୟରେ ଛତିଶ ଗଡ଼ ଘାଟ ଦେଇ ଅନେକ ପର୍ଯ୍ୟଟକଙ୍କର ଭିଡ଼ ହୁଏ । ଶାବେରୀ ନଦୀ ଓ ନଦୀ ଘାଟରେ ପଥୁରିଆ ଚଟାଣ ମନୋମୁଗ୍ଧକର। ନଦୀଟି ବିପଦପୂର୍ଣ୍ଣ ହୋଇଥିବାରୁ କେବଳ ଶାବେରୀ ଘାଟରେ ଶିକୁଳିକୁ ଧରି ଗୋଧୋଇବାର ବ୍ୟବସ୍ଥା କରାଯାଇଛି।
 
== ପର୍ବ ==
ଏଠାକାର ମୁଖ୍ୟ ପର୍ବ ହେଲା [[ଶିବରାତ୍ରି]] । ଏହା ଛଡ଼ା କାର୍ତ୍ତିକ ପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, ଆଦି ମଧ୍ୟ ଏଠାରେ ପାଳିତ ହୋଇଥାଏ ।
 
ଶାବେରୀ ନଦୀ ଓ ନଦୀ ଘାଟରେ ପଥୁରିଆ ଚଟାଣ ମନୋମୁଗ୍ଧକର। ନଦୀଟି ବିପଦପୂର୍ଣ୍ଣ ହୋଇଥିବାରୁ କେବଳ ଶାବେରୀ ଘାଟରେ ଶିକୁଳିକୁ ଧରି ଗୋଧୋଇବାର ବ୍ୟବସ୍ଥା କରାଯାଇଛି।
 
== ଆବାସ ==
ଏଠାରେ ରହିବାପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗର ପାନ୍ଥଶାଳା, ଧର୍ମଶାଳା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୈପାରୀଗୁଡ଼ାଙ୍କ ଆବାସସ୍ଥଳ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଜୟପୁରଙ୍କ ଆବାସସ୍ଥଳ ଓ ଜଙ୍ଗଲ ଓ ପରିବେଶ ବିଭାଗ, ଜୟପୁରଙ୍କ ଆବାସସ୍ଥଳ ରହିଛି ।
== ଗମନାଗମନ ==
 
ଯିବା ଆସିବା କରିବାପାଇଁ [[ଜୟପୁର]]ଠାରୁ ସବୁଦିନିଆ ଯାନବାହନ ବ୍ୟବସ୍ଥା [[ରାମଗିରି]] ପର୍ଯ୍ୟନ୍ତ ରହିଛି । ଅବଶିଷ୍ଟ ୧୩ କି.ମି. ପାଦରେ ଚାଲି ଚାଲି କିମ୍ବା ଭଡ଼ାଗାଡ଼ିରେ ଯିବାକୁ ହୋଇଥାଏ । ତେବେ [[କୋରାପୁଟ]], [[ସେମିଳିଗୁଡ଼ା]]ଠାରୁ ମଧ୍ୟ ଯାନବାହାନର ସୁବିଧା ରହିଛି ।
== ଯୋଗାଯୋଗ ==
ଯିବା ଆସିବା କରିବାପାଇଁ [[ଜୟପୁର]]ଠାରୁ ସବୁଦିନିଆ ଯାନବାହନ ବ୍ୟବସ୍ଥା [[ରାମଗିରି]] ପର୍ଯ୍ୟନ୍ତ ରହିଛି । ଅବଶିଷ୍ଟ ୧୩ କି.ମି. ପାଦରେ ଚାଲି ଚାଲି କିମ୍ବା ଭଡ଼ାଗାଡ଼ିରେ ଯିବାକୁ ହୋଇଥାଏ । ତେବେ [[କୋରାପୁଟ]], [[ସେମିଳିଗୁଡ଼ା]]ଠାରୁ ମଧ୍ୟ ଯାନବାହାନର ସୁବିଧା ରହିଛି ।
 
== ଆଧାର ==
 
[[ଶ୍ରେଣୀ:କୋରାପୁଟ ଜିଲ୍ଲା]]
[[ଶ୍ରେଣୀ:ହିନ୍ଦୁଓଡ଼ିଶାର ଶିବ ମନ୍ଦିର]]
[[ଶ୍ରେଣୀ:ଓଡ଼ିଶାର ହିନ୍ଦୁ ମନ୍ଦିର]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
୯,୨୪୪

ଗୋଟି ସମ୍ପାଦନା