"ମାଟିର ମଣିଷ (ଉପନ୍ୟାସ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"'''ମାଟିର ମଣିଷ''', କାଳନ୍ଦୀଚରଣ ପାଣିଗ୍ରାହୀଙ୍କ ରଚି..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୧୬:୧୯, ୬ ଜୁଲାଇ ୨୦୧୬ ଅନୁସାରେ କରାଯାଇଥିବା ବଦଳ

ମାଟିର ମଣିଷ, କାଳନ୍ଦୀଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହେଲା । ଏଥିରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍_ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ ।

ବଂଶାବଳୀ ଓ ଚରିତ୍ର

ସଂକ୍ଷିପ୍ତ କାହାଣୀ