"ମାଟିର ମଣିଷ (ଉପନ୍ୟାସ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
| image = <!-- include the file, px and alt: [[File:Example.jpg|200px|Cover]] -->
| image_caption =
| author = [[କାଳନ୍ଦୀଚରଣକାଳିନ୍ଦୀ ଚରଣ ପାଣିଗ୍ରାହୀ]]
| title_orig =
| translator =
| followed_by =
}}
'''ମାଟିର ମଣିଷ''', [[କାଳନ୍ଦୀଚରଣକାଳିନ୍ଦୀ ଚରଣ ପାଣିଗ୍ରାହୀ]]ଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳନ୍ଦୀଚରଣଙ୍କକାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହେଲା । ଏଥିରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍‌ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ ।
 
== ବଂଶାବଳୀ ଓ ଚରିତ୍ର ==