"ମାଟିର ମଣିଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୭ କ ଧାଡ଼ି:
}}
 
[[ମୃଣାଳ ସେନ]]ଙ୍କ ନିର୍ଦ୍ଦେଶନାରେ ନିର୍ମିତ, ଛାୟାବାଣୀ ପ୍ରତିଷ୍ଠାନର [[ଓଡ଼ିଆ ଭାଷା|ଓଡ଼ିଆ]] କଥାଚିତ୍ର '''ମାଟିର ମଣିଷ''', ''୧୯୬୬'' ମସିହାରେମୁକ୍ତିଲାଭ କରିଥିଲା ।<ref>{{cite web|title=Matira Manisha (Two Brothers)|url=http://mrinalsen.org/matira_manisha.htm<|publisher=mrinalsen.org/|accessdate=8 July 2016}}</ref>
 
== ସଂକ୍ଷିପ୍ତ କାହାଣୀ ==
ଶ୍ୟାମ ପ୍ରଧାନଙ୍କର ଦୁଇ ପୁଅ ବରଜୁ ପ୍ରଧାନ (ଶରତ ପୂଜାରୀ) ଓ ଛକଡ଼ି ପ୍ରଧାନ (ପ୍ରଶାନ୍ତ ନନ୍ଦ) । ବରଜୁ ବିବାହିତ, ୩ଟି ସନ୍ତାନର ପିତା, ଦାୟିତ୍ୱବାନ, କିନ୍ତୁ ଛକଡ଼ି ଫୁଲାଫାଙ୍କିଆ । ଛକଡ଼ିକୁ ବାଟକୁ ଆଣିବା ପାଇଁ ଶ୍ୟାମ ପ୍ରଧାନ, ନେତ୍ରମଣି (ସୁଜାତା ଆନନ୍ଦ) ସହିତ ବିବାହ କରେଇ ଦିଅନ୍ତି । କିନ୍ତୁ ଦୁଇ ଜାଆଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦୁଇ ଭାଇଙ୍କ ମଧ୍ୟରେ ଭୁଲ୍ ବୁଝାମଣା ସୃଷ୍ଟି କରେ । ସାହୁକାର ହରି ମିଶ୍ର (ଦୁଃଖୀରାମ ସ୍ୱାଇଁ) ମଧ୍ୟ ଛକଡ଼ିକୁ ଭାଇଠାରୁ ଅଲଗା ହେବା ପାଇଁ ଉସୁକାଏ, ଯା ଫଳରେ ସେ ଅଧିକ ଲାଭବାନ ହୋଇ ପାରିବ । ବରଜୁ ଛକଡ଼ିକୁ ବୁଝେଇବାକୁ ଯାଇ ଗୋଟେ ଚାପୁଡ଼ା ମାରେ । ଛକଡ଼ି ଏ କଥାକୁ ଆଧାର କରି, ହରି ମିଶ୍ରର ସାହାଯ୍ୟ ନେଇ ପୁଲିସ୍ ଡାକେ ଓ ଭିନ୍ନେ ହେବା ପାଇଁ ଦାବି କରେ । ବରଜୁ, ଛକଡ଼ିକୁ ସବୁ ସମ୍ପତିର ମାଲିକାନା ଦେଇ ନିଜ ସ୍ତ୍ରୀ ପିଲାଙ୍କୁ ନେଇ ଗାଁଆ ଛାଡ଼ି ଚାଲି ଯିବାର ଦୃଢ଼ ନିଷ୍ପତି ନିଏ । ଶେଷରେ ଛକଡ଼ି ଓ ନେତ୍ରମଣି ନିଜର ଭୁଲ୍ ବୁଝି ପାରନ୍ତି ଓ ବରଜୁକୁ ଫେରାଇ ଆଣନ୍ତି ।<ref>{{cite web|author1=Jitendra Narayan Patnaik|title=Four Major Modern Oriya Novelists|url=http://odisha.gov.in/e-magazine/Orissareview/2008/November-2008/engpdf/65-72.pdf|publisher=Orissar Review (Nov 2008)|accessdate=8 July 2016}}</ref>
 
== ଅଭିନୟରେ ==