"ଓଡ଼ିଆ ସାହିତ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୫୩ କ ଧାଡ଼ି:
ଓଡ଼ିଆରେ ବହୁ ପୁରୁଣା ଜଣାଣ ରହିଅଛି ଯାହା ଆଧାରରେ ଏବେ ମଧ୍ୟ କବିମାନେ ଜଣାଣ ରଚୁଆଛନ୍ତି । ଏହି ଜଣାଣ ଏବଂ ଚଉତିଶା ମଧ୍ୟରେ ଜଗବନ୍ଧୁ ଜଣାଣ (ସାଧୁ), ରାମଚନ୍ଦ୍ର ଜଣାଣ (ଭୋବନି), ସର୍ପ ଜଣାଣ (କବିସୂର୍ଯ୍ୟ [[ବଳଦେବ ରଥ]]) ଓ ଆର୍ତ୍ତତ୍ରାଣ ଚଉତିଶା (ଭକ୍ତକବି [[ଦୀନକୃଷ୍ଣ]]) ଆଦି ପ୍ରହନ ଅଟେ । ଉଲ୍ଲେଖଯୋଗ୍ୟ ଯେ ଜଣାଣ ଓ ଚଉତିଶା ଉଭୟରେ ଯଥେଷ୍ଟ ପାର୍ଥକ୍ୟ ରହିଅଛି ।
 
==== ମିଳନ ଓ ବିରହମୂଳକ ଚଉତିଶା ଚଉତିଶା ====
ପୁରାତନ ଓଡ଼ିଆ ସାହିତ୍ୟରେ ମିଳନ ଓ ବିରହମୂଳକ ଅନେକ ଚଉତିଶା ଦେଖିବାକୁ ମିଳିଥାଏ । ଏଥିରେ [[ସମ୍ଭୋଗ]] ଓ ବିପ୍ରଲମ୍ଭ ଶୃଙ୍ଗାରର ବର୍ଣ୍ଣନା ଦେଖାଯାଇଥାଏ । କାବ୍ୟଯୁଗରେ ଏହି ପରି ଅନେକ ଚଉତିଶା ଲେଖାଯାଇଥିଲା । ରାଧାକୃଷ୍ଣ ମିଲନ ଚଉତିଶା (ସୁଦର୍ଶନ ପଟ୍ଟନାଏକ), ରାଧାବିରହ ଚଉତିଶା (କେଶବ), ଶୀତବିଚ୍ଛେଦ ଚଉତିଶା (ପରମାନନ୍ଦ), ଅନୁରାଗ ରତ୍ନାକର ଚଉତିଶା ([[ଦୀନକୃଷ୍ଣ ଦାସ]]), ପ୍ରେମଚିନ୍ତାମଣି (ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା), ମଥୁରା ବିଜେ ଚଉତିଶା (ଗୋପୀନାଥ), କୃଷ୍ଣବିରହ ଚଉତିଶା (ଗୋପଜୀବନ) ଓ ଗୋକୁଳ ନରେନ୍ଦ୍ରଙ୍କର କୃଷ୍ଣବିରହ ଚଉତିଶା ଏହି ଶ୍ରେଣୀର ।