"ରଣପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ଲୋକସଭା +ଲୋକ ସଭା)
No edit summary
୧୬ କ ଧାଡ଼ି:
|ପୌର ପରିଷଦ: ||୦
|}
 
ରଣପୁର ଏକ ପ୍ରାଚୀନ ଗଡ଼ଜାତ ରାଜ୍ୟ । ପ୍ରାଚୀନ କାଳରେ ରଣାସୁର ନାମରେ ଏକ ରାକ୍ଷସ
ଏଠାରେ ବାସ କରୁଥିଲା । ତାରି ନାମାନୁସାରେ ଏ ରାଜ୍ୟର ନାମ ରଣପୁର ହୋଇଛି । କଳିଯୁଗ
ଆରମ୍ଭର ୧୭୪ ବର୍ଷ ପରେ ଏ ରାଜ୍ୟ ସ୍ଥାପିତ ହୋଇଛି ବୋଲି 'କପିଳ ସଂହିତା'ରେ ଉଲ୍ଲେଖ
ଅଛି । ଶୁଣାଯାଏ, ବେଣୁ ରାଜବଂଶର ବିଶ୍ୱବାସବ ଏ ରାଜ୍ୟର ପ୍ରତିଷ୍ଠାତା । ଦ୍ୱାଦଶ ଶତାବ୍ଦୀରେ
ଓଡ଼ିଶାର ରାଜା ଅନଙ୍ଗ ଭୀମଦେବ ତତ୍‍କାଳୀନ ରଣପୁର ରାଜାଙ୍କୁ 'ନରେନ୍ଦ୍ର' ଉପାଧି ପ୍ରଦାନ
କରିିଥିଲେ । ରାଜବଂଶାବଳୀରୁ ଜଣାଯାଏ, ୩୬୦୦ ବର୍ଷ ମଧ୍ୟରେ ଏହି ରାଜ୍ୟରେ ୧୧୨ଜଣ
ରାଜା ରାଜୁତି କରିସାରିଲେଣି । ଏ ରାଜ୍ୟର କ୍ଷେତ୍ରଫଳ ୨୦୩ ବର୍ଗମାଇଲ । ଏଥିରେ ୨୬୫ ଟି
ଗ୍ରାମ ଅନ୍ତର୍ଭୁକ୍ତ । ଏଠାରେ ପ୍ରାଚୀନ ପ୍ରଥାରେ ଶାସନ ଚାଲୁଥିଲା । ମଣିନାଗ ଏ ରାଜ୍ୟର ପ୍ରସିଦ୍ଧ
ଦେବତା । ଏ ରାଜ୍ୟ ସେତେ ଉନ୍ନତ ନିଥିଲା । ଓଡି଼ଶା ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ ବସନ୍ତ ମଞ୍ଜରୀ
ଦେବୀ ହେଉଛନ୍ତି ରଣପୁରର ରାଜମାତା ।<ref>https://or.wikisource.org/s/5c2</ref>
 
ରଣପୁର (କ୍ରମିକ ସଂଖ୍ୟା: ୧୧୯) [[ନୟାଗଡ଼ ଜିଲ୍ଲା]] ଅନ୍ତର୍ଗତ ଏକ [[ଓଡ଼ିଶା ବିଧାନ ସଭା|ବିଧାନ ସଭା]] [[ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା|ନିର୍ବାଚନ ମଣ୍ଡଳୀ]] ।<ref>{{cite web |url= http://www.empoweringindia.org/new/constituency.aspx?eid=283&cid=119 |title=Ranpur Assembly Election 2009, Orissa |work=empoweringindia.org |quote=Constituency: Ranpur (119) District : Nayagarh |accessdate=19 June 2013}}</ref>