"ଗରୁଡ଼" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Aditya Mahar (ଆଲୋଚନା | ଅବଦାନ) +ଶ୍ରେଣୀ:ହିନ୍ଦୁ ଦେବତା; +ଶ୍ରେଣୀ:ପକ୍ଷୀ using HotCat |
ଟିକେ Bot: Automated text replacement (-ବର୍ଣନା +ବର୍ଣ୍ଣନା) |
||
୧୮ କ ଧାଡ଼ି:
'''ଗରୁଡ''' ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । [[ହିନ୍ଦୁ]] ଓ [[ବୌଦ୍ଧ ଧର୍ମ]]ଗ୍ରନ୍ଥ ରେ ଗରୁଡ ବିଷୟରେ ଅନେକ କିଛି ଲେଖା ଥିବାର ଜଣାପଡେ । ହିନ୍ଦୁ ଧର୍ମ ଅନୁଯାୟୀ, ଗରୁଡ [[ବିଷ୍ଣୁ]]ଙ୍କ ବାହାନ ରୂପେ ଜଣାଶୁଣା । ହିନ୍ଦୁ ଶାସ୍ତ୍ରରେ ବର୍ଣିତ ବିଷ୍ଣୁଙ୍କ ବାହନ ଗରୁଡଙ୍କୁ ଦେବତା ରୂପେ ମଧ୍ୟ ପୂଜା କରାଯାଏ । ଗରୁଡ ସର୍ପଜାତୀୟ ପ୍ରାଣୀ ତଥା [[ନାଗ]] ସାପ ଜାତୀୟ ପ୍ରାଣୀର ଗୋଟିଏ ପରମ ଶତୃ ଭବେ ପରିଚିତ। ଗରୁଡ ବିଭିନ୍ନ ନାମରେ ଜଣାଶୁଣା ଯଥା:- ଚିରାଗ, ଗଗନେଶ୍ଵର, କାମାୟୁଷ, କାଶ୍ୟପି,ଖଗେଶ୍ଵର, ସୁଧାହରା, ତାରକ୍ଷ ଇତ୍ୟାଦି । ଭାଗବତ ଗୀତାରେ ବର୍ଣିତ ତଥ୍ୟ ଅନୁଯାୟୀ, କୁରୁକ୍ଷେତ୍ର ଯୁଦ୍ଧ ସମୟରେ ଶ୍ରୀକୃଷ୍ଣ ଗରୁଡଙ୍କୁ '''ପକ୍ଷୀରାଜ''' ବୋଲି ଆଖ୍ୟା ଦେଇଥିଲେ ।<ref name="ଗରୁଡ ପୁରାଣ">{{cite web|title=ଗରୁଡ ପୁରାଣ|url=http://sacred-texts.com/hin/gpu/index.htm|publisher=S.V. Subrahmanyam|accessdate=5 September 2015}}</ref>
ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ [[ପୁରାଣ]] ଇତ୍ୟଦିରେ ଗରୁଡକୁ ଏକ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ
ହିନ୍ଦୁ ଧର୍ମଗ୍ରନ୍ଥ [[ମହାଭାରତ]]ରେ ଗରୁଡର ଜନ୍ମ ଓ କର୍ମ ବିଷୟରେ ସବିଶେଷ ବ୍ୟାଖ୍ୟା କରାଯାଇଛି । ଉକ୍ତ ଗ୍ରନ୍ଥରେ ଥିବା
ଗରୁଡ ଭଗବାନ ବିଷ୍ଣୁଙ୍କ ବାହାନ ହୋଇଥିବା ଯୋଗୁଁ ହିନ୍ଦୁଧର୍ମର ବୈଷ୍ଣବ ଧର୍ମାନୁଷ୍ଠାନ ଓ ମନ୍ଦିର ସମ୍ମୁଖରେ ଗରୁଡ ସ୍ତମ୍ବ ଅଥବା ଗରୁଡ ପ୍ରତିମୁର୍ତ୍ତି ପୂଜାପାଇଥାଏ । ଏପରିକି ମହାଭାରତରେ ବର୍ଣିତ ତଥ୍ୟ ଅନୁଯାୟୀ ଗୁରୁ ଦ୍ରୋଣାଚାର୍ଯ୍ୟ ନିଜର ସେନାବାହିନୀକୁ ଗରୁଡ ସେନା ନାମରେ ନାମିତ କରିଥିଲେ ଓ ପ୍ରଭୁ [[କୃଷ୍ଣ|ଶ୍ରୀକୃଷ୍ଣ]] ନିଜର [[ନନ୍ଦିଘୋଷ]] ରଥର ପତାକରେ ଗରୁଡ ଚିହ୍ନକୁ ସ୍ଥାନ ଦେଇଥିଲେ । [[ପୁରୀ]] [[ରଥ ଯାତ୍ରା]] ସମୟରେ [[ଜଗନ୍ନାଥ]]ଙ୍କ ନନ୍ଦିଘୋଷ ରଥର ପତାକରେ ମଧ୍ୟ ଗରୁଡ ଚିହ୍ନ ପ୍ରତୀୟମାନ ହୁଏ ।
ବୌଦ୍ଧଧର୍ମ ଗ୍ରନ୍ଥରେ ଗରୁଡଙ୍କୁ କେତେକ ବିଶିଷ୍ଟ ରାଜ୍ୟର ରାଜା ଓ ତାନ୍ତ୍ରୀକ ଶକ୍ତି ବିଶିଷ୍ଟ ଇଚ୍ଛାଧାରୀ ପୁରୁଷ ରୂପେ ମଧ୍ୟ
''ଗରୁଡ ଚିହ୍ନ''- ଆଧୁନିକ ଦକ୍ଷିଣ ଏସିଆର ବିଭିନ୍ନ ଦେଶରେ ଗରୁଡ ଚିହ୍ନକୁ ସାଂସ୍କୃତିକ ଓ ଜାତୀୟ ଚିହ୍ନ ଭାବେ ବ୍ୟବହାର କରାଯାଉଛି । ଯେପରିକି:-
|