"ଆକାଶଗଙ୍ଗା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
No edit summary |
||
୨ କ ଧାଡ଼ି:
ଏହା ଆମର ପୃଥିବୀ ଚାରିପଟେ ଏକ ଧଳା ରଙ୍ଗର ବନ୍ଧନ ପରି ଦେଖାଯାଏ କାରଣ ଏହା ଅଣ୍ଡାକାର ହୋଇଥିବାରୁ ଏହା ଏପରି ଦେଖାଯାଏ। ୧୬୧୦ ରେ ଗାଲିଲିଓ ଗାଲିଲେଇ([[Galileo Galilei]]) ପ୍ରଥମେ ତାଙ୍କ ଦ୍ବାରା ଉଦ୍ଭାବିତ ତେଳିସ୍କୋପ୍ ସାହାଯ୍ୟରେ ସେଇ ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ଥିବା ତାରା ଗୁଡିକୁ ଅବିସ୍କୃତ କରିଥିଲେ। ୧୯୨୦ ମସିହା ପର୍ଯ୍ୟନ୍ତ ସବୁ ମହାକାଶ ବିଜ୍ଞାନୀ ଭାବୁଥିଲେ ଜେ ସେହି ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ବିଶ୍ୱର ସବୁ ତାରକା ଅବସ୍ଥିତ। ୧୯୨୦ ମସିହାରେ ଦୁଇ ମହାକାଶ ବିଜ୍ଞାନୀ ହାର୍ଲ ସେପ୍ଲେ([[Harlow Shapley]]) ଏବଂ ହଵର କର୍ଟିସ୍([[Heber Curtis]]) ଙ୍କ ମଧ୍ୟରେ ଭୀଷଣ ବିତର୍କ ଓ ଏଦ୍ଵିନ୍ ହବଲ୍([[Edwin Hubble]]) ଙ୍କ ମନ୍ତବ୍ୟରୁ ଜଣାଗଲାଯେ ଆକାଶ ଗଙ୍ଗା ହେଉଛି ବିଶ୍ୱରେ ଥିବା କୋଟି କୋଟି ନିହାରୀକା ମଧ୍ୟରୁ ଗୋଟିଏ। ଏବେ ଅଧିକରୁ ଅଧିକ ନିହାରୀକା ଆବିଷ୍କାର ହେଲାନି ଯାହାକି ପ୍ରାୟ ୨,୦୦,୦୦୦ କୋଟି ରୁ ଅଧିକ ହେବ।
ଅମର ଆକାଶ ଗଙ୍ଗାର ବ୍ୟାସ ପ୍ରାୟ ୧,୦୦,୦୦୦ ରୁ ୧,୨୦,୦୦୦ [[ଆଲୋକବର୍ଷ]]। ଯାହାକି ପ୍ରାୟ ୧,୫୦,୦୦୦ ରୁ ୧,୮୦,୦୦୦ [[ଆଲୋକବର୍ଷ]] ପର୍ଯ୍ୟନ୍ତ ହୋଇପାରେ। ଆକାଶ ଗଙ୍ଗାରେ ପ୍ରାୟ ୧୦,୦୦୦ କୋଟି ରୁ ୪୦,୦୦୦ କୋଟି ପର୍ଯ୍ୟନ୍ତ ତାରକା ରହିପାରେ।ସେହିପରି ଆକାଶ ଗଙ୍ଗାରେ ୧୦,୦୦୦ କୋଟି ଗ୍ରହ ଅବସ୍ଥିତ। ଆମର ସୌରଜଗତ ଆକାଶ ଗଙ୍ଗାର ଗୋଲାକାର ପରିଧି ମଧ୍ୟରେ ଅବସ୍ଥିତ ଯାହାକି ଆକାଶ ଗଙ୍ଗାର କେନ୍ଦ୍ରରୁ ୨୭,୦୦୦ [[ଆଲୋକବର୍ଷ]] ଦୁରରେ ଅବସ୍ଥିତ। ଏହ ଆକାଶ ଗଙ୍ଗାର ଅନ୍ତଃ କ୍ଷେତ୍ରରେ ଅବସ୍ଥିତ।
|