"ମହାଳୟା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
DashNistha (ଆଲୋଚନା | ଅବଦାନ) No edit summary |
DashNistha (ଆଲୋଚନା | ଅବଦାନ) ଟିକେNo edit summary |
||
୧ କ ଧାଡ଼ି:
'''ମହାଳୟା''' (ଇଂରାଜୀ: Mahalaya, '''ମହାଳୟା ଅମାବାସ୍ୟା''' ନାମରେ ମଧ୍ୟ ଜଣା) [[ଭାରତ]]ର ଏକ [[ଧର୍ମ]]ଭିତ୍ତିକ ପର୍ବ । ଏହା [[ହିନ୍ଦୁ]]ମାନଙ୍କ ଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ <nowiki>'''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ'''</nowiki> କୁହାଯାଏ ।
[[ଆଶ୍ୱିନ]] ମାସର ପ୍ରଥମ ପକ୍ଷ "ପିତୃ ପକ୍ଷ" ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା "ମହାଳୟା ଅମାବାସ୍ୟା" ନାମରେ ପାଳିତ ।<ref name="Clothey1978">{{cite book|author=Fred W. Clothey|title=The Many Faces of Murukan̲: The History and Meaning of a South Indian God|url=http://books.google.com/books?id=0AevljBmCRQC&pg=PA134|date=1 January 1978|publisher=Walter de Gruyter|isbn=978-90-279-7632-1|pages=134–}}</ref> ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା ହିନ୍ଦୁ ଧାର୍ମିକ ପରଂପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହା ଦ୍ବାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ବାସ କରାଯାଏ । କିମ୍ବଦନ୍ତି କହେ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ଵରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନ ଥିଲା । କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନ ଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ଚଉଦ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନ ଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃ ପକ୍ଷ ।<ref name=Sambadepaper>{{cite news|title=ମହାଳୟା|url=http://sambadepaper.com/Details.aspx?id=200820&boxid=23249897|accessdate=12 October 2015|newspaper=Sambad|date=12 October 2015}}</ref>
Line ୬ ⟶ ୮:
==ବିଭିନ୍ନ ସ୍ଥାନରେ ପାଳନ==
===ପୁରୀ===
ବଡ଼ ଦେଉଳରେ
===ପଶ୍ଚିମ ଓଡ଼ିଶା===
ଜଗନ୍ନାଥଙ୍କ ପରି ଦଶହରା ସମୟରେ ମା ସମଲେଶ୍ଵରୀଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହୁଏ । ଯାହା ମହାଳୟା ତିଥିରୁ ଧବଳମୁଖୀ ବେଶରୁ ଆରମ୍ଭ ହୁଏ । ଦେବୀଙ୍କ ଏହି ଅଲୌକିକ ବେଶକୁ ଦର୍ଶନ କଲେ ଗଙ୍ଗାସ୍ନାନର ଫଳ ମିଳେ ବୋଲି ବିଶ୍ବାସ ରହିଛି । ଦଶହରା ମାସ ପିତୃପକ୍ଷରେ ପରଲୋକଗତ ପିତୃପୁରୁଷଙ୍କୁ ପିଣ୍ଡପ୍ରଦାନ ପରେ ଗଙ୍ଗାସ୍ନାନ ବିଧି ରହିଥିବାରୁ ପଶ୍ଚିମ ଓଡ଼ିଶାର ଲୋକେ ବିକଳ୍ପ ସଦୃଶ୍ଯ ଦେବୀ ସମଲେଶ୍ବରୀଙ୍କ ଧବଳମୁଖୀବେଶ ଦର୍ଶନ କରିଥାଆନ୍ତି ।
== ଆଧାର ==
|