"ବିଶ୍ୱନାଥ ପ୍ରତାପ ସିଂହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଭାରତୀୟ ରାଜନେତା
Content deleted Content added
Created by translating the page "V. P. Singh"
(କିଛି ବଦଳିନାହିଁ)

୨୦:୫୨, ୨ ଅକ୍ଟୋବର ୨୦୧୬ ଅନୁସାରେ କରାଯାଇଥିବା ବଦଳ

ବିଶ୍ୱନାଥ ପ୍ରତାପ ସିଂହ (୨୫ ଜୁନ ୧୯୩୧ - ୨୭ ନଭେମ୍ବର ୨୦୦୮), ଜଣେ ଭାରତୀୟ ରାଜନେତା ଓ ଭାରତର ପ୍ରଧାନମନ୍ତ୍ରୀ ଥିଲେ(୧୯୮୯-୯୦)। ସେ ମଣ୍ଡ ଶାସନ(ରାଜ୍ୟ)ର ୪୧ତମ ଶାସକ ମଧ୍ୟ ଥଲେ।

ପ୍ରାରମ୍ଭିକ ଜୀବନ

ସିଂହ, ୧୯୩୧ ମସିହାରେ ମଣ୍ଡ ଶାସନର ଏକ ରାଜପୁତ ଜମିଦାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ।[୧] ସେ ନିଜର ଶିକ୍ଷା ଡେହରାଡୁନ ସ୍ଥିତ କର୍ଣେଲ ବ୍ରାଉନ କ୍ୟାମ୍ବ୍ରିଜ ବିଦ୍ୟାଳୟରେ ଆରମ୍ଭ କରିଥିଲେ,ପରେ ପୁଣେ ଓ ଆଲ୍ହାବାଦ ବିଶ୍ୱବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଗ୍ରହଣ କରିଥଲେ।[୨]

୧୯୬୯ ମସିହାରେ ସିଂହ କଂଗ୍ରେସ ଦଳରୁ ଉତ୍ତର ପ୍ରଦେଶ ବିଧାନସଭା ପାଇଁ ନିର୍ବାଚିତ ହେଇଥିଲେ। ୧୯୭୧ ମସିହାରେ ସିଂହ ଲୋକସଭା ଆସନ ଜିତିଥିଲେ ଓ ଇନ୍ଦିରା ଗାନ୍ଧୀଙ୍କ ସରକାରରେ ଉପ ବାଣିଜ୍ୟ ମନ୍ତ୍ରୀ ଭାବେ ଯୋଦ ଦେଇଥିଲେ। ବିଶ୍ୱନାଥ ସିଂହ ୧୯୭୬-୭୭ ଯାଏଁ ଭାରତର ବାଣିଜ୍ୟ ମନ୍ତ୍ରୀ ଥିଲେ।[୩]

He was appointed by Indira Gandhi as the Chief Minister of Uttar Pradesh in 1980, when Gandhi was re-elected after the Janata interlude.[୪] As Chief Minister (1980–82), he cracked down hard on dacoitry, a problem that was particularly severe in the rural districts of the south-west Uttar Pradesh. He received much favorable national publicity when he offered to resign following a self-professed failure to stamp out the problem, and again when he personally oversaw the surrender of some of the most feared dacoits of the area in 1983.

ପାରିବାରିକ ଜୀବନ

୨୫ ମଇ ୧୯୫୫ରେ ସିଂହ ରାଜସ୍ଥାନର ଦେଉଗଡ଼ର ରାଜକୁମାରି ଶିତା କୁମାରିଙ୍କୁ ବିବାହ କରିଥିଲେ।[୫]

ଆଧାର

  1. Community Warriors: State, Peasants and Caste Armies in Bihar Ashwani Kumar Anthem Press, 2008 [୧]
  2. "V.P. Singh".
  3. "V.P. Singh".
  4. "V.P. Singh".
  5. Singh, Khushwant (11 April 2013). "Plane to Pakistan". Malicious Gossip. HarperCollins Publishers India. Retrieved 26 August 2014.