"ବିଶ୍ୱନାଥ ପ୍ରତାପ ସିଂହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୫୦ କ ଧାଡ଼ି:
 
== ପ୍ରାରମ୍ଭିକ ଜୀବନ ==
ସିଂହ, ୧୯୩୧ ମସିହାରେ ମଣ୍ଡ ଶାସନର ଏକ ରାଜପୁତ ଜମିଦାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ।<ref>''Community Warriors: State, Peasants and Caste Armies in Bihar'' Ashwani Kumar Anthem Press, 2008 [https://books.google.com/books?id=num2I4NFGqIC&pg=PA76&dq=vp+singh+rajput&hl=en&sa=X&ei=TEHJUtyYA8yErAfumICwAw&redir_esc=y#v=onepage&q=vp%20singh%20rajput&f=false]</ref> ସେ ନିଜର ଶିକ୍ଷା ଡେହରାଡୁନ ସ୍ଥିତ କର୍ଣେଲ ବ୍ରାଉନ କ୍ୟାମ୍ବ୍ରିଜ ବିଦ୍ୟାଳୟରେ ଆରମ୍ଭ କରିଥିଲେ,ପରେ ପୁଣେ ଓ ଆଲ୍ହାବାଦ ବିଶ୍ୱବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଗ୍ରହଣ କରିଥଲେ।<ref>"V.P. Singh". </ref>
The
 
୧୯୬୯ ମସିହାରେ ସିଂହ [[ଭାରତୀୟ ଜାତୀୟ କଂଗ୍ରେସ|କଂଗ୍ରେସ]] ଦଳରୁ ଉତ୍ତର ପ୍ରଦେଶ ବିଧାନସଭା ପାଇଁ ନିର୍ବାଚିତ ହେଇଥିଲେ।୧୯୭୧ ମସିହାରେ ସିଂହ ଲୋକସଭା ଆସନ ଜିତିଥିଲେ ଓ ଇନ୍ଦିରା ଗାନ୍ଧୀଙ୍କ ସରକାରରେ ଉପ ବାଣିଜ୍ୟ ମନ୍ତ୍ରୀ ଭାବେ ଯୋଦ ଦେଇଥିଲେ। ବିଶ୍ୱନାଥ ସିଂହ ୧୯୭୬-୭୭ ଯାଏଁ ଭାରତର ବାଣିଜ୍ୟ ମନ୍ତ୍ରୀ ଥିଲେ।<ref>"V.P. Singh". </ref>