"ଏଚ.ଡି. ଦେବଗୌଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
Created by translating the page "H. D. Deve Gowda"
 
No edit summary
୧ କ ଧାଡ଼ି:
'''ହରଦାନହଲ୍ଲୀ ଡୋଡ଼େଗୌଡ଼ା ଦେବଗୌଡ଼ା'''(ଜନ୍ମ ୧୮ ମଇ ୧୯୩୩)<ref name="pmindia1"><cite class="citation web">[http://pmindia.nic.in/pm_gowda.html "Shri H. D. Deve Gowda"]. </cite></ref><ref>{{Cite web}}</ref> ଜଣେ ଭାରତୀୟ ରାଜନେତା ଓ ଜୁନ ୧୯୯୬- ଅପ୍ରିଲ ୧୯୯୭ ଯାଁଏ ଭାରତର ପ୍ରଧାନମନ୍ତ୍ରୀ ଥିଲେ।<ref name="www.britannica.com">{{Cite web}}</ref> ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ଗୌଡ଼ା ୧୯୯୪-୧୯୯୬ ଯାଁଏ [[କର୍ଣ୍ଣାଟକ|କର୍ଣାଟକର]] ମୁଖ୍ୟମନ୍ତ୍ରୀ ଥିଲେ। ଗୌଡ଼ା ୧୬ତମ ଲୋକ ସଭାର ସଦସ୍ୟ ଓ କର୍ଣାଟକର ହସନ ନିର୍ବାଚନ ମଣ୍ଡଳିରୁ ସାଂସଦ। ଗୌଡ଼ା [[ଜନତା ଦଳ (ଧର୍ମ ନିରପେକ୍ଷ)|ଜନତା]] ଦଳ (ସେକ୍ୟୁଲାର)ର ରାଷ୍ଟ୍ରୀୟ ସଭାପତି ମଧ୍ୟ ଅଟନ୍ତି।<ref name="janata.in">{{Cite web}}</ref>
 
ଗୌଡ଼ା ୧୬ତମ ଲୋକ ସଭାର ସଦସ୍ୟ ଓ କର୍ଣାଟକର ହସନ ନିର୍ବାଚନ ମଣ୍ଡଳିରୁ ସାଂସଦ। ଗୌଡ଼ା [[ଜନତା ଦଳ (ଧର୍ମ ନିରପେକ୍ଷ)|ଜନତା]] ଦଳ (ସେକ୍ୟୁଲାର)ର ରାଷ୍ଟ୍ରୀୟ ସଭାପତି ମଧ୍ୟ ଅଟନ୍ତି।<ref name="janata.in">{{Cite web}}</ref>
 
== ପ୍ରାରମ୍ଭିକ ଜୀବନ ଓ ଶିକ୍ଷା ==
Line ୭ ⟶ ୫:
 
== ରାଜନୈତିକ ଜୀବନ ==
ଗୌଡ଼ା ୧୯୫୩ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ|ଭାରତୀୟ‌ କଂଗ୍ରେସରେ]] ଯୋଗ ଦେଇଥିଲେ ଓ ୧୯୬୨ ଯାଏଁ କଂଗ୍ରେସର ସଦସ୍ୟ ଥିଲେ।<ref name="pmindia">[http://pmindia.nic.in/pm_gowda.htm Home Minister's Office]</ref> ୧୯୬୨ ମସିହାରେ ଗୌଡ଼ା ହୋଲେନରସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପାର୍ଥୀ ଭାବେ କର୍ଣାଟକ ବିଧାନସଭାର ସଦସ୍ୟ ହେଇଥିଲେ। ପରେ, ଗୌଡ଼ା ୬ଥର ଯାଏଁ ସେହି ମଣ୍ଡଳୀରୁ ନିର୍ବାଚିତ ହେଇଥିଲେ।କଂଗ୍ରେସର ବିଭାଜନ ପରେ ଗୌଡ଼ା କଂଗ୍ରେସ(ଅନ୍ୟ) ରେ ଯୋଗ ଦେଇଥିଲେ ଓ ମାର୍ଚ୍ଚ ୧୯୭୨ ରୁ ମାର୍ଚ୍ଚ ୧୯୭୬ ଯାଏଁ ଓ ପରେ ଡିସ୍ୱମ୍ବର ୧୯୭୭ ଯାଏଁ ବିରୋଧୀ ଦଳର ନେତା ଥିଲେ।<ref>{{Cite web}}</ref> ଆପାତ୍ତକାଳିନ ସ୍ଥିତିରେ ଗୌଡା ୧୯୭୫-୭୭ ଯାଏଁ ଜେଲରେ ବନ୍ଦୀ ଥିଲେ।ଦେବଗୌଡ଼ା ଦୁଇଥର ଯାଏଁ  [[ଜନତା ପାର୍ଟି|ଜନତା]] ପାର୍ଟିର ସଭାପତି ଥିଲେ। ପରେ ଡିସେମ୍ବର ୧୯୯୪ ମସିହାରେ ସେ କର୍ଣାଟକର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ସପଥ ଗ୍ରହଣ କରିଥିଲେ।
 
୧୯୬୨ ମସିହାରେ ଗୌଡ଼ା ହୋଲେନରସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପାର୍ଥୀ ଭାବେ କର୍ଣାଟକ ବିଧାନସଭାର ସଦସ୍ୟ ହେଇଥିଲେ। ପରେ, ଗୌଡ଼ା ୬ଥର ଯାଏଁ ସେହି ମଣ୍ଡଳୀରୁ ନିର୍ବାଚିତ ହେଇଥିଲେ। କଂଗ୍ରେସର ବିଭାଜନ ପରେ ଗୌଡ଼ା କଂଗ୍ରେସ (ଅନ୍ୟ) ରେ ଯୋଗ ଦେଇଥିଲେ ଓ ମାର୍ଚ୍ଚ ୧୯୭୨ ରୁ ମାର୍ଚ୍ଚ ୧୯୭୬ ଯାଏଁ ଓ ପରେ ଡିସ୍ୱମ୍ବର ୧୯୭୭ ଯାଏଁ ବିରୋଧୀ ଦଳର ନେତା ଥିଲେ।<ref>{{Cite web}}</ref> ଆପାତ୍ତକାଳିନ ସ୍ଥିତିରେ ଗୌଡା ୧୯୭୫-୭୭ ଯାଏଁ ଜେଲରେ ବନ୍ଦୀ ଥିଲେ।
 
ଦେବଗୌଡ଼ା ଦୁଇଥର ଯାଏଁ  [[ଜନତା ପାର୍ଟି|ଜନତା]] ପାର୍ଟିର ସଭାପତି ଥିଲେ। ପରେ ଡିସେମ୍ବର ୧୯୯୪ ମସିହାରେ ସେ କର୍ଣାଟକର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ସପଥ ଗ୍ରହଣ କରିଥିଲେ।
 
୧୯୯୬ ନିର୍ବାଚ୍ଚନରେ ଗୌଡ଼ା ଭାରତର ୧୨ତମ ପ୍ରଧାନମନ୍ତ୍ରୀ ହେଇଥିଲେ।