"ଏଚ.ଡି. ଦେବଗୌଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୭ କ ଧାଡ଼ି:
 
== ରାଜନୈତିକ ଜୀବନ ==
ଗୌଡ଼ା ୧୯୫୩ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ|ଭାରତୀୟ‌ କଂଗ୍ରେସରେ]] ଯୋଗ ଦେଇଥିଲେ ଓ ୧୯୬୨ ଯାଏଁ କଂଗ୍ରେସର ସଦସ୍ୟ ଥିଲେ।<ref name="pmindia">[http://pmindia.nic.in/pm_gowda.htm Home Minister's Office]</ref> ୧୯୬୨ ମସିହାରେ ଗୌଡ଼ା ହୋଲେନରସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପାର୍ଥୀ ଭାବେ କର୍ଣାଟକ ବିଧାନସଭାର ସଦସ୍ୟ ହେଇଥିଲେ। ହେଇଥିଲେ ପରେ, ଗୌଡ଼ା ୬ଥର ଯାଏଁ ସେହି ମଣ୍ଡଳୀରୁ ନିର୍ବାଚିତ ହେଇଥିଲେ।କଂଗ୍ରେସରହେଇଥିଲେ।
କଂଗ୍ରେସର ବିଭାଜନ ପରେ ଗୌଡ଼ା କଂଗ୍ରେସ(ଅନ୍ୟ) ରେ ଯୋଗ ଦେଇଥିଲେ ଓ ମାର୍ଚ୍ଚ ୧୯୭୨ ରୁ ମାର୍ଚ୍ଚ ୧୯୭୬ ଯାଏଁ ଓ ପରେ ଡିସ୍ୱମ୍ବର ୧୯୭୭ ଯାଏଁ ବିରୋଧୀ ଦଳର ନେତା ଥିଲେ।<ref>{{Cite web}}</ref> ଆପାତ୍ତକାଳିନ ସ୍ଥିତିରେ ଗୌଡା ୧୯୭୫-୭୭ ଯାଏଁ ଜେଲରେ ବନ୍ଦୀ ଥିଲେ।ଦେବଗୌଡ଼ା ଦୁଇଥର ଯାଏଁ  [[ଜନତା ପାର୍ଟି|ଜନତା]] ପାର୍ଟିର ସଭାପତି ଥିଲେ।ପରେ ଡିସେମ୍ବର ୧୯୯୪ ମସିହାରେ ସେ କର୍ଣାଟକର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ସପଥ ଗ୍ରହଣ କରିଥିଲେ।
 
୧୯୯୬ ନିର୍ବାଚ୍ଚନରେ ଗୌଡ଼ା ଭାରତର ୧୨ତମ ପ୍ରଧାନମନ୍ତ୍ରୀ ହେଇଥିଲେ।