"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
ଚିତ୍ର ଯୋଡ଼ିଲି |
||
୪ କ ଧାଡ଼ି:
|type = hindu
|longtype = [[ହିନ୍ଦୁ]], ଭାରତୀୟ
|image =
|caption = ପୁରୀ ଗୋସାଣୀ ଯାତରେ
|official_name = ଦୁର୍ଗା ପୂଜା
|nickname = ନବରାତ୍ରୀ, ବିଜୟାଦଶମୀ
୩୬ କ ଧାଡ଼ି:
ଶରତକାଳୀନ ପୂଜା ଏବଂ ବାସନ୍ତୀପୂଜା ବ୍ୟତୀତ ଦକ୍ଷିଣ ଓଡ଼ିଶାରେ ଅନ୍ୟ ଦିନରେ ମା’ଙ୍କର ସ୍ୱପ୍ନାଦେଶ ଅଥବା ଆଜ୍ଞାମାଳ ପରିପ୍ରେକ୍ଷୀରେ ବିଧିବ୍ୟବସ୍ଥା ଅନୁଯାୟୀ ମଧ୍ୟ ମା’ଙ୍କର ପୂଜା ଅର୍ଚ୍ଚନା କରାଯାଏ । ଏଠାରେ ମଧ୍ୟ ଘଟ ସ୍ଥାପନ ଏବଂ ଘଟପୂଜା ଦେଖିବାକୁ ମିଳେ I ଏପରିକି ଘଟକୁ ମୁଣ୍ଡରେ ଧରି ପରିକ୍ରମା କରାଯିବାର ବିଧି ରହିଛି ।
[[ଫାଇଲ:Barabati Gosani.jpg|thumb|320x320_ପିକସେଲ|ପୁରୀ ଗୋସାଣୀ ଯାତର ସର୍ବ ବୃହତ୍ତମ ଦୂର୍ଗା ମୂରତି, '''ବାରବାଟୀ ଗୋସାଣୀ''' ]]
ମୂର୍ତ୍ତିପୂଜା ମାତ୍ର ଦୁଇଶହ ବର୍ଷ ଭିତରେ ଦେଖିବାକୁ ମିଳିଲା । ତେବେ ପ୍ରଥମେ ଧାତୁ ନିର୍ମିତ ମୂର୍ତ୍ତି ଦେଖିବାକୁ ମିଳୁଥିଲା ବେଳେ ମାତ୍ର ୧୦୦ ରୁ ୧୫୦ ବର୍ଷ ମଧ୍ୟରେ ମାଟି ନିର୍ମିତ ମୂର୍ତ୍ତିର ବ୍ୟାପକ ପ୍ରସାର ଘଟିଛି । କିନ୍ତୁ ପ୍ରାରମ୍ଭରୁ ପ୍ରଚଳିତ ଘଟପୂଜା ଏବେ ବି ଅନୁଷ୍ଠିତ ହେଉଛି । ଆମର ସଂସ୍କୃତି ଅନୁଯାୟୀ ବିଭିନ୍ନ ପୂଜା ପଞ୍ଚଭୂତ ଉପରେ ଆଧାରିତ । ତାହା ହେଉଛି କ୍ଷିତ୍, ଅପ୍, ମରୁତ୍ ଏବଂ ବ୍ୟୋମ୍ । ମନୁଷ୍ୟ ପ୍ରଥମେ ମାଟିକୁ ପୂଜାକଲା
ବର୍ତ୍ତମାନ ଦେଖିବା ଏହି ଘଟରେ ଆମେ କେଉଁ କେଉଁ ଦେବତାଙ୍କୁ ଆବାହନ କରିଥାଉ । ଅବଶ୍ୟ ଜଳରେ ଗଙ୍ଗା, ଯମୁନା, ଗୋଦାବରୀ, ସରସ୍ୱତୀ, ନର୍ମଦା, ସିନ୍ଧୁ ଏବଂ କାବେରୀର ପବିତ୍ର ଭାବଧାରାକୁ ସମ୍ମିଶ୍ରଣ କରାଯାଏ । ଗୋଟିଏ ଘଟ ମଧ୍ୟରେ ଅର୍ଥାତ ବିନ୍ଦୁ ମଧ୍ୟରେ ସିନ୍ଧୁର ପରିକଳ୍ପନା ହୋଇଥାଏ । ସେହିପରି ବିଘ୍ନ ବିନାଶକ ଗଣନାୟକ, ଜଳର ଦେବତା ବରୁଣ, ଇନ୍ଦ୍ର ଏବଂ ଦଶଦିଗପାଳ, ସୂର୍ଯ୍ୟଙ୍କ ସହ ନବଗ୍ରହ ଏବଂ ଗ୍ରାମଦେବତୀଙ୍କୁ ଆବାହନ କରି ଘଟରେ ସ୍ଥାପନା କରାଯାଇ ପୂଜା କରାଯାଏ । ଅନ୍ୟ ପକ୍ଷରେ ଘଟ ମୁଖରେ ଶିବ, କଣ୍ଠରେ ବିଷ୍ଣୁ, ତଳ ଭାଗରେ ବ୍ରହ୍ମା, ମଧ୍ୟଭାଗରେ ଅଷ୍ଟାଦଶ ମାତୃଗଣ, କୁକ୍ଷୀରେ ସପ୍ତସାଗର, ସପ୍ତଦ୍ୱୀପ ପୃଥିବୀ ଏବଂ ଉଦରରେ ସମସ୍ତ ତୀର୍ଥକୁ ସ୍ମରଣ କରି ପୂଜା କରାଯାଏ ।<ref>[[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ତା:୦୭/୧୦/୨୦୦୮, ପୃଷ୍ଠା: ୦୬</ref>
|