"ଗୋଦାବରୀଶ ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୪୨ କ ଧାଡ଼ି:
 
== ରଚନାବଳୀ ==
ଓଡ଼ିଆ ସାହିତ୍ୟରେ ସେ ପ୍ରଥମ ଗାଥା କବିତାର ଜନକ । ସେ 'ଘଟାନ୍ତର', 'ଅଭାଗିନୀ', 'ଅଠର ଶହ ସତର'ଓ 'ନିବାସିତ' ଉପନ୍ୟାସର ସ୍ରଷ୍ଟା । ତାଙ୍କର ଅଭାଗିନୀ ଉପନ୍ୟାସ ୧୯୧୨ ମସିହାରେ ପ୍ରଥମେ ପ୍ରକାଶିତ । ଅନ୍ୟ ଉପନ୍ୟାସଗୁଡିକ ୧୯୪୦ ମସିହାରୁ ୧୯୫୧ ମଧ୍ୟରେ ଆତ୍ମପ୍ରକାଶିତ । ଆତ୍ମଜୀବନୀ "ଅର୍ଦ୍ଧ ଶତାବ୍ଦୀର[[ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋମୋର ସ୍ଥାନ"]]ର<ref>http://odisha.gov.in/e-magazine/Orissareview/2013/jun/engpdf/34-38.pdf</ref> ସୂଚୀପତ୍ରରେ ସେ ୮୫ଟି ବିଭାଗ ରଖିଥିଲେ, କିନ୍ତୁ ତାଙ୍କ ମୃତ୍ୟୁବେଳକୁ କେବଳ ୩୪ଟି ବିଭାଗ ଲେଖିସାରିଥିଲେ । ଏହି ପୁସ୍ତକ ପାଇଁ ତାଙ୍କୁ ୧୯୫୮ମସିହାରେ ମରଣୋତ୍ତର ଭାବରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।
=== ଗାଥା କବିତା ସଙ୍କଳନ ===
* ଆଲେଖିକା
୬୨ କ ଧାଡ଼ି:
* ମୁକୁନ୍ଦଦେବ
=== ଆତ୍ମଜୀବନି ===
ଅର୍ଦ୍ଧ* ଶତାବ୍ଦୀରଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋମୋର ସ୍ଥାନ
 
== ସମ୍ମାନ ଓ ପୁରସ୍କାର ==