"ପର୍ଶୁରାମେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୪ କ ଧାଡ଼ି:
 
== ଇତିହାସ ==
ଏହି ମନ୍ଦିରଟି ପର୍ଶୁରାମେଶ୍ୱର ମନ୍ଦିର ସମୂହ ମାନଙ୍କ ମଧ୍ୟରୁ ଗୋଟିଏ ଏବଂ ଭୁବନେଶ୍ୱର ଥିବା ଏକ ସର୍ବ ପୁରାତନ ମନ୍ଦିର । କେତେକ ଐତିହାସିକଙ୍କ ଅନୁସାରେ ଏହା ଶତ୍ରୁଘନେଶ୍ୱର, ଭରତେଶ୍ବର ଓ ଲକ୍ଷ୍ମଣେଶ୍ବର ମନ୍ଦିର ନିର୍ମାଣ ପରେ ୮ମ ଶତାବ୍ଦୀର ପ୍ରଥମ ଭାଗ ରେ ନିର୍ମିତ । ଐତିହାସିକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ ଏହାକୁ ଖ୍ରୀ.ଅ ୬୫୦ ର ବୋଲି କହନ୍ତି । ଫରଗୁସନ୍ ଙ୍କ ଅନୁସାରେ ଏହା ଖ୍ରୀ.ଅ.୫୦୦ ରେ ତିଆରି । ଅଧିକାଂଶ ଗବେଷକ ଏହାକୁ ୭ମ ଶତାବ୍ଦୀର ମଧ୍ୟବର୍ତ୍ତୀ କାଳର ବୋଲି ଦର୍ଶାନ୍ତି ।
 
ଏହି ମନ୍ଦିର ଟି ଶୈଳୋଦଭବ ବଂଶ ଦ୍ୱାରା ନିର୍ମିତ । ଏହି ବଂଶ ଶୈବ ଧର୍ମୀ ଥିଲେ । ଏମାନେ ଶାକ୍ତ ଉପାସନା ମଧ୍ୟ କରୁଥିବାରୁ ଏହି ମନ୍ଦିରରେ ଅନେକ ଶାକ୍ତ ମୂର୍ତ୍ତି ଦେଖିବାକୁ ମିଳେ ।