୬୬
ଗୋଟି ସମ୍ପାଦନା
(→ଜୀବନ) |
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
||
}}
'''ନବୀନ ପଟ୍ଟନାୟକ''' (୧୬
=== ଜୀବନ ===
ନବୀନ ପଟ୍ଟନାୟକ [[କଟକ]] ଠାରେ ପିତା [[ବିଜୁ ପଟ୍ଟନାୟକ]] ଓ ମାତା ଜ୍ଞାନ ପଟ୍ଟନାୟକଙ୍କ ସାନ ପୁଅ ଭାବରେ [[କଟକ]] ଠାରେ ଜନ୍ମ ନେଇଥିଲେ । ସେ [[ଡେରାଡୁନ]]ର ଉଏଲହାମ ସ୍କୁଲ ଓ ଡୁନ ସ୍କୁଲରେ ଶିକ୍ଷାଲାଭ କରିଥିଲେ । ତାହା ପରେ [[ଦିଲ୍ଲୀ]] ବିଶ୍ଵବିଦ୍ୟାଳୟରୁ କମର୍ସରେ ସ୍ନାତକ ଡିଗ୍ରି ହାସଲ କରିଥିଲେ । ସେ ଜଣେ ଅବିବାହିତ ପୁରୁଷ । ନବୀନ ପଟ୍ଟନାୟକ ଯୁବକ ବେଳରେ ଥିଲେ ଜଣେ ଲେଖକ ଏବଂ ଯୁବା ଅବସ୍ଥା ସେ ଓଡିଶା ଓ ରାଜନୀତି ଠାରୁ ଦୂରରେ ଥାଇ କଟାଇଥିଲେ କିନ୍ତୁ ତାଙ୍କ ପିତା ସ୍ବର୍ଗତ ବିଜୁ ବାବୁଙ୍କ ଦେହାନ୍ତ ପରେ ସେ ୧୯୯୭ ରେ ରାଜନୀତି ଭିତରକୁ ପ୍ରବେଶ କରିଥିଲେ । ଏହାର ୧ ବର୍ଷ ପରେ ସେ [[ବିଜୁ ଜନତା ଦଳ]] ର ସ୍ଥାପନ କରିଥିଲେ ।
|
ଗୋଟି ସମ୍ପାଦନା