"କବିସୂର୍ଯ୍ୟ ବଳଦେବ ରଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଦରକାରୀ ଶବଦ କାଢ଼ିଲି
ଟିକେ Bot: Automated text replacement (-ଓଡିଆ +ଓଡ଼ିଆ)
୨୫ କ ଧାଡ଼ି:
 
== ରଚନାରେ ଭାଷା ==
କବିସୂର୍ଯ୍ୟଙ୍କ ରଚନାରେ ଦେଶଜ ଓଡିଆଓଡ଼ିଆ ଶବ୍ଦ ସହ ବୈଦେଶିକ ଶବ୍ଦର ସୁନ୍ଦର ପ୍ରୟୋଗ ଦେଖାଯାଏ ।<ref>ପଟ୍ଟନାୟକ, କବିଚନ୍ଦ୍ର କାଳୀଚରଣ : ଆମର ସଙ୍ଗୀତଧାରା </ref> ଦେଶଜ ଭାଷା ମଧ୍ୟରେ ଗୋଳିଆ, ଚିନାଏ, ଚିରାମରା, ଟାକର, ଟାକିଛି, ଠୋକରି, ଠଣାଠୁଙ୍କି, ଲସାଇ, ସୁସାର, ଆଡ଼ରୁଷା, ନିକୁଞ୍ଜ ଦଉଡ଼, ପାଦ ଫାଟିଯିବା ଇତ୍ୟାଦି ବ୍ଯବହୃତ ହୋଇଛି । ଅପର ପକ୍ଷରେ ଦରଦ, ମରଜି, ଦିବାଲା, ଧମକାଇଲା, ଫତୁରିଖୋର, ଆଖର, ଫୁକାରା, ଫତୁଆ, ଫରିଆଦ, ଫଜିତ, ଫରମାସ ଇତ୍ୟାଦି ବୈଦେଶିକ ବ ଯାବନିକ ଶବ୍ଦ ମଧ୍ୟ ପରିଦୃଷ୍ଟ ହୁଏ ।
 
== ରଚନାବଳୀ ==