"ପର୍ଶୁରାମେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ଓଡିଶା +ଓଡ଼ିଶା)
୩୯ କ ଧାଡ଼ି:
}}
 
ପର୍ଶୁରାମେଶ୍ଵର ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ହିନ୍ଦୁ ମନ୍ଦିର, ଯାହା ଓଡ଼ିଶାର ସବୁଠୁ ପୁରୁଣା ମନ୍ଦିର ମଧ୍ୟରୁ ଗୋଟିଏ । ଏହା ସବୁଠୁ ଭଲ ଭାବେ ସରଂକ୍ଷିତ ହୋଇଥିବା ଏକ ପୁରୁଣା ଉତ୍କଳୀୟ ମନ୍ଦିର ଏବଂ ଏହାର ନିର୍ମାଣ ଖ୍ରୀ.ଅ.୭ମ ରୁ ୮ମ ଶତାବ୍ଦୀ ମଧ୍ୟରେ ଶୈଳୋଦଭବ କାଳ ରେ ହୋଇଥିଲା । ଏହି ମନ୍ଦିରଟି ଭଗବାନ ଶିବଙ୍କୁ ସମର୍ପିତ । ନଗର ଶୈଳୀର ଏହି ମନ୍ଦିର ଟି ଖ୍ରୀ.ଅ. ୬୫୦ ରେ ନିର୍ମିତ ହୋଇଥିବାର ଅନୁମାନ କରାଯାଏ, ତଥା ଏହି ମନ୍ଦିର ୧୦ମ ଶତାବ୍ଦୀ ପୂର୍ବରୁ ଓଡିଶାରେଓଡ଼ିଶାରେ ହୋଇଥିବା ମନ୍ଦିର ସମୂହର ସମସ୍ତ ବିଶେଷତ୍ୱ ବହନ କରେ ।
 
ପର୍ଶୁରାମେଶ୍ୱର ମନ୍ଦିରରେ ବିମାନ, ଗର୍ଭଗୃହ ବ୍ୟତୀତ ଏକ ବାଡ଼ ରହିଛି । ଏହି ମନ୍ଦିରରେ ଜଗମୋହନ କୁହାଯାଉଥିବା ଏକ ବିଶେଷ ଅଂଶ ଦେଖିବାକୁ ମିଳେ, ଯାହା ପୂର୍ବବର୍ତ୍ତୀ ମନ୍ଦିର ସମୂହ ରେ ନଥିଲା । ଶୈବ ମନ୍ଦିର ହୋଇଥିବା ସତ୍ତ୍ୱେ ଏଠାରେ ସାଧାରଣତଃ ଶାକ୍ତ ମନ୍ଦିର ମାନଙ୍କରେ ଦେଖିବାକୁ ମିଳୁଥିବା ଅନେକ ମୂର୍ତ୍ତୀ ରହିଛି । ସପ୍ତମାତୃକାଙ୍କ ମୂର୍ତ୍ତି ସ୍ଥାନ ପାଇବାରେ ଏହା ହେଉଛି ଭୁବନେଶ୍ୱରରେ ଥିବା ପ୍ରଥମ ମନ୍ଦିର । ଏହି ମନ୍ଦିର ଟି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ଵାରା ସରଂକ୍ଷିତ । ଜୁନ-ଜୁଲାଇ ମାସରେ ପାଳିତ ପର୍ଶୁରାମାଷ୍ଟମୀ ଏହି ମନ୍ଦିରରେ ହେଉଥିବା ସର୍ବ ପ୍ରଧାନ ପର୍ବ । ଏହା ଏକ ମୁଖ୍ୟ ପର୍ଯ୍ୟଟନ ସ୍ଥଳୀ ଭାବେ ବିବେଚିତ ହୁଏ । <ref>{{cite book|title=India through the ages|last=Gopal|first=Madan|year= 1990| page= 175|editor=K.S. Gautam|publisher=Publication Division, Ministry of Information and Broadcasting, Government of India}}</ref>