"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
No edit summary |
||
୪ କ ଧାଡ଼ି:
ଡିକେନ୍ସ ଙ୍କ ଜନ୍ମ [[ଇଂଲଣ୍ଡ]] ର ପୋର୍ଟ୍ସମାଉଥ ଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତା ଙ୍କୁ ରୁଣ ସୁଝି ନ ପାରିବାରୁ ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳ ରୁ ସେ ସ୍କୁଲ ଛାଡି ଏକ କାରଖାନା ରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ ଟି କାଳ୍ପନିକ ଉପନ୍ୟାସ ସହ ୫ ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ର ରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟା , ସାମାଜିକ ଅଧିକାର ର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
ଡିକେନ୍ସ 1836 ମସିହା ରେ “ ଦି ପିକୱିକ ପେପର୍ସ “( [http://The%20Pickwick%20Papers The Pickwick Papers] ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟ ରେ ସେ ତାଙ୍କର ଲେଖା ରେ ସାମାଜିକ ଚରିତ୍ର ଗୁଡିକ ର ନିଖୁଣ ଚିତ୍ରଣ , ଲେଖା ରେ ନାଟକୀୟତା ତଥା ସମାଜ ର ସାଂପ୍ରତିକ ଘଟଣା ବଳି ର ଜୀବନ୍ତ ଭଙ୍ଗି ରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତର ରେ ପରିଚିତ ହେଇ ଗଲେ । ସେହି ସମୟ ରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକା ରେ ଧାରାବାହିକ ହିସାବ ରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗ ରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରା ରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମ ଦ୍ଵାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖା ର କାହାଣୀ କୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( [http://David%20Coppersfield David Coppersfield] ) ରେ "ମିସ ମିକାୱର" ଙ୍କ ଚରିତ୍ର ଦୁର୍ବଳତା କୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟ ରେ ସକାରାତ୍ମକ ଚରିତ୍ର ରେ ପରିବର୍ତନ କରିଥିଲେ । ସେ ସେହି ସମୟ ରେ ଇଂଲଣ୍ଡ ରାସ୍ତା ରେ ବୁଲୁଥିବା ବା କାରଖାନା ରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହା ଦ୍ଵାରା ସେମାନେ ଏକ ନୂତନ ଶ୍ରେଣୀ ର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟା ମଧ୍ୟ ପାଉଥିଲେ । .<ref>{{harvnb|Hauser|1999|p=116}}.</ref>
ତାଙ୍କ ସମୟ ରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହା ରେ ତାଙ୍କର ଉପନ୍ୟାସ “A Christmas Carol,” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକ ଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “''Oliver Twist ''“ଓ “ ''Great Expectations''” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁ କୁ ଭିକ୍କ୍ଟୋରିଆ ଯୁଗ ର ଉପୋନ୍ୟାସ ସାହିତ୍ୟ ର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସ ଙ୍କ ଉପନ୍ୟାସ
<ref>[http://www.oxforddictionaries.com/definition/english/Dickensian "Oxford Dictionaries – Dickensian"]. </ref>
|