"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧ କ ଧାଡ଼ି:
{{Infobox writer|image=Dickens Gurney head.jpg|alt=Charles Dickens|caption=୧୮୬୭ ରେ ନିଉ ୟର୍କ ରେ ଡିକେନ୍ସ |birth_name=ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସbirth_date={{birth date|df=yes|1812|2|7}}|birth_place=[[Landport]], Hampshire, England, United Kingdom|death_date={{death date and age|df=yes|1870|6|9|1812|2|7}}|death_place=[[Higham, Kent]], England, United Kingdom|resting_place=[[Poets' Corner]], [[Westminster Abbey]]|occupation=Writer|nationality=British|notableworks={{hlist|''[[The Pickwick Papers]]''|''[[Oliver Twist]]''|''[[Nicholas Nickleby]]''|''[[A Christmas Carol]]''|''[[David Copperfield]]''|''[[Bleak House]]''|''[[Little Dorrit]]''|''[[A Tale of Two Cities]]''|''[[Great Expectations]]''}}|spouse=[[Catherine Dickens|Catherine Thomson Hogarth]]|children={{hlist|[[Charles Dickens, Jr.]]|[[Mary Dickens]]|[[Kate Perugini]]|[[Walter Landor Dickens]]|[[Francis Dickens]]|[[Alfred D'Orsay Tennyson Dickens]]|[[Sydney Smith Haldimand Dickens]]|[[Henry Fielding Dickens]]|[[Dora Annie Dickens]]|[[Edward Dickens]]}}|signature=Charles Dickens Signature.svg}}
 
'''ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ '''( ୭ ଫେବ୍ରୁଆରି ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ [[ବିଶ୍ଵ]]<nowiki/>ର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ର ର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତ ରେ ସେ ଭିକ୍ଟୋରିଆନ ଯୁଗ ର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ ।7 ତାଙ୍କ ଉପନ୍ୟାସ ର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଦେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ  ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ  ଦରିଦ୍ର ବାଳକ ର ଚରିତ୍ର । ତାହାର ଚରିତ୍ର ଚିତ୍ରଣ ରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡ ର ସାଧାରଣ ଜଣ ଜୀବନ କୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ଵାନ ଓ ସମାଲୋଚକ ମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ଵ ସାହିତ୍ୟ ରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକା ରେ ରହିଛି । 
<ref>{{harvnb|Mazzeno|2008|p=76}}.</ref><ref>{{harvnb|Chesterton|2005|pp=100–126}}.</ref>