"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ ଓଡିଶାରେ ଖ୍ରୀଷ୍ଟ ଧର୍ମାମ୍ବଲମ୍ବି ଭାଇମାନଙ୍କ ଦ୍ୱାରା ମଧ୍ୟ ପାଲା ପରିବେଷଣ କରାଯାଉଅଛି
୫୪ କ ଧାଡ଼ି:
</poem>
୮ ଅକ୍ଷରିଆ ୨ ପାଦ ଓ ୧ ଅକ୍ଷରିଆ ଏକପାଦ ୟୁକ୍ତ 'ତ୍ରିପଦୀ' ଦ୍ୱଯ ସମ୍ବଳିତ ଗୀତ ମଧ୍ୟ ବୋଲାଯାଏ । ଗଳ୍ପର ପ୍ରସଙ୍ଗ ଓ ଅବସର କ୍ରମେ ପାଇଲାମାନେ ଏଥିରେ ଯମକ, ଅନୁପ୍ରାସ, ବ୍ୟାଘ୍ରଗତି, ମେଷ ୟୁଦ୍ଧ ଅବନା ଆଦି ଶବ୍ଦ ଅବରସ୍ ପୂର୍ଣ୍ଣ ପ୍ରାଚୀନ ସଙ୍ଗୀତ, ଚଉପଦୀ, ଡାହିକା, ଭଜନ, ବନ୍ଦନା ଆଦି ଲଗାଇ 'ପାଲାକୁ' ଜମକ୍ କରନ୍ତି ଓ କେତେକ ଗାୟକଙ୍କର ଅଭିଧାନ, ଅଳଙ୍କାର କାବ୍ୟନାଟକ, ଚମ୍ପୁ ଆଦିରେ ଅସାଧାରଣ ପାଣ୍ଡିତ୍ୟ ଦେଖାଯାଏ ଓ କେତେକଙ୍କଠାରେ ଆଶୁକବିତ୍ଵ ମଧ୍ୟ ଲକ୍ଷିତ ହୁଏ ।
 
ଓଡିଶାରେ ଖ୍ରୀଷ୍ଟ ଧର୍ମାମ୍ବଲମ୍ବି ଭାଇମାନଙ୍କ ଦ୍ୱାରା ମଧ୍ୟ ପାଲା ପରିବେଷଣ କରାଯାଉଅଛି, ଏହା ମଧ୍ୟ ଓଡିଶାର ପୁର ପଲ୍ଲିରେ ଆଦ୍ରୁତ, ଓଡିଶାର କଟକ ପୁରି ଖୋର୍ଧା କେନ୍ଦ୍ରାପଡା ଆଦି ଜିଲ୍ଲାରେ ବହୁ ନାମକାରୀ ଗାୟକମାନେ ଅଲ ଇଣ୍ଡିଆ ରେଡିଓ ଓ ଦୁରଦର୍ଶନରେ ପାଲା ପରିବେଷଣ କରି ଓଡିଶାର ସାହିତ୍ୟ, ସଂସ୍କୃତି ଓ କଳାକୁ ଘରେ ଘରେ ପରିଚିତ କରାଇଅଛନ୍ତି
 
ଆଧାର
 
== ଆଧାର ==
"https://or.wikipedia.org/wiki/ପାଲା"ରୁ ଅଣାଯାଇଅଛି