"ଓଡ଼ିଶୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
→‎ଆରମ୍ଭ ଓ ଇତିହାସ: ଫିକ୍ସଡ଼ ବନାନ, ବ୍ୟାକରଣ ସଜାଡ଼ିଲେ, ଲିଙ୍କ ଯୋଡ଼ିଲେ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୮ କ ଧାଡ଼ି:
'''ଓଡ଼ିଶୀନୃତ୍ୟ'''ର ବୈଶିଷ୍ଟ ହେଲା ଅଙ୍ଗଭଙ୍ଗୀ ଓ ଲାଳିତ୍ୟ ଓ ଏହାର ପାଞ୍ଚଗୋଟି ପର୍ଯ୍ୟାୟ ହେଲା : ମଙ୍ଗଳାଚରଣ,ବଟୁ,ପଲ୍ଲବୀ,ଅଭିନୟ ଓ ମୋକ୍ଷ । ନୃତ୍ୟ ଆରମ୍ଭରେ ନର୍ତ୍ତକୀ ଶ୍ରୀଜଗନ୍ନାଥଙ୍କୁ ପୁଷ୍ପାଞ୍ଜଳୀ ଦ୍ଵାରା ପ୍ରଣାମ ନିବେଦନ କରେ ଓ ଶେଷରେ ମୋକ୍ଷ ଲାଭ କାମନା କରି ପ୍ରଣତି ଜଣାଏ । ଏହି ନୃତ୍ୟରେ ପଖଉଜ,[[ବେହେଲା]],[[ଗିନି]],[[ଝାଞ୍ଜ]],[[ବଂଶୀ]] ଇତ୍ୟାଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ । ଆଜି ଓଡ଼ିଶୀ ନୃତ୍ୟ ସମଗ୍ର ଭାରତ ବର୍ଷ ଓ ପୃଥିବୀରେ ବିଶେଷଭାବେ ଆଦୃତ ହୋଇପାରିଛି ।
 
[[ଖାରବେଳ]]ଙ୍କ ସମୟରେ ଅଙ୍କାଯାଇଥିବା ଉଦୟଗିରିର ମଞ୍ଚପୁରି ଗୁମ୍ଫାରେ ସବୁଠୁ ପୁରୁଣା ଓଡ଼ିଶୀ ନାଚର ଛବି ଦେଖିବାକୁ ମିଳିଥାଏ । ନାରୀମାନଙ୍କ ବାଦ୍ୟଯନ୍ତ୍ର ବାଜଣା ସହ ଓଡ଼ିଶୀ ନର୍ତ୍ତକୀମାନଙ୍କର ନାଚକୁ ଖାରବେଳ ଉପଭୋଗ କରୁଥିଲେ । ତେଣୁ ଆରମ୍ଭରେ ଏହା ଧର୍ମ ସହ ଯୋଡ଼ା ନଥିଲା, ପରେ ଏହା ମନ୍ଦିର ଚଳଣିରେ ଯୋଡ଼ିହେଲା । ଜଗନ୍ନାଥ ମନ୍ଦିରରୁ ପ୍ରଥମେ ଆରମ୍ଭ କରି ତା ପରେ ବାକି ଶିବ ଓ ବିଷ୍ନୁ ମନ୍ଦିରମାନଙ୍କରେ ଆରମ୍ଭ ହେଲା । ଗୋଟିଏ ପୁରୁଣା ପୋଥି ଦେବଦାସୀମାନେ ଜୈନ ଓ ବୌଦ୍ଧ ସଙ୍ଘମାନଙ୍କରେ ନାଚିବାର ପ୍ରମାଣ ଦିଏ । ଓଡ଼ିଶୀ, ପ୍ରଥମେ ମନ୍ଦିରମାନଙ୍କରେ 'ମାହାରି' ମାନେ ନିଜ ଜୀବନ ଭଗବାନଙ୍କ ପାଖରେ ଅର୍ପଣ କରିବାର ଚଳଣି ଆରମ୍ଭ କରିଥିଲେ ଯାହା ଓଡ଼ିଶାର ମନ୍ଦିର କାନ୍ଥରେ ଥିବା ମୂର୍ତ୍ତୀରୁ ଜଣାପଡ଼େ ।<ref name="nadanam.com">[http://www.nadanam.com/odissi/o_index.htm ଓଡ଼ିଶୀ]</ref> ଖ୍ରୀଷ୍ଟପୂର୍ବ ଦ୍ଵିତୀୟର ଓଡ଼ିଶୀର ଇତିହାସ ଉଦୟଗିରିର ରାଣୀଗୁମ୍ଫାରୁ ମିଳିଥିବା ପୋଥିରୁ ଜଣାଯାଏ । ତେଣୁ ଇତିହାସ, ରିତିନୀତି ଓ ଚଳଣିକୁ ଆଖିରେ ରଖି ଓଡ଼ିଶୀକୁ ସବୁଠୁ ପୁରୁଣା ଶାସ୍ତ୍ରୀୟ ନାଚର ମାନ୍ୟତା ଦିଆଯାଏ । ନାଟ୍ୟ ଶାସ୍ତ୍ରରେ ବି '''ଓଡ୍ର ମାଗଧି'''କୁ ଗୁରୁତ୍ତ୍ଵ ଦିଆଯାଇଛି ଆଉ ଓଡ୍ର ଓଡ଼ିଶାକୁ ହିଁ ସୂଚାଏ ।<ref>http://www.nadanam.com/odissi/o_history.htm</ref>
== ଆରମ୍ଭ ଓ ଇତିହାସ ==
[[ଫାଇଲ:Temple-Jagannath.jpg|thumb|୫୦୦px|ଜଗନ୍ନାଥ ମନ୍ଦିର ନୀତିରେ ଓଡ଼ିଶୀ]]

== ମନ୍ଦିର ଇତିହାସ ==
"https://or.wikipedia.org/wiki/ଓଡ଼ିଶୀ"ରୁ ଅଣାଯାଇଅଛି