"ଓଡ଼ିଶୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ଆରମ୍ଭ ଓ ଇତିହାସ: ଫିକ୍ସଡ଼ ବନାନ, ବ୍ୟାକରଣ ସଜାଡ଼ିଲେ, ଲିଙ୍କ ଯୋଡ଼ିଲେ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ 2405:204:F084:285D:0:0:808:B8B1 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ [[User:Shrijagannatha|Shrijag...
୧୫ କ ଧାଡ଼ି:
}}
 
[[ଭାରତ|ଭାରତର]]େ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ [[ଓଡ଼ିଶୀ ନୃତ୍ୟ]] ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ '''ନାଟ୍ୟଶାସ୍ତ୍ର'''ରେ ଉଲ୍ଲିଖିତ [[କଳିଙ୍ଗ ନୃତ୍ୟ]] ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର [[ପର୍ଶୁରାମେଶ୍ଵର ମନ୍ଦିର]],[[ବଇତାଳ ଦେଉଳ|ବୈତାଳ ମନ୍ଦିର]],[[ଶିଶିରେଶ୍ଵର ମନ୍ଦିର]], [[ମାର୍କଣ୍ଡେଶ୍ଵର ମନ୍ଦିର]],[[ମୁକ୍ତେଶ୍ଵର ମନ୍ଦିର]], [[ରାଜରାଣୀ ମନ୍ଦିର]],[[ଲିଙ୍ଗରାଜ ମନ୍ଦିର]], [[ମେଘେଶ୍ଵର ମନ୍ଦିର]] ପ୍ରଭୃତି, [[ପୁରୀ]]ର [[ଜଗନ୍ନାଥ ମନ୍ଦିର]] ଏବଂ [[କୋଣାର୍କ ସୂର୍ଯ୍ୟମନ୍ଦିର]]ର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ [[ଦେବଦାସୀ ନୃତ୍ୟ]] (ମାହାରୀ) ଓ [[ଗୋଟିପୁଅ]]ମାନଙ୍କ ଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ '''ଓଡ଼ିଶୀ''' ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ [[କାଳୀଚରଣ ପଟ୍ଟନାୟକ|କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ]], ନୃତ୍ୟଗୁରୁ [[ପଙ୍କଜଚରଣ ଦାସ]], [[ଦେବପ୍ରସାଦ ଦାସ]] ଓ [[କେଳୁଚରଣ ମହାପାତ୍ର]] ଅନ୍ୟତମ ।
 
'''ଓଡ଼ିଶୀ''' [[ଭାରତ|ଭାରତର]] ଆଠଟି [[ଶାସ୍ତ୍ରୀୟ ନାଟ]] ଭିତରୁ ଗୋଟିଏ । ଏହା [[ଓଡ଼ିଶା]]ରୁ ଜନ୍ମ ଲାଭ କରିଛି । ପୁରାତନ ତତ୍ଵ ଅନୁସାରେ ଏହା ଭାରତର ଜୀବନ୍ତ ନୃତ୍ୟକଳା ଭିତରୁ ଗୋଟିଏ ।<ref>http://www.dancesofindia.co.in/classic-dances-india/odissi.html</ref><ref>http://odissi.itgo.com/</ref> ଭାରତୀୟ ନୃତ୍ୟକଳାର ପୋଥି [[ନାଟ୍ୟ ଶାସ୍ତ୍ର]] ଏହାକୁ ''ଓଡ୍ର-ମାଗଧି'' ବୋଲି କହେ । ପ୍ରଥମ ଖ୍ରୀଷ୍ଟପୂର୍ବ ବେଳକୁ [[ଭୁବନେଶ୍ୱର]]ର [[ଖଣ୍ଡଗିରି]] ଓ [[ଉଦୟଗିରି]] ଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା ଯାହା ସେ କେତେ ପୁରୁଣା ସେକଥା ପ୍ରମାଣ କରେ । ପରାଧୀନ ଭାରତରେ ଫିରିଙ୍ଗିମାନଙ୍କ ଦେଇ ଏହା କିଛି ପରିମାଣରେ ଦବିଯାଇଥିଲେ ହେଁ ସ୍ଵାଧୀନତା ପରେ ଓଡ଼ିଶୀ ପୁଣି ତାର ଆଗର ଗୌରବ ଫେରିପାଇଥିଲା ।
 
ଏହାର ''[[ତ୍ରିଭଙ୍ଗୀ ଠାଣି]]'' ବା ଦେହର ତିନୋଟି ଅଙ୍ଗ- ମୁଣ୍ଡ, ଛାତି ଓ ଅଣ୍ଟାର ସ୍ଵାଧୀନ ଗତି ଏହାକୁ ବାକି ଭାରତୀୟ ନାଟ ଠାରୁ ପୁରାପୁରି ନିଆରା କରି ଗଢ଼ିତୋଳିଛି ।<ref>[http://chandrakantha.com/articles/indian_music/nritya/odissi.html ୨୦୦୮ର୍ଡେଏ ଭିଡି କଟିନିଙ୍କ ଏକ ଲେଖା]</ref><ref name="hi">{{cite book|last=ସେହେଗାଲ|first=ସୁନିଳ |title=ହିନ୍ଦୁଧର୍ମର ଭାଷାକୋଷ: (H - Q).|url=http://books.google.co.in/books?id=wNQ82_yYeK8C&pg=PA868&dq=Tribhanga&hl=en&ei=zDW_TOrnLY2ycaXx4PIN&sa=X&oi=book_result&ct=result&resnum=9&ved=0CEcQ6AEwCA#v=onepage&q=Tribhanga&f=false|year=1999|publisher=Sarup & Sons|isbn=8176250643|page=868}}</ref> ଆଉ ମୌଳିକ ଚଉକୋଣ ନାଚକୁ ''ଚଉକା'' କୁହାଯାଏ ।
== ବୈଶିଷ୍ଟ ==
'''ଓଡ଼ିଶୀନୃତ୍ୟ'''ର ବୈଶିଷ୍ଟ ହେଲା ଅଙ୍ଗଭଙ୍ଗୀ ଓ ଲାଳିତ୍ୟ ଓ ଏହାର ପାଞ୍ଚଗୋଟି ପର୍ଯ୍ୟାୟ ହେଲା : ମଙ୍ଗଳାଚରଣ,ବଟୁ,ପଲ୍ଲବୀ,ଅଭିନୟ ଓ ମୋକ୍ଷ । ନୃତ୍ୟ ଆରମ୍ଭରେ ନର୍ତ୍ତକୀ ଶ୍ରୀଜଗନ୍ନାଥଙ୍କୁ ପୁଷ୍ପାଞ୍ଜଳୀ ଦ୍ଵାରା ପ୍ରଣାମ ନିବେଦନ କରେ ଓ ଶେଷରେ ମୋକ୍ଷ ଲାଭ କାମନା କରି ପ୍ରଣତି ଜଣାଏ । ଏହି ନୃତ୍ୟରେ ପଖଉଜ,[[ବେହେଲା]],[[ଗିନି]],[[ଝାଞ୍ଜ]],[[ବଂଶୀ]] ଇତ୍ୟାଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ । ଆଜି ଓଡ଼ିଶୀ ନୃତ୍ୟ ସମଗ୍ର ଭାରତ ବର୍ଷ ଓ ପୃଥିବୀରେ ବିଶେଷଭାବେ ଆଦୃତ ହୋଇପାରିଛି ।
 
== ଆରମ୍ଭ ଓ ଇତିହାସ ==
]ଙ୍କ ସମୟରେ ଅଙ୍କାଯାଇଥିବା ଉଦୟଗିରିର ମଞ୍ଚପୁରି ଗୁମ୍ଫାରେ ସବୁଠୁ ପୁରୁଣା ଓଡ଼ିଶୀ ନାଚର ଛବି ଦେଖିବାକୁ ମିଳିଥାଏ । ନାରୀମାନଙ୍କ ବାଦ୍ୟଯନ୍ତ୍ର ବାଜଣା ସହ ଓଡ଼ିଶୀ ନର୍ତ୍ତକୀମାନଙ୍କର ନାଚକୁ ଖାରବେଳ ଉପଭୋଗ କରୁଥିଲେ । ତେଣୁ ଆରମ୍ଭରେ ଏହା ଧର୍ମ ସହ ଯୋଡ଼ା ନଥିଲା, ପରେ ଏହା ମନ୍ଦିର ଚଳଣିରେ ଯୋଡ଼ିହେଲା । ଜଗନ୍ନାଥ ମନ୍ଦିରରୁ ପ୍ରଥମେ ଆରମ୍ଭ କରି ତା ପରେ ବାକି ଶିବ ଓ ବିଷ୍ନୁ ମନ୍ଦିରମାନଙ୍କରେ ଆରମ୍ଭ ହେଲା । ଗୋଟିଏ ପୁରୁଣା ପୋଥି ଦେବଦାସୀମାନେ ଜୈନ ଓ ବୌଦ୍ଧ ସଙ୍ଘମାନଙ୍କରେ ନାଚିବାର ପ୍ରମାଣ ଦିଏ । ଓଡ଼ିଶୀ, ପ୍ରଥମେ ମନ୍ଦିରମାନଙ୍କରେ 'ମାହାରି' ମାନେ ନିଜ ଜୀବନ ଭଗବାନଙ୍କ ପାଖରେ ଅର୍ପଣ କରିବାର ଚଳଣି ଆରମ୍ଭ କରିଥିଲେ ଯାହା ଓଡ଼ିଶାର ମନ୍ଦିର କାନ୍ଥରେ ଥିବା ମୂର୍ତ୍ତୀରୁ ଜଣାପଡ଼େ । ଖ୍ରୀଷ୍ଟପୂର୍ବ ଦ୍ଵିତୀୟର ଓଡ଼ିଶୀର ଇତିହାସ ଉଦୟଗିରିର ରାଣୀଗୁମ୍ଫାରୁ ମିଳିଥିବା ପୋଥିରୁ ଜଣାଯାଏ । ତେଣୁ ଇତିହାସ, ରିତିନୀତି ଓ ଚଳଣିକୁ ଆଖିରେ ରଖି ଓଡ଼ିଶୀକୁ ସବୁଠୁ ପୁରୁଣା ଶାସ୍ତ୍ରୀୟ ନାଚର ମାନ୍ୟତା ଦିଆଯାଏ । ନାଟ୍ୟ ଶାସ୍ତ୍ରରେ ବି '''ଓଡ୍ର ମାଗଧି'''କୁ ଗୁରୁତ୍ତ୍ଵ
[[ଫାଇଲ:Temple-Jagannath.jpg|thumb|୫୦୦px|ଜଗନ୍ନାଥ ମନ୍ଦିର ନୀତିରେ ଓଡ଼ିଶୀ]]
[[ଖାରବେଳ]]ଙ୍କ ସମୟରେ ଅଙ୍କାଯାଇଥିବା ଉଦୟଗିରିର ମଞ୍ଚପୁରି ଗୁମ୍ଫାରେ ସବୁଠୁ ପୁରୁଣା ଓଡ଼ିଶୀ ନାଚର ଛବି ଦେଖିବାକୁ ମିଳିଥାଏ । ନାରୀମାନଙ୍କ ବାଦ୍ୟଯନ୍ତ୍ର ବାଜଣା ସହ ଓଡ଼ିଶୀ ନର୍ତ୍ତକୀମାନଙ୍କର ନାଚକୁ ଖାରବେଳ ଉପଭୋଗ କରୁଥିଲେ । ତେଣୁ ଆରମ୍ଭରେ ଏହା ଧର୍ମ ସହ ଯୋଡ଼ା ନଥିଲା, ପରେ ଏହା ମନ୍ଦିର ଚଳଣିରେ ଯୋଡ଼ିହେଲା । ଜଗନ୍ନାଥ ମନ୍ଦିରରୁ ପ୍ରଥମେ ଆରମ୍ଭ କରି ତା ପରେ ବାକି ଶିବ ଓ ବିଷ୍ନୁ ମନ୍ଦିରମାନଙ୍କରେ ଆରମ୍ଭ ହେଲା । ଗୋଟିଏ ପୁରୁଣା ପୋଥି ଦେବଦାସୀମାନେ ଜୈନ ଓ ବୌଦ୍ଧ ସଙ୍ଘମାନଙ୍କରେ ନାଚିବାର ପ୍ରମାଣ ଦିଏ । ଓଡ଼ିଶୀ, ପ୍ରଥମେ ମନ୍ଦିରମାନଙ୍କରେ 'ମାହାରି' ମାନେ ନିଜ ଜୀବନ ଭଗବାନଙ୍କ ପାଖରେ ଅର୍ପଣ କରିବାର ଚଳଣି ଆରମ୍ଭ କରିଥିଲେ ଯାହା ଓଡ଼ିଶାର ମନ୍ଦିର କାନ୍ଥରେ ଥିବା ମୂର୍ତ୍ତୀରୁ ଜଣାପଡ଼େ ।<ref name="nadanam.com">[http://www.nadanam.com/odissi/o_index.htm ଓଡ଼ିଶୀ]</ref> ଖ୍ରୀଷ୍ଟପୂର୍ବ ଦ୍ଵିତୀୟର ଓଡ଼ିଶୀର ଇତିହାସ ଉଦୟଗିରିର ରାଣୀଗୁମ୍ଫାରୁ ମିଳିଥିବା ପୋଥିରୁ ଜଣାଯାଏ । ତେଣୁ ଇତିହାସ, ରିତିନୀତି ଓ ଚଳଣିକୁ ଆଖିରେ ରଖି ଓଡ଼ିଶୀକୁ ସବୁଠୁ ପୁରୁଣା ଶାସ୍ତ୍ରୀୟ ନାଚର ମାନ୍ୟତା ଦିଆଯାଏ । ନାଟ୍ୟ ଶାସ୍ତ୍ରରେ ବି '''ଓଡ୍ର ମାଗଧି'''କୁ ଗୁରୁତ୍ତ୍ଵ ଦିଆଯାଇଛି ଆଉ ଓଡ୍ର ଓଡ଼ିଶାକୁ ହିଁ ସୂଚାଏ ।<ref>http://www.nadanam.com/odissi/o_history.htm</ref>
 
== ମନ୍ଦିର ଇତିହାସ ==
"https://or.wikipedia.org/wiki/ଓଡ଼ିଶୀ"ରୁ ଅଣାଯାଇଅଛି