"ସମ୍ବଲପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୬୮ କ ଧାଡ଼ି:
==ଇତିହାସ==
==ପର୍ଯ୍ୟଟନ ଓ କଳା==
ପଶ୍ଚିମ ଓଡିଶାର ଏହି ପ୍ରମୁଖ ସହରରେ ନାନାଦି କଳା କୃତି ଦେଖିବାକୁ ମିଳେ | ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଇ ଏହି ସହରରେ ପୂଜା ପାଆନ୍ତି | ଏଠି ବାର ମାସରେ ତେର ପବର୍ର୍ପରବ | କଳା ସଂସ୍କୃତିରେ ଭରପୂର ସମ୍ବଲପୁର ସହର | ସମ୍ବଲପୁରୀ ନାଚ, ବାଦ୍ୟଯନ୍ତ୍ର, ସମ୍ବପୁରୀ ଶାଢୀ ଏହି ସହରର ପରିଚୟ | ରଙ୍ଗବତୀ ଗୀତ ପୁରା ବିଶ୍ବକୁ ହଲାଇ ପାରିଛି | ଏ ବର୍ଷ ରଙ୍ଗବତୀର ଗାୟକ ଜିତେନ୍ଦ୍ରୀୟ ହରିପାଲ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି |
 
== ଆଧାର ==
"https://or.wikipedia.org/wiki/ସମ୍ବଲପୁର"ରୁ ଅଣାଯାଇଅଛି