"ରଣପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
+ {{ନୟାଗଡ଼ ଜିଲ୍ଲା}}, ଶ୍ରେଣୀ
ବିଭାଗ ସଜାଣି, କିମ୍ବଦନ୍ତୀକୁ ଇତିହାସରୁ ଅଲଗା
୧୬ କ ଧାଡ଼ି:
|ପୌର ପରିଷଦ: ||୦
|}
'''ରଣପୁର''' (କ୍ରମିକ ସଂଖ୍ୟା: ୧୧୯) [[ନୟାଗଡ଼ ଜିଲ୍ଲା]] ଅନ୍ତର୍ଗତ ଏକ [[ଓଡ଼ିଶା ବିଧାନ ସଭା|ବିଧାନ ସଭା]] [[ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା|ନିର୍ବାଚନ ମଣ୍ଡଳୀ]] ।<ref>{{cite web |url= http://www.empoweringindia.org/new/constituency.aspx?eid=283&cid=119 |title=Ranpur Assembly Election 2009, Orissa |work=empoweringindia.org |quote=Constituency: Ranpur (119) District : Nayagarh |accessdate=19 June 2013}}</ref> ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳଗୁଡ଼ିକ ହେଲା ରଣପୁର ବ୍ଳକ ଓ ଓଡ଼ଗାଁ ବ୍ଳକର କିଛି ଅଞ୍ଚଳ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their Extent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
ଗତ ୨୦୦୯ ବିଧାନସଭା ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ, [[ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ ସୁରମା ପାଢ଼ୀଙ୍କଠାରୁ ୨୧,୬୦୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।<ref>{{cite web |url= http://leadtech.in/infoelection/index.php/odisha/431-odisha-election-result-2009-votemargin.html |title=Orissa Election Result 2009 With Vote Margin|work=leadtech.in |quote= 21601|accessdate=21 April 2013}}</ref><ref name="ori">{{cite book|last=ନାୟକ|first=ଉଦ୍ଧବ ଚରଣ|title=ଓଡ଼ିଶା ରାଜନୀତିର ଇତିହାସ|date=2013|publisher=ଆମ ଓଡ଼ିଶା|url=https://or.wikisource.org/wiki/%E0%AC%AA%E0%AD%83%E0%AC%B7%E0%AD%8D%E0%AC%A0%E0%AC%BE:Odisha_Rajanitira_Itihasa.pdf/%E0%AD%AC%E0%AD%A9}}</ref>
ରଣପୁର ଏକ ପ୍ରାଚୀନ ଗଡ଼ଜାତ ରାଜ୍ୟ । ପ୍ରାଚୀନ କାଳରେ ରଣାସୁର ନାମରେ ଏକ ରାକ୍ଷସ
ଏଠାରେ ବାସ କରୁଥିଲା । ତାରି ନାମାନୁସାରେ ଏ ରାଜ୍ୟର ନାମ ରଣପୁର ହୋଇଛି । କଳିଯୁଗ
ଆରମ୍ଭର ୧୭୪ ବର୍ଷ ପରେ ଏ ରାଜ୍ୟ ସ୍ଥାପିତ ହୋଇଛି ବୋଲି 'କପିଳ ସଂହିତା'ରେ ଉଲ୍ଲେଖ
ଅଛି । ଶୁଣାଯାଏ, ବେଣୁ ରାଜବଂଶର ବିଶ୍ୱବାସବ ଏ ରାଜ୍ୟର ପ୍ରତିଷ୍ଠାତା । ଦ୍ୱାଦଶ ଶତାବ୍ଦୀରେ
ଓଡ଼ିଶାର ରାଜା ଅନଙ୍ଗ ଭୀମଦେବ ତତ୍‍କାଳୀନ ରଣପୁର ରାଜାଙ୍କୁ 'ନରେନ୍ଦ୍ର' ଉପାଧି ପ୍ରଦାନ
କରିିଥିଲେ । ରାଜବଂଶାବଳୀରୁ ଜଣାଯାଏ, ୩୬୦୦ ବର୍ଷ ମଧ୍ୟରେ ଏହି ରାଜ୍ୟରେ ୧୧୨ଜଣ
ରାଜା ରାଜୁତି କରିସାରିଲେଣି । ଏ ରାଜ୍ୟର କ୍ଷେତ୍ରଫଳ ୨୦୩ ବର୍ଗମାଇଲ । ଏଥିରେ ୨୬୫ ଟି
ଗ୍ରାମ ଅନ୍ତର୍ଭୁକ୍ତ । ଏଠାରେ ପ୍ରାଚୀନ ପ୍ରଥାରେ ଶାସନ ଚାଲୁଥିଲା । ମଣିନାଗ ଏ ରାଜ୍ୟର ପ୍ରସିଦ୍ଧ
ଦେବତା । ଏ ରାଜ୍ୟ ସେତେ ଉନ୍ନତ ନଥିଲା । ଓଡି଼ଶା ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ ବସନ୍ତ ମଞ୍ଜରୀ
ଦେବୀ ହେଉଛନ୍ତି ରଣପୁରର ରାଜମାତା ।<ref>https://or.wikisource.org/s/5c2</ref>
 
== ଇତିହାସ ==
ରଣପୁର (କ୍ରମିକ ସଂଖ୍ୟା: ୧୧୯) [[ନୟାଗଡ଼ ଜିଲ୍ଲା]] ଅନ୍ତର୍ଗତ ଏକ [[ଓଡ଼ିଶା ବିଧାନ ସଭା|ବିଧାନ ସଭା]] [[ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା|ନିର୍ବାଚନ ମଣ୍ଡଳୀ]] ।<ref>{{cite web |url= http://www.empoweringindia.org/new/constituency.aspx?eid=283&cid=119 |title=Ranpur Assembly Election 2009, Orissa |work=empoweringindia.org |quote=Constituency: Ranpur (119) District : Nayagarh |accessdate=19 June 2013}}</ref>
ରଣପୁର ଏକ ପ୍ରାଚୀନ ଗଡ଼ଜାତ ରାଜ୍ୟ । ୧୨ଶ ଶତାବ୍ଦୀରେ ଓଡ଼ିଶାର ରାଜା ଅନଙ୍ଗ ଭୀମଦେବ ତତ୍‍କାଳୀନ ରଣପୁର ରାଜାଙ୍କୁ 'ନରେନ୍ଦ୍ର' ଉପାଧି ପ୍ରଦାନ କରିିଥିଲେ । ରାଜବଂଶାବଳୀରୁ ଜଣାଯାଏ, ୩୬୦୦ ବର୍ଷ ମଧ୍ୟରେ ଏହି ରାଜ୍ୟରେ ୧୧୨ଜଣ ରାଜା ରାଜୁତି କରିସାରିଲେଣି । ଏ ରାଜ୍ୟର କ୍ଷେତ୍ରଫଳ ୨୦୩ ବର୍ଗମାଇଲ । ଏଥିରେ ୨୬୫ଟି ଗ୍ରାମ ଅନ୍ତର୍ଭୁକ୍ତ । ଏଠାରେ ପ୍ରାଚୀନ ପ୍ରଥାରେ ଶାସନ ଚାଲୁଥିଲା । ଏ ରାଜ୍ୟ ସେତେ ଉନ୍ନତ ନଥିଲା । ଓଡି଼ଶା ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ [[ବସନ୍ତ ମଞ୍ଜରୀ ଦେବୀ]] ହେଉଛନ୍ତି ରଣପୁରର ରାଜମାତା ।<ref name="ori" />
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ରଣପୁର ବ୍ଳକ ଓ ଓଡ଼ଗାଁ ବ୍ଳକର କିଛି ଅଞ୍ଚଳ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their Extent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
== କିମ୍ବଦନ୍ତୀ ==
ଗତ ୨୦୦୯ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ, [[ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ ସୁରମା ପାଢ଼ୀଙ୍କଠାରୁ ୨୧,୬୦୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।<ref>{{cite web |url= http://leadtech.in/infoelection/index.php/odisha/431-odisha-election-result-2009-votemargin.html |title=Orissa Election Result 2009 With Vote Margin|work=leadtech.in |quote= 21601|accessdate=21 April 2013}}</ref>
କିମ୍ବଦନ୍ତୀ ଅନୁସାରେ ପ୍ରାଚୀନ କାଳରେ ରଣାସୁର ନାମରେ ଏକ ରାକ୍ଷସ ଏଠାରେ ବାସ କରୁଥିଲା । ତାରି ନାମାନୁସାରେ ଏ ରାଜ୍ୟର ନାମ ରଣପୁର ହୋଇଛି ବୋଲି ଲୋକବିଶ୍ୱାସ ପୁରାଣ ଅନୁସାରେ କଳିଯୁଗ
ଆରମ୍ଭର ୧୭୪ ବର୍ଷ ପରେ ଏ ରାଜ୍ୟ ସ୍ଥାପିତ ହୋଇଛି ବୋଲି 'କପିଳ ସଂହିତା'ରେ ଉଲ୍ଲେଖ ଅଛି । ଶୁଣାଯାଏ, ବେଣୁ ରାଜବଂଶର ବିଶ୍ୱବାସବ ଏ ରାଜ୍ୟର ପ୍ରତିଷ୍ଠାତା । ମଣିନାଗ ଏ ରାଜ୍ୟର ପ୍ରସିଦ୍ଧ
ଦେବତା ।<ref name="ori" />
 
==୨୦୦୯ ନିର୍ବାଚନ ଫଳାଫଳ==