"ସମ୍ବଲପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Bot: Automated text replacement (-ଓଡିଶା +ଓଡ଼ିଶା)
୬୬ କ ଧାଡ଼ି:
'''ସମ୍ବଲପୁର''' [[ଭାରତ]]ର [[ଓଡ଼ିଶା]]ରେ ଥିବା [[ସମ୍ବଲପୁର ଜିଲ୍ଲା]]ର ମୁଖ୍ୟ ସଦର ମହକୁମା ଓ ଏକ ମୁଖ୍ୟ ସହର । ସମ୍ବଲପୁର ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଐତିହାସିକ ସହର । ଏଠାରେ [[ସମଲେଶ୍ଵରୀ ମନ୍ଦିର]] ରହିଛି । ଏଠାରେ ହିରାକୁଦ ନଦୀବନ୍ଧ ରହିଛି ।ଏହା ଏସିଆର ସବୁଠୁ ବୃହତ୍ ନଦୀ ବନ୍ଧ |
==ଭୂଗୋଳ==
ଓଡିଶାରଓଡ଼ିଶାର ପଶ୍ଚିମ ଦିଗରେ ଏହି ସହର ଅବସ୍ଥିତ | ଏହି ସହର ପାହାଡ ବନ ଘେରା, ପ୍ରାକୃତିକ ସୌନ୍ଦଜରେ ପରିପୂଣ୍ଣ |
 
==ଇତିହାସ==
==ପର୍ଯ୍ୟଟନ ଓ କଳା==
ପଶ୍ଚିମ ଓଡିଶାରଓଡ଼ିଶାର ଏହି ପ୍ରମୁଖ ସହରରେ ନାନାଦି କଳା କୃତି ଦେଖିବାକୁ ମିଳେ | ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଇ ଏହି ସହରରେ ପୂଜା ପାଆନ୍ତି | ଏଠି ବାର ମାସରେ ତେର ପରବ | କଳା ସଂସ୍କୃତିରେ ଭରପୂର ସମ୍ବଲପୁର ସହର | ସମ୍ବଲପୁରୀ ନାଚ, ବାଦ୍ୟଯନ୍ତ୍ର, ସମ୍ବପୁରୀ ଶାଢୀ ଏହି ସହରର ପରିଚୟ | ରଙ୍ଗବତୀ ଗୀତ ପୁରା ବିଶ୍ବକୁ ହଲାଇ ପାରିଛି | ଏ ବର୍ଷ ରଙ୍ଗବତୀର ଗାୟକ ଜିତେନ୍ଦ୍ରୀୟ ହରିପାଲ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି |
 
== ଆଧାର ==
"https://or.wikipedia.org/wiki/ସମ୍ବଲପୁର"ରୁ ଅଣାଯାଇଅଛି