"ସୋନାଲୀ ବେନ୍ଦ୍ରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୪ କ ଧାଡ଼ି:
 
'''ସୋନାଲୀ ବିନ୍ଦ୍ରେ''' (ଜନ୍ମ: ୧ ଜାନୁଆରୀ ୧୯୭୫<ref>{{cite web|url=http://reviews.in.88db.com/index.php/movie/cine-events/14711-sonali-bendre-birthday-bash- |title=Sonali Bendre Birthday Bash |publisher=Reviews.in.88db.com |date= |accessdate=25 April 2017 |deadurl=yes |archiveurl=https://web.archive.org/web/20131004235451/http://reviews.in.88db.com/index.php/movie/cine-events/14711-sonali-bendre-birthday-bash- |archivedate=25 April 2017 }}</ref>) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ ଯିଏକି ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସୋନାଲୀ ହିନ୍ଦୀ କଥାଚିତ୍ର ବ୍ୟତୀତ ତେଲୁଗୁ, ତାମିଲ, ମରାଠୀ ଏବଂ କନ୍ନଡ଼ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି ।
 
୧୯୯୪ରେ ଆଗ୍ ଚଳଚ୍ଚିତ୍ର ଜରିଆରେ ହିନ୍ଦୀ କଥାଚିତ୍ରରେ ଅଭିନୟ ଆରମ୍ଭ କରିଥିବା ସୋନାଲୀ ୨୦୦୧ରେ ହିନ୍ଦୀ କଥାଚିତ୍ର ଜଗତରୁ ବିଦାୟ ନେଇଥିଲେ । ପୁଣିଥରେ ସେ ୨୦୦୯ରେ ଦୂରଦର୍ଶନ କାର୍ଯ୍ୟକ୍ରମକୁ ଫେରିଥିଲେ ।
 
==ପ୍ରାରମ୍ଭିକ ଜୀବନ ଏବଂ ଶିକ୍ଷା==
ସୋନାଲୀ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ ।<ref>[https://www.youtube.com/watch?v=Q2opGyHKre8 Interview with Sonali Bendre]</ref> ସେ ଦୁବାଇ ଏଂ ମୁମ୍ବାଇରେ ପାଠ ପଢ଼ିଥିଲେ । ସୋନାଲୀ କେନ୍ଦ୍ରୀୟ ବିଦ୍ୟାଳୟ ମାଲେଶ୍ୱରମ୍ ଏବଂ ହୋଲି କ୍ରସ୍ କନଭେଣ୍ଟ ହାଇ ସ୍କୁଲ, ଥାନେରେ ପାଠ ପଢ଼ୁଥିଲେ । ଏହାପରେ ସେ ୱେଲହ‌ମ୍ ବାଳିକା ବିଦ୍ୟାଳୟ, ଡେରାଡୁନରେ ପଢ଼ିଥିଲେ । ୧୨ ନଭେମ୍ବର ୨୦୦୨ରେ ସୋନାଲୀ ଚଳଚ୍ଚିତ୍ର ନିର୍ଦ୍ଦେଶକ '''ଗୋଲ୍ଡି ବେହେଲ'''ଙ୍କୁ ବିବାହ କରିଥିଲେ । ୧୧ ଅଗଷ୍ଟ ୨୦୦୫ରେ ସୋନାଲୀଙ୍କ ଗୋଟିଏ ପୁଅ ଜନ୍ମ ହୋଇଥିଲା ଯାହାର ନାମ ରଣବୀର ରଖାଯାଇଛି ।<ref>{{cite web|title=Sonali Bendre delivers a baby boy|url=http://www.expressindia.com/news/fullstory.php?newsid=52619|publisher=ExpressIndia.com|accessdate=25 April 2017|date=12 August 2015}}</ref> ୯ ନଭେମ୍ବର ୨୦୦୭ରେ ତାଙ୍କର ଏକ ଝିଅ ମଧ୍ୟ ଜନ୍ମଗ୍ରହଣ କରିଥିଲା ।