"ସୋନାଲୀ ବେନ୍ଦ୍ରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୩ କ ଧାଡ଼ି:
'''ଷ୍ଟାର ଡଷ୍ଟ ଟ୍ୟାଲେଣ୍ଟ ସର୍ଚ୍ଚ'''ରେ ବଛାଯିବା ପୂର୍ବରୁ ସୋନାଲୀ ଜଣେ ମଡେଲ ଭାବରେ କାର୍ଯ୍ୟ କରୁଥିଲେ । ଏହାପରେ ସେ ମୁମ୍ବାଇକୁ ନିମନ୍ତ୍ରିତ ହୋଇଥିଲେ ଏବଂ ବିଭିନ୍ନ ଉଚ୍ଚଶ୍ରେଣୀର କଳାକାରଙ୍କଠାରୁ ପ୍ରଶିକ୍ଷଣ ନେବାପରେ ଭାରତୀୟ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୧୯୯୪ରେ ସୋନାଲୀ ଅଭିନେତା [[ଗୋବିନ୍ଦା(ଅଭିନେତା)|ଗୋବିନ୍ଦା]]ଙ୍କ '''ଆଗ୍''' ଚଳଚ୍ଚିତ୍ରରେ ପ୍ରଥମ ଚଳଚ୍ଚିତ୍ର ଅଭିନୟ ଆରମ୍ଭ କରିଥିଲେ । ଚଳଚ୍ଚିତ୍ରଟି ସଫଳ ହୋଇନଥିଲେ ମଧ୍ୟ ଏହାର ଗୀତଗୁଡ଼ିକ ଆକର୍ଷଣୀୟ ହୋଇପାରିଥିଲା । ସୋନାଲୀ ଏହି ଚଳଚ୍ଚିତ୍ର ପାଇଁ '''ଫିଲ୍ମ‌ଫେୟାରର ଲକ୍ସ ନିଉ ଫେସ୍ ଅଫ ଦ ଇଅର''' ଏବଂ '''ଷ୍ଟାର ସ୍କ୍ରିନ୍ ଆୱାର୍ଡ଼ ମୋଷ୍ଟ ପ୍ରିମିସିଙ୍ଗ ନିଉକମର୍''' ପୁରସ୍କାର ପାଇଥିଲେ ।
ସୋନାଲୀଙ୍କ ଅଭିନୀତ ସଫଳ ଚଳଚ୍ଚିତ୍ରଗୁଡ଼ିକ ହେଲା: ଦିଲ୍‌ଜାଲେ, ଭାଇ, ସର୍‌ଫରୋସ୍, ଜଖମ୍, ଡୁପ୍ଲିକେଟ୍, କଧାଲର୍ ଧିନମ୍, ହମ୍ ସାଥ୍ ସାଥ ହୈ, ତେରା ମେରା ସାଥ୍ ରହେନା, ଅନାହାଟ୍ ଇତ୍ୟାଦି । ସୋନାଲୀ ଚାରି ଖାନ୍ (ଶାହାରୁଖ, ସଲମାନ, ଅମିର ଏବଂ ସୈଫ୍)ଙ୍କ ଅଭିନୟ କରିବା ସ‌ହ ଅଭିନେତା ଅକ୍ଷୟ କୁମାର, ସୁନୀଲ ଶେଟ୍ଟି ଏବଂ ଅଜୟ ଦେବଗନଙ୍କ ଭଳି ବଡ଼ ବଡ଼ କଳାକରମାନଙ୍କ ସ‌ହ ଅଭିନୟ କରିଛନ୍ତି । ସୋନଲୀ ତେଲୁଗୁ ଚଳଚ୍ଚିତ୍ରରେ ଅଭିନେତା ଚିରଞ୍ଜିବୀଙ୍କ ସ‌ହ ମଧ୍ୟ ଅଭିନୟ କରିଛନ୍ତି ।<ref>http://timesofindia.indiatimes.com/entertainment/kannada/movies/did-you-know-/Sonali-Bendre-has-acted-with-Shivarajkumar-and-Upendra/articleshow/44922852.cms</ref><ref>http://www.rediff.com/movies/2000/jan/24spice.htm</ref><ref>http://m.rediff.com/movies/1999/dec/08spice.htm</ref>
 
ସୋନାଲୀ ତାଙ୍କ ଅଭିନୟ ସ‌ହ ଭଲ ନୃତ୍ୟ ପାଇଁ ମଧ୍ୟ ଗଦ୍ଦର, ସାପୁତ୍, ବମ୍ବେ, ଲାଜ୍ଜା ଏବଂ ମେଜର ସାବ୍ ଭଳି କିଛି ଚଳଚ୍ଚିତ୍ରରେ କାମ ପାଇଥିଲେ । ୨୦୦୩ରେ କରଣ ଜୋହରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର '''କଲ୍ ହୋ ନା ହୋ'''ରେ ସୋନାଲୀ ଏକ କ୍ଷୁଦ୍ରଭୂମିକାରେ ମଧ୍ୟ ଅଭିନୟ କରିଥିଲେ । <ref>[http://indiafm.com/movies/cast/7013/index.html Kal Ho Naa Ho] ''Indiafm.com''</ref> ସୋନାଲୀ ମଞ୍ଚ ଅଭିନୟ '''ଆପ୍ କି ସୋନିଆ'''ରେ ମଧ୍ୟ ଅଭିନୟ କରିଥିଲେ ।<ref>{{cite web|title=deccanherald.com| work=Sonali Bendre's to star in the theatre|url=http://www.deccanherald.com/Content/Aug42007/metrosat2007080316960.asp|accessdate=25 April 2007 |archiveurl = https://web.archive.org/web/20070929122900/http://www.deccanherald.com/Content/Aug42007/metrosat2007080316960.asp |archivedate = 29 September 2007}}</ref> ୧ ନଭେମ୍ବର ୧୯୯୬ରେ ମାଇକେଲ ଜାକ୍‌ସନ୍ ଭାରତ ଆସିଥିବାବେଳେ ତାଙ୍କୁ ସ୍ୱାଗତ କରିବା ପାଇଁ ସୋନାଲୀ ପାରମ୍ପାରିକ ମହାରାଷ୍ଟ୍ରିଆନ୍ ଶଢ଼ୀରେ ଯାଇଥିଲେ ଏବଂ ଜାକ୍‌ସନ୍‌ଙ୍କ ପାଇଁ ଆରତୀ କରିଥିଲେ ।<ref>http://www.indianewstoday.co.in/2016/06/michael-jackson-in-mumbai-say-i-love.html</ref>
 
==ଆଧାର==