"କେଦାରନାଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୬୨ କ ଧାଡ଼ି:
}}
 
'''କେଦାରନାଥ''', [[ଉତ୍ତରାଖଣ୍ଡ]] ରାଜ୍ୟର ପ୍ରମୂଖ ସହର ତଥା ଏକ ଧାର୍ମିକ ଯାତ୍ରାଧାମ । ଏହା ପ୍ରମୁଖ ଚାରଧାମ ମଧ୍ୟରୁ ଗୋଟିଏ ଧାମ । ଏଠାକୁ ପ‌ହଞ୍ଚିବାକୁ କୌଣସି ସଡକ ସୁବିଧା କିମ୍ୱା ରେଳରାସ୍ତା ନାହିଁ । ୧୪କି ମି ଦୁର୍ଗମ ରାସ୍ତା ଚାଲିବାକୁ ପଡ଼ିଥାଏ । ଶୀତ ଛଅ ମାସ ଏହି ମନ୍ଦିର ବନ୍ଦ ରୁହେ ଓ ଭଗବାନ ଶିବଙ୍କୁ (କେଦାରନାଥ) ଉଖି ମଠରେ ପୂଜା କରାଯାଇଥାଏ । ପ୍ରତିବର୍ଷ ଅକ୍ଷୟ ତୃତୀୟାରେ ଭଗବାନଙ୍କୁ ଉଖି ମଠରୁ କେଦାରନାଥ ଅଣାଯାଇଥାଏ । ସେହିଦିନ କେଦାରନାଥ ମନ୍ଦିର ଖୋଲେ ଏବଂ ଗ୍ରୀଷ୍ମ ଛଅ ମାସ ଭଗବାନ ସେଠାରେ ପୂଜା ପାଇଥାନ୍ତି । ଉଖି ମଠ ରୁଦ୍ରପ୍ରୟାଗରୁ ୪୧ କି ମି ଦୂରରେ ଅବସ୍ଥିତ ।
== ଭୂଗୋଳ ==
କେଦାରନାଥ ଉତ୍ତରାଖଣ୍ତ ରାଜ୍ୟର ରୁଦ୍ରପ୍ରୟାଗ ଜିଲ୍ଲାରେ ଅବସ୍ଥିତ ।
"https://or.wikipedia.org/wiki/କେଦାରନାଥ"ରୁ ଅଣାଯାଇଅଛି