"ରାୟଗଡ଼ା ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୬୫ କ ଧାଡ଼ି:
 
== ଇତିହାସ ==
୧୯୯୨ ମସିହା ଅକ୍ଟୋବର ୨ତାରିଖ ଦିନ ରାୟଗଡ଼ା ଏକ ସ୍ଵତନ୍ତ୍ର ଜିଲ୍ଲାର ମାନ୍ୟତା ପାଇଲା ।<ref name=rayagadagacetteer>{{cite web|title=ODISHA DISTRICT GAZETTEERS-RAYAGADA|url=http://gopabandhuacademy.gov.in/sites/default/files/gazetter/Rayagada_Gazetteer.pdf|accessdate=3 December 2016}}</ref> ୧ ଅକ୍ଟୋବର ୧୯୯୨ ପୂର୍ବରୁ ଏହା [[କୋରାପୁଟ ଜିଲ୍ଲା]]ର ଅନ୍ତର୍ଭୁକ୍ତ ଥିଲା । ଓଡ଼ିଶାର ଯେଉଁସବୁ ଜିଲ୍ଲାରେ ଇତିହାସ ଏବଂ କିମ୍ବଦନ୍ତୀ ପରସ୍ପରକୁ କୋଳାଗ୍ରତ କରିଅଛନ୍ତି, ସେହି ସବୁ ଜିଲ୍ଲାମାନଙ୍କ ମଧ୍ୟରୁ ରାୟଗଡା ଅନ୍ୟତମ । ଏଠାକାର ସବୁଜ ବନାନୀ, ସହରକୁ ଛୁଇଁ ବହିଯାଇଥିବା [[ନାଗାବଳୀ ନଦୀ]] ର ଦୃଶ୍ୟ ଭାରି ମନଲୋଭା । ସହରଠାରୁ ମାତ୍ର ୧୦ କି:ମି: ଦୂରରେ ଥିବଥିବା ଜେ:କେ: କାଗଜକଳ ଏବଂ ଥେରୁବାଲିର ଫେରୋକ୍ରୋମ କାରଖନାକାରଖାନା ସହରକୁ ସର୍ବଦା ଚଳଚଞ୍ଚଳ କରିଥାଏ । ଇତିହାସକାର କହନ୍ତି, ସମୁଦ୍ରଗୁପ୍ତ ଏହି ସହରକୁ ଅକ୍ତିଆର କରିବାପାଇଁ ଯୁଦ୍ଧ କରିଥିଲେ । ଅଦ୍ୟାପି ଏହାର ପ୍ରମାଣ ସହରଠାରୁ ତିରିଶ ମିନିଟ୍‌ ଦୂରର ଚମ୍ପିକୋଟା ନାମକ ଗାଆଁରେ ବିଦ୍ୟମାନ ।
 
== ଭୂଗୋଳ ==