"ପାରାଦ୍ୱୀପ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ନିର୍ବାଚନମଣ୍ଡଳୀ +ନିର୍ବାଚନ ମଣ୍ଡଳୀ)
ପ୍ରସଙ୍ଗ/ଅବସ୍ଥିତି
୬୦ କ ଧାଡ଼ି:
}}
 
'''ପାରାଦୀପ''' , [[ଜଗତସିଂହପୁର ଜିଲ୍ଲା]] ର ଏକ ପ୍ରମୂଖ ସହର ଓ ବାଣିଜ୍ୟ କେନ୍ଦ୍ର । ଏଠାରେ ଭାରତର ଏକ ପ୍ରଧାନ ବନ୍ଦର ରହିଛି । ପାରାଦୀପ ପୂର୍ବ ଭାରତରେ ସାମୁଦ୍ରିକ ବାଣିଜ୍ୟର ଏକ ପ୍ରମୁଖ ସ୍ଥାନ । ଏଠାରେ ବନ୍ଦର ବ୍ୟତୀତ ଅନେକ ଛୋଟ ବଡ଼ କଳ କାରଖାନା ଗଢ଼ି ଉଠିଛି । କଞ୍ଚାମାଲ ଆମଦାନୀର ସୁବିଧା ହେତୁ ସାର କାରଖାନା, ତୈଳ ବିଶୋଧନାଗାର ଆଦି ଶିଳ୍ପ ସ୍ଥାପିତ ହୋଇଛି ।କ୍ରମବର୍ଦ୍ଧିଷ୍ଣୁ ଶିଳ୍ପ ଓ ଜନସଂଖ୍ୟା ଯୋଗୁ ଏହି ସହର ଧୀରେ ଧୀରେ ପ୍ରସାରିତ ହେଉଛି । ଏହି ସହର ଓଡ଼ିଶାର ଏକ ପ୍ରମୁଖ ଜାତୀୟ ଓ ଅନ୍ତର୍ଜାତୀୟ ବାଣିଜ୍ୟ ସ୍ଥାନ ରୂପେ ଓଡ଼ିଶା ଅର୍ଥନୀତିକୁ ବିପୁଳ ଭାବେ ପ୍ରଭାବିତ କରିଛି ।
'''ପାରାଦ୍ଵୀପ''' , [[ଜଗତସିଂହପୁର ଜିଲ୍ଲା]] ର ଏକ ପ୍ରମୂଖ ସହର ଓ ବାଣିଜ୍ୟ କେନ୍ଦ୍ର ।
 
== ଭୌଗଳିକ ଅବସ୍ତିତି ==
ଏହି ସ୍ଥାନଟି ୨୦.୧୬° ଉ. ଓ ୮୬.୪୦° ପୂ. ରେ ଅବସ୍ଥିତ । ଏଠାରେ ଓଡ଼ିଶାର ପ୍ରଧାନ ନଦୀ ମହାନଦୀ ସମୁଦ୍ରରେ ମିଶିଅଛି । ଜିଲ୍ଲା ବିଭାଜନ ପୂର୍ବରୁ ଅବିଭକ୍ତ କଟକ ଜିଲ୍ଲାର ଅଂଶ ଥିବା ଏହି ସହର ବର୍ତ୍ତମାନ ଜଗତସିଂହପୁର ଜିଲ୍ଲାରେ ରହିଛି । ପାରାଦୀପ ସଡ଼କ ପଥ ଦ୍ୱାରା କଟକ ଓ ଭୁବନେଶ୍ୱର ସହ ସଂଯୁକ୍ତ । ରାଜ୍ୟ ରାଜପଥ ବ୍ୟତୀତ ଏକ ଦ୍ରୁତଗାମୀ ଜାତୀୟ ରାଜପଥ ଦ୍ୱାରା ଏହା ଚଣ୍ଡିଖୋଲ, ଦୈତାରୀ, ଡୁବୁରୀ ଆଦି ସ୍ଥାନ ସହ ସଂଯୁକ୍ତ । କଟକରୁ ଏଠାକୁ ରେଳପଥର ସଂଯୋଗ ରହିଛି । ଜିଲ୍ଲା ସଦରମହକୁମା ଜଗତସିଂହପୁର ସହର ଠାରୁ ଏହା ୬୦ କି.ମି. ଓ କଟକ ସହର ଠାରୁ ୯୦ କି.ମି. ଦୂର । ବିଭିନ୍ନ ମାଲ ରପ୍ତାନୀ ଓ ଆମଦାନୀ ପାରାଦୀପ ବନ୍ଦର ମଧ୍ୟଦେଇ ହେଉଥିବାରୁ ଉଭୟ ସଡ଼କ ଓ ରେଳପଥର ଗୁରୁତ୍ତ୍ୱ ବୃଦ୍ଧି ପାଇଛି ।
==ଇତିହାସ==
== ଦର୍ଶନୀୟ ସ୍ଥାନ ==