"ବିଶେଷ ଆପେକ୍ଷିକ ତତ୍ତ୍ୱ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୬ କ ଧାଡ଼ି:
 
== ଆପେକ୍ଷିକତାର ପ୍ରଭାବ ==
'''<u>୧. ସମୟ ପ୍ରସାରିତ ହେବା</u>''' - ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ସମୟ ଗଣନା ସବୁଠାରେ ସମାନ । ବସ୍ତୁର ବେଗ ଯେତେ ବଢୁ ବା କମୁ, ସମୟ ଗଣନା ତା ନିର୍ଦ୍ଦିଷ୍ଟ ପ୍ରକ୍ରିୟା ଅନୁଯାୟୀ ଚାଲେ । କିନ୍ତୁ ଆପେକ୍ଷିକତା ଅନୁସାରେ ସମୟ ଆପେକ୍ଷିକ । ପାରମ୍ପରିକ ସମୟ ଗଣନାର ଚିନ୍ତାଧାରା ଅଳ୍ପ ବେଗରେ ଗତିଶୀଳ ବସ୍ତୁ ବା ନିରୀକ୍ଷକ ପାଇଁ ସତ । କିନ୍ତୁ ଯଦି କୌଣସି ବସ୍ତୁ ଆଲୋକର ବେଗ (୩ ଲକ୍ଷ କି.ମି. ପ୍ରତି ସେକେଣ୍ଡ) ବା ତା ସହ ତୁଳନୀୟ ବେଗରେ ଗତି କରେ, ତେବେ ସମୟ ଧୀରେ ଧୀରେ ଅତିବାହିତ ହୁଏ । 
 
ଉଦାହରଣ ସ୍ଵରୂପ: ଦୁଇ ଜଣ ଜାଆଁଳା ଭାଈ ପୃଥିବୀ ପୃଷ୍ଠରେ ଅଛନ୍ତି ଓ ଦୁଇ ଜଣଙ୍କ ପାଖରେ ସମାନ ସମୟ ଦେଖାଉଥିବା ଦୁଇଟି ଘଡି ଅଛି । ସେମାନଙ୍କ ମଧ୍ୟରୁ ଜଣେ ଯଦି ଆଲୋକ ସହ ତୁଳନୀୟ ବେଗରେ ଯାଇ ବର୍ଷେ ପରେ ପୃଥିବୀ ପୃଷ୍ଠକୁ ଫେରି ଆସିବ, ସେ ଜାଣିବାକୁ ପାଇବ ଯେ ସେ ନିଜେ ବର୍ଷେ ବଡ ହୋଇଥିବା ବେଳେ ତା' ଭାଈ ବୁଢ଼ା ହୋଇଯାଇଛି । ହେଲେ ଆଜି ପର୍ଯ୍ୟନ୍ତ କୌଣସି ବସ୍ତୁ ଆବିଶ୍କାର ବା ଉଦ୍ଭାବନ କରାଯାଇନାହିଁ ଯାହା ଆଲୋକଠାରୁ ଅଧିକ ବେଗରେ ଯାଇ ପାରିବ । "'''ଜାଆଁଳାଙ୍କ ବୟସ ପ୍ରହେଳିକା'''" ଭଳି ଅନ୍ୟ ଉଦାହରଣ ହେଉଛି ମ୍ୟୁଓନ୍ ମାନଙ୍କର ଆୟୁ । ଜାଗତିକ ପ୍ରକ୍ରିୟା ଦ୍ଵାରା ସୃଷ୍ଟ ଓ ପୃଥିବୀର ବାୟୁ ମଣ୍ଡଳରେ ପ୍ରବେଶ କରୁଥିବା ମ୍ୟୁଓନ୍ ର ଆୟୁ ଗବେଷଣାଗାରରେ ପ୍ରସ୍ତୁତ ମ୍ୟୁଓନ୍ ର ଆୟୁଠାରୁ ଅଧିକ ।
୨. ଦୈର୍ଘ୍ୟ ସଙ୍କୁଚିତ ହେବା -
 
'''<u>୨. ଦୈର୍ଘ୍ୟ ସଙ୍କୁଚିତ ହେବା</u>''' -
୩. ବସ୍ତୁତ୍ଵ ଶକ୍ତି ସମୀକରଣ -
 
'''<u>୩. ବସ୍ତୁତ୍ଵ ଶକ୍ତି ସମୀକରଣ</u>''' -
୪. ପୃଥିବୀଠାରୁ କେତେ ଦୂରଯାଏଁ ମହାକାଶରେ ଯାତ୍ରା କରିହେବ -
 
'''<u>୪. ପୃଥିବୀଠାରୁ କେତେ ଦୂରଯାଏଁ ମହାକାଶରେ ଯାତ୍ରା କରିହେବ</u>''' -
 
== ସ୍ଥାନ-କାଳର ସଂରଚନା କଣ? ==