"ବିଶେଷ ଆପେକ୍ଷିକ ତତ୍ତ୍ୱ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧ କ ଧାଡ଼ି:
ବିଶେଷ ଆପେକ୍ଷିକ ତତ୍ତ୍ଵ ଭୌତିକ ବିଜ୍ଞାନର ସର୍ବଜନାଦୃତ ଓ ସୁପରୀକ୍ଷିତ ଏକ ତତ୍ତ୍ଵ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ [[ଆଲବର୍ଟ ଆଇନଷ୍ଟାଇନ|ଆଲବର୍ଟ୍ ଆଇନଷ୍ଟାଇନ]] ୧୯୦୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଅନେକ ପରୀକ୍ଷା ଓ ଅନୁଶୀଳନ ପରେ ଏହି ତତ୍ତ୍ଵର ସତ୍ୟତା ପ୍ରମାଣ ହୋଇଅଛି । ଏହି ତତ୍ତ୍ଵରେ ସ୍ଥାନ ଓ କାଳ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ବର୍ଣ୍ଣନା କରାଯାଇଛି । ଏହି ତତ୍ତ୍ଵର ମୌଳିକ ସ୍ଵୀକାର୍ଯ୍ୟମାନ ହେଲା׃
 
୧‌‌. ଭୌତିକ ବିଜ୍ଞାନର ନିୟମ ସମସ୍ତ ଜଡତ୍ଵୀୟ ପରିବେଶରେ ସମାନ ଓ ଅପରିବର୍ତ୍ତିତ ରହିଥାନ୍ତି । ଜଡତ୍ଵୀୟ ପରିବେଶର ଅର୍ଥ ଯାହା ସ୍ଥିରାବସ୍ଥାରେ ଥାଏ ଅଥବା ସମାନ ଗତିରେ ସର୍ବଦା ଗତି କରୁଥାଏ । ପରିପାର୍ଶ୍ଵସମସ୍ତ ତ୍ଵରାନ୍ଵିତଦେଖଣାହାରୀ ହୋଇନିଜ ନିଜ ଦୃଷ୍ଟିରୁ ଏହା ଦେଖନ୍ତି ଯେ ସେ ନିଜେ ସ୍ଥିର ଓ ସମ୍ପୂର୍ଣ୍ଣ ବ୍ରହ୍ମାଣ୍ଡ ତା' ଚାରିପଟେ ଗତି କରୁଥିଲେକରୁଛି ଭୌତିକ। ତେଣୁ କିଏ ଗତି କରୁଛି ଓ କିଏ ଗତି ବିଜ୍ଞାନରକରୁନି ନିୟମରେତାହା ପରିବର୍ତ୍ତନକହିବା ହୋଇଥାଏକଷ୍ଟକର
 
୨. ଶୂନ୍ୟରେ ଆଲୋକର ବେଗ ସବୁ ନିରୀକ୍ଷକ/ଦର୍ଶକଙ୍କଦେଖଣାହାରୀଙ୍କ ପାଇଁ ସମାନ । ଯଦି ଆଲୋକର ଉତ୍ସ ଗତି କରୁଥାଏ, ତେବେ ମଧ୍ୟ ଆଲୋକର ବେଗରେ କୌଣସି ପରିବର୍ତ୍ତନ ହୋଇନଥାଏ । ଉଦାହରଣ ସ୍ଵରୂପ׃ ୧୦ କି.ମି. ପ୍ରତି ଘଣ୍ଟା ବେଗରେ ଯାଉଥିବା ଏକ ରେଳରୁ ଏକ ପଥରକୁ ୫ କି.ମି. ପ୍ରତି ଘଣ୍ଟା ବେଗରେ ଫୋପାଡିଲେ ପଥରର ବେଗ ୫ ବା ୧୫ କି.ମି. ପ୍ରତି ଘଣ୍ଟା ପରି ‍‍ଏକ ନିରୀକ୍ଷକକୁଦେଖଣାହାରୀକୁ ଲାଗିପାରେ (କେଉଁ ଦିଗରେ ପଥରକୁ ଫିଙ୍ଗା ଯାଇଛି ତାହା ଅନୁସାରେ) । କିନ୍ତୁ ଆଲୋକ କ୍ଷେତ୍ରରେ ଏହା ସମ୍ଭବ ନୁହେଁ । ଆଲୋକର ଉତ୍ସର ବେଗ ଯେତେ ହେଲେ ମଧ୍ୟ ଆଲୋକର ବେଗ ସବୁ ନିରୀକ୍ଷକଙ୍କଦେଖଣାହାରୀଙ୍କ ପାଇଁ ସମାନ ।
 
== ଆପେକ୍ଷିକତାର ପ୍ରଭାବ ==
ନିମ୍ନ ଲିଖିତ ପ୍ରଭାବଗୁଡିକୁ ବୁଝିବା ପାଇଁ ଆମେ କାଳିଆ ଭାଈ ଓ ବଳିଆ ଭାଈଙ୍କ ଅନୁଭୂତିର ଅବଲୋକନ କରିବା । ମନେ କରାଯାଉ ଯେ ଦୁଇ ଜଣ ଦେଖଣାହାରୀ ଅଛନ୍ତି । କାଳିଆ ଭାଈ ପୃଥିବୀ ଉପରେ ଓ ବଳିଆ ଭାଈ ଏକ ମହାକାଶ ଯାନରେ ଥାଇ ଯାହା ଘଟଣା ଘଟୁଛି ତା'ର ନିରୀକ୍ଷଣ କରୁଛନ୍ତି । ବଳିଆ ଭାଈର ଯାନ ଆଲୋକର ବେଗ ସହ ତୁଳନୀୟ ବେଗରେ ଗତି କରୁଛି । ଏପରି ଅବସ୍ଥାରେ ଉଭୟ ନିଜ ସ୍ଥାନରେ ରହି କହିବେ ଯେ "ମୁଁ ଯାହା କହୁଛି ତାହା ଠିକ୍" ।
'''<u>୧. ସମୟ ପ୍ରସାରିତ ହେବା</u>''' - ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ସମୟ ଗଣନା ସବୁଠାରେ ସମାନ । ବସ୍ତୁର ବେଗ ଯେତେ ବଢୁ ବା କମୁ, ସମୟ ଗଣନା ତା ନିର୍ଦ୍ଦିଷ୍ଟ ପ୍ରକ୍ରିୟା ଅନୁଯାୟୀ ଚାଲେ । କିନ୍ତୁ ଆପେକ୍ଷିକତା ଅନୁସାରେ ସମୟ ଆପେକ୍ଷିକ । ପାରମ୍ପରିକ ସମୟ ଗଣନାର ଚିନ୍ତାଧାରା ଅଳ୍ପ ବେଗରେ ଗତିଶୀଳ ବସ୍ତୁ ବା ନିରୀକ୍ଷକ ପାଇଁ ସତ । କିନ୍ତୁ ଯଦି କୌଣସି ବସ୍ତୁ ଆଲୋକର ବେଗ (୩ ଲକ୍ଷ କି.ମି. ପ୍ରତି ସେକେଣ୍ଡ) ବା ତା ସହ ତୁଳନୀୟ ବେଗରେ ଗତି କରେ, ତେବେ ସମୟ ଧୀରେ ଧୀରେ ଅତିବାହିତ ହୁଏ । 
 
'''<u>୧. ସମୟ ପ୍ରସାରିତ ହେବା</u>''' - ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ସମୟ ଗଣନା ସବୁଠାରେ ସମାନ । ବସ୍ତୁର ବେଗ ଯେତେ ବଢୁ ବା କମୁ, ସମୟ ଗଣନା ତା ନିର୍ଦ୍ଦିଷ୍ଟ ପ୍ରକ୍ରିୟା ଅନୁଯାୟୀ ଚାଲେ । କିନ୍ତୁ ଆପେକ୍ଷିକତା ଅନୁସାରେ ସମୟ ଆପେକ୍ଷିକ । ପାରମ୍ପରିକ ସମୟ ଗଣନାର ଚିନ୍ତାଧାରା ଅଳ୍ପ ବେଗରେ ଗତିଶୀଳ ବସ୍ତୁ ବା ନିରୀକ୍ଷକ ପାଇଁ ସତ । କିନ୍ତୁ ଯଦି କୌଣସି ବସ୍ତୁ ଆଲୋକର ବେଗ (୩ ଲକ୍ଷ କି.ମି. ପ୍ରତି ସେକେଣ୍ଡ) ସହ ତୁଳନୀୟ ବେଗରେ ଗତି କରେ, ତେବେ ସମୟ ଧୀରେ ଧୀରେ ଅତିବାହିତ ହୁଏ । ଯଦି କୌଣସି ବସ୍ତୁ ଆଲୋକର ବେଗରେ ଗତି କରେ ତାଟ ପାଇଁ ସମୟ ଅଟକିଯିବ । ଉଦାହରଣ ସ୍ଵରୂପ: ଦୁଇ ଜଣ ଜାଆଁଳା ଭାଈ ପୃଥିବୀ ପୃଷ୍ଠରେ ଅଛନ୍ତି ଓ ଦୁଇ ଜଣଙ୍କ ପାଖରେ ସମାନ ସମୟ ଦେଖାଉଥିବା ଦୁଇଟି ଘଡି ଅଛି । ସେମାନଙ୍କ ମଧ୍ୟରୁ ଜଣେ ଯଦି ଆଲୋକ ସହ ତୁଳନୀୟ ବେଗରେ ଯାଇ ବର୍ଷେ ପରେ ପୃଥିବୀ ପୃଷ୍ଠକୁ ଫେରି ଆସିବ, ସେ ଜାଣିବାକୁ ପାଇବ ଯେ ସେ ନିଜେ ବର୍ଷେ ବଡ ହୋଇଥିବା ବେଳେ ତା' ଭାଈ ବୁଢ଼ା ହୋଇଯାଇଛି । ହେଲେ ଆଜି ପର୍ଯ୍ୟନ୍ତ କୌଣସି ବସ୍ତୁ ଆବିଶ୍କାର ବା ଉଦ୍ଭାବନ କରାଯାଇନାହିଁ ଯାହା ଆଲୋକଠାରୁ ଅଧିକ ବେଗରେ ଯାଇ ପାରିବ । "'''ଜାଆଁଳାଙ୍କ ବୟସ ପ୍ରହେଳିକା'''" ଭଳି ଅନ୍ୟ ଉଦାହରଣ ହେଉଛି ମ୍ୟୁଓନ୍ ମାନଙ୍କର ଆୟୁ । ଜାଗତିକ ପ୍ରକ୍ରିୟା ଦ୍ଵାରା ସୃଷ୍ଟ ଓ ପୃଥିବୀର ବାୟୁ ମଣ୍ଡଳରେ ପ୍ରବେଶ କରୁଥିବା ମ୍ୟୁଓନ୍ ର ଆୟୁ ଗବେଷଣାଗାରରେ ପ୍ରସ୍ତୁତ ମ୍ୟୁଓନ୍ ର ଆୟୁଠାରୁ ଅଧିକ ।
 
'''''କାଳିଆ ଭାଈ ଓ ବଳିଆ ଭାଈଙ୍କ ଅନୁଭୂତି''''': ଯଦି କାଳିଆ ଭାଈ
 
'''<u>୨. ଦୈର୍ଘ୍ୟ ସଙ୍କୁଚିତ ହେବା</u>''' -