"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୨୯ କ ଧାଡ଼ି:
'''<u>୩. ମହାକର୍ଷଣୀୟ ବଳ</u>''' (ଈଂରାଜୀରେ gravitational force)
 
'''<u>୪. ବିଦ୍ୟୁତ୍-ଚୁମ୍ଵକୀୟ ବଳ</u>''': ଦୈନନ୍ଦିନ ଜୀବନର ଅନେକ ଘଟଣା ପାଇଁ ଏହି ବଳର ଭୂମିକା ରହିଛି । ସରଳ ଭାଷାରେ କହିବାକୁ ଗଲେ, ପାରମାଣବିକ ନାଭିର ଯୁକ୍ତ ଚାର୍ଜ୍ ଓ ଇଲେକ୍ଟ୍ରନ୍ ମାନଙ୍କ ବିଯୁକ୍ତ ଚାର୍ଜ୍ ଯୋଗୁଁ ଯେଉଁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ସୃଷ୍ଟି ହୁଏ, ତାହା ଅଣୁମାନଙ୍କ ମଧ୍ୟରେ ଦେଖାଯାଉଥିବା ପରସ୍ପର କ୍ରିୟା ପାଇଁ ଦାୟୀ । ଏହି ବଳ ଅତିକ୍ଷୁଦ୍ର ବସ୍ତୁମାନଙ୍କର ସଂବେଗର କାରଣ ମଧ୍ୟ ଦର୍ଶାଇଥାଆନ୍ତି । ଆମ ଦେହର ଅଣୁ ଓ କୌଣସି ବସ୍ତୁରପଦାର୍ଥର ଅଣୁମାନଙ୍କ ମଧ୍ୟରେ କ୍ରିୟା-ପ୍ରତିକ୍ରିୟା ଯୋଗୁଁ ଆମେ ସେମାନଙ୍କ ପ୍ରକୃତ ସ୍ଵରୂପ ଅନୁଭବ କରିପାରୁ । ସମସ୍ତ ରାସାୟନିକ କ୍ରିୟା ପଛରେ ମଧ୍ୟ ଏହି ବଳର ଭୂମିକା ରହିଛି । 
 
ଇଲେକ୍ଟ୍ରନ୍ ମାନେ ଯେତେବେଳେ ପରସ୍ପରର ପ୍ରଭାବ କ୍ଷେତ୍ରରେ ଥିବା ପରମାଣୁମାନଙ୍କ ମଧ୍ୟରେ ଅଦଳ ବଦଳ ହୁଅନ୍ତି, ସେତେବେଳେ ସେମାନଙ୍କଠାରେ ସଂବେଗର ସୃଷ୍ଟି ହୁଏ । ଇଲେକ୍ଟ୍ରନ୍ ମାନଙ୍କ ଗତି ଯୋଗୁଁ ଜାତ ହେଉଥିବା ସଂବେଗ ପାରମାଣବିକ ଓ ଆଣବିକ ବଳର ଉତ୍ସ । ପଲିଙ୍କ ବହିଷ୍କରଣ ସିଦ୍ଧାନ୍ତ (ଈଂରାଜୀରେ Pauli’s Exclusion Principle) ଅନୁଯାୟୀ ଏକ ସୀମିତ ସ୍ଥାନରେ ଏକତ୍ରିତ ଇଲେକ୍ଟ୍ରନ୍ ମାନଙ୍କ ସଂବେଗରେ ବୃଦ୍ଧି ଘଟିଥାଏ ।  ଏପରିକି ବସ୍ତୁର ଘନତ୍ଵ ମଧ୍ୟ ଇଲେକ୍ଟ୍ରନ୍ ମାନଙ୍କ ସଂବେଗର ଅଦଳବଦଳରେ ସୃଷ୍ଟ ବଳ ଓ ସେମାନଙ୍କ ମଧ୍ୟରେ ଥିବା ବିଦ୍ୟୁତ୍-ଚୁମ୍ଵକୀୟ ବଳର ସନ୍ତୁଳନ ଉପରେ ନିର୍ଭର କରେ ।