"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୩୨ କ ଧାଡ଼ି:
 
ଇଲେକ୍ଟ୍ରନ୍ ମାନେ ଯେତେବେଳେ ପରସ୍ପରର ପ୍ରଭାବ କ୍ଷେତ୍ରରେ ଥିବା ପରମାଣୁମାନଙ୍କ ମଧ୍ୟରେ ଅଦଳ ବଦଳ ହୁଅନ୍ତି, ସେତେବେଳେ ସେମାନଙ୍କଠାରେ ସଂବେଗର ସୃଷ୍ଟି ହୁଏ । ଇଲେକ୍ଟ୍ରନ୍ ମାନଙ୍କ ଗତି ଯୋଗୁଁ ଜାତ ହେଉଥିବା ସଂବେଗ ପାରମାଣବିକ ଓ ଆଣବିକ ବଳର ଉତ୍ସ । ପଲିଙ୍କ ବହିଷ୍କରଣ ସିଦ୍ଧାନ୍ତ (ଈଂରାଜୀରେ Pauli’s Exclusion Principle) ଅନୁଯାୟୀ ଏକ ସୀମିତ ସ୍ଥାନରେ ଏକତ୍ରିତ ଇଲେକ୍ଟ୍ରନ୍ ମାନଙ୍କ ସଂବେଗରେ ବୃଦ୍ଧି ଘଟିଥାଏ ।  ଏପରିକି ବସ୍ତୁର ଘନତ୍ଵ ମଧ୍ୟ ଇଲେକ୍ଟ୍ରନ୍ ମାନଙ୍କ ସଂବେଗର ଅଦଳବଦଳରେ ସୃଷ୍ଟ ବଳ ଓ ସେମାନଙ୍କ ମଧ୍ୟରେ ଥିବା ବିଦ୍ୟୁତ୍-ଚୁମ୍ଵକୀୟ ବଳର ସନ୍ତୁଳନ ଉପରେ ନିର୍ଭର କରେ ।
 
== ବିଦ୍ୟୁତ୍-ଚୁମ୍ବକୀୟ ମାତ୍ରକ ==
ବିଦ୍ୟୁତ୍-ଚୁମ୍ବକତ୍ଵ କ୍ଷେତ୍ରରେ ବ୍ୟବହୃତ କେତେକ ସତ୍ତ୍ଵର ମାତ୍ରକମାନେ ହେଲେ
{| class="wikitable"
!ବିଦ୍ୟୁତ୍-ଚୁମ୍ବକୀୟ ସତ୍ତ୍ଵ
!ମାତ୍ରକ
|-
|ବିଦ୍ୟୁତ୍ ସ୍ରୋତ
|ଆମ୍ପିୟର୍
|-
|ବିଦ୍ୟୁତିକ ଚାର୍ଜ୍
|କୁଲମ୍
|-
|ଚୁମ୍ଵକୀୟ ପ୍ରବାହ
|ୱେବର୍
|-
|ଚୁମ୍ଵକୀୟ ପ୍ରବାହର ଘନତ୍ଵ
|ଟେସଲା
|-
|ବିଦ୍ୟୁତ୍ ବିଭବ
|ଭୋଲଟ୍
|}