"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୨୧ କ ଧାଡ଼ି:
 
== ମୌଳିକ ବଳସମୂହ ==
ଆଧୁନିକ ଭୌତିକ ବିଜ୍ଞାନରେ ପାରମାଣବିକ ବସ୍ତୁମାନଙ୍କ ପ୍ରକୃତି ନିରୂପଣ କରିବା ପାଇଁ [[କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ|ଆଦର୍ଶ ମାନଦଣ୍ଡ]] (ଈଂରାଜୀରେ Standard Model) ଗଠନ କରାଯାଇଛି । ଏହି ମାନଦଣ୍ଡ ଅନୁସାରେ ବିଦ୍ୟୁତ୍-ଚୁମ୍ଵକୀୟ ବଳ ଚାରୋଟି ମୌଳିକ ବଳମାନଙ୍କ ମଧ୍ୟରୁ ଏକ । ଅନ୍ୟ ସବୁ ପ୍ରକାରର ବଳ ଏହି ବଳମାନଙ୍କଠାରୁ ହିଁ ଜାତ । ଏହି ଚାରି ପ୍ରକାରର ମୌଳିକ ବଳ ହେଲା: 
 
'''<u>୧. ଶକ୍ତିହୀନ ନାଭିକୀୟ ବଳ</u>''' (ଈଂରାଜୀରେ Weak Nuclear Forces): ଏହି ବଳ ସମସ୍ତ ପରମାଣୁ ମଧ୍ୟରେ ଥିବା ସମସ୍ତ ଅତିକ୍ଷୁଦ୍ର ବସ୍ତୁମାନଙ୍କୁ ବାନ୍ଧି ରଖିଥାଏ । ଅତିକ୍ଷୁଦ୍ର ବସ୍ତୁବିଜ୍ଞାନରେ ଏହି ବଳ ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ଏକକ ସ୍ଵରୂପ ଶକ୍ତିହୀନ-ବିଦ୍ୟୁତ୍ ବଳ (ଈଂରାଜୀରେ Electroweak Interaction) ଭାବେ ଜଣାଯାଏ ।