"କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୧ କ ଧାଡ଼ି:
ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ପ୍ରତ୍ୟେକ ପରମାଣୁ ଇଲେକ୍ଟ୍ରନ୍, ନିଉଟ୍ରନ୍ ଓ ପ୍ରୋଟୋନ୍ ଆଦିଙ୍କ ଦ୍ଵାରା ଗଠିତ ବୋଲି କୁହାଯାଇଛି । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷା ଦ୍ଵାରା ଜଣାପଡିଲା ଯେ ଏହି ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରକଣ ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ଆଦର୍ଶ ମାନଦଣ୍ଡ ‍(ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ଆଦର୍ଶ ମାନଦଣ୍ଡମାନଦଣ୍ଡର ବ୍ୟବହାର ଦ୍ଵାରାକରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣ ଓ ୩ ପ୍ରକାରର ମୌଳିକ ବଳବଳଙ୍କ ବିଷୟରେ ବର୍ଣ୍ଣିତବର୍ଣ୍ଣନା ହୋଇଛିକରାଯାଇଛି । ଦ୍ଵାବିଂଶ ଶତାବ୍ଦୀର ଦ୍ୟିତୀୟାର୍ଦ୍ଧରେ ଏହି ମାନଦଣ୍ଡର ସଂକଳ୍ପନା ଓ ବିକାଶ ଘଟିଛି । ସମଗ୍ର ବିଶ୍ଵରେ ଗବେଷଣାରତ ବୈଜ୍ଞାନିକ ମଣ୍ଡଳୀବୈଜ୍ଞାନିକମାନେ କ୍ରମାଗତ ଭାବେ ଏହି ମାନଦଣ୍ଡର ବିକାଶରେ ସହଯୋଗ କରିଛନ୍ତି । ୧୯୭୦ର ଦଶନ୍ଧିରେ ପ୍ରଥମେ କ୍ଵାର୍କ୍, ୧୯୯୫ ମସିହାରେ ଉର୍ଦ୍ଧ୍ଵ କ୍ଵାର୍କ୍, ୨୦୦୦ ମସିହାରେ ଟାଉ ନ୍ୟୁଟ୍ରିନୋ ଓ ୨୦୧୨ ମସିହାରେ ହିଗ୍ସ୍ ବୋଜୋନ୍ ଭଳି କ୍ଷୁଦ୍ରକଣମାନଙ୍କ ଆବିଷ୍କାର ଏହି ମାନଦଣ୍ଡକୁ ବଳିଷ୍ଠ କରିଛି । 
 
== ଆଦର୍ଶ ମାନଦଣ୍ଡର କ୍ଷୁଦ୍ରକଣ ସମୂହ ==
ମୌଳିକ କ୍ଷୁଦ୍ରକଣମାନଙ୍କୁ ମୁଖ୍ୟତଃ ଦୁଇ ଭାଗରେ ବିଭକ୍ତ କରାଯାଇଛି । ସେମାନେ ହେଲେ - '''ଫର୍ମିଓନ୍''' ଏବଂ '''ବୋଜୋନ୍'''
 
ଫର୍ମିଓନମାନଙ୍କୁ ଦୁଇଟି ଶ୍ରେଣୀରେ ବିଭକ୍ତ କରାଯାଇଛି । ସେମାନେ ହେଲେ - '''କ୍ଵାର୍କ୍''' ଏବଂ '''ଲେପ୍ଟୋନ୍'''
 
ବୋଜୋନମାନଙ୍କୁ ଦୁଇଟି ଶ୍ରେଣୀରେ ବିଭକ୍ତ କରାଯାଇଛି । ସେମାନେ ହେଲେ - '''ଗଜ୍ ବୋଜୋନ୍''' ଏବଂ '''ସ୍କେଲାର୍ ବୋଜୋନ୍'''