"କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେNo edit summary |
ଟିକେNo edit summary |
||
୧ କ ଧାଡ଼ି:
ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ପ୍ରତ୍ୟେକ ପରମାଣୁ ଇଲେକ୍ଟ୍ରନ୍, ନିଉଟ୍ରନ୍ ଓ ପ୍ରୋଟୋନ୍ ଆଦିଙ୍କ ଦ୍ଵାରା ଗଠିତ ବୋଲି କୁହାଯାଇଛି । ଅନେକ ଦିନ ପର୍ଯ୍ୟନ୍ତ ଇଲେକ୍ଟ୍ରନ୍, ପ୍ରୋଟୋନ୍ ଆଦି ପଦାର୍ଥର କ୍ଷୁଦ୍ରତମ ଅଂଶ ବୋଲାଉଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷା ଦ୍ଵାରା ଜଣାପଡିଲା ଯେ ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରତମ କଣ ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ଆଦର୍ଶ ମାନଦଣ୍ଡ (ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ଆଦର୍ଶ ମାନଦଣ୍ଡର ବ୍ୟବହାର କରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣ ଓ ୩ ପ୍ରକାରର ମୌଳିକ ବଳଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି
== ଆଦର୍ଶ ମାନଦଣ୍ଡର କ୍ଷୁଦ୍ରକଣ ସମୂହ ==
|