"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ Bot: Automated text replacement (- ର +ର )
୧ କ ଧାଡ଼ି:
{{Infobox writer|image=Dickens Gurney head.jpg|alt=Charles Dickens|caption=୧୮୬୭ ରେ ନିଉ ୟର୍କ ରେ ଡିକେନ୍ସ |birth_name=ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସbirth_date={{birth date|df=yes|1812|2|7}}|birth_place=[[Landport]], Hampshire, England, United Kingdom|death_date={{death date and age|df=yes|1870|6|9|1812|2|7}}|death_place=[[Higham, Kent]], England, United Kingdom|resting_place=[[Poets' Corner]], [[Westminster Abbey]]|occupation=Writer|nationality=British|notableworks={{hlist|''[[The Pickwick Papers]]''|''[[Oliver Twist]]''|''[[Nicholas Nickleby]]''|''[[A Christmas Carol]]''|''[[David Copperfield]]''|''[[Bleak House]]''|''[[Little Dorrit]]''|''[[A Tale of Two Cities]]''|''[[Great Expectations]]''}}|spouse=[[Catherine Dickens|Catherine Thomson Hogarth]]|children={{hlist|[[Charles Dickens, Jr.]]|[[Mary Dickens]]|[[Kate Perugini]]|[[Walter Landor Dickens]]|[[Francis Dickens]]|[[Alfred D'Orsay Tennyson Dickens]]|[[Sydney Smith Haldimand Dickens]]|[[Henry Fielding Dickens]]|[[Dora Annie Dickens]]|[[Edward Dickens]]}}|signature=Charles Dickens Signature.svg}}
 
'''ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ '''( ୭ ଫେବ୍ରୁଆରି ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ [[ବିଶ୍ଵ]]<nowiki/>ର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ର ରଚରିତ୍ରର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତ ରେ ସେ ଭିକ୍ଟୋରିଆନ ଯୁଗ ରଯୁଗର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ । ତାଙ୍କ ଉପନ୍ୟାସ ରଉପନ୍ୟାସର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଡେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ  ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ  ଦରିଦ୍ର ବାଳକ ରବାଳକର ଚରିତ୍ର । ତାହାର ଚରିତ୍ର ଚିତ୍ରଣ ରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡ ରଇଂଲଣ୍ଡର ସାଧାରଣ ଜନ ଜୀବନ କୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ନିଜ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ଵାନ ଓ ସମାଲୋଚକ ମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ଵ ସାହିତ୍ୟ ରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକା ରେ ରହିଛି । 
<ref>{{harvnb|Mazzeno|2008|p=76}}.</ref><ref>{{harvnb|Chesterton|2005|pp=100–126}}.</ref>
 
ଡିକେନ୍ସ ଙ୍କ ଜନ୍ମ [[ଇଂଲଣ୍ଡ]] ର ପୋର୍ଟ୍ସମାଉଥ ଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତା ଙ୍କୁ ରୁଣ ସୁଝି ନ ପାରିବାରୁ  ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳ ରୁ ସେ ସ୍କୁଲ ଛାଡି ଏକ କାରଖାନା ରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ ଟି କାଳ୍ପନିକ ଉପନ୍ୟାସ ସହ ୫ ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ର ରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟା , ସାମାଜିକ ଅଧିକାର ରଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
 
 ଡିକେନ୍ସ 1836 ମସିହା ରେ “ ଦି ପିକୱିକ ପେପର୍ସ “( [http://The%20Pickwick%20Papers The Pickwick Papers] ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟ ରେ ସେ ତାଙ୍କର ଲେଖା ରେ ସାମାଜିକ ଚରିତ୍ର ଗୁଡିକ ରଗୁଡିକର ନିଖୁଣ ଚିତ୍ରଣ , ଲେଖା ରେ ନାଟକୀୟତା ତଥା ସମାଜ ରସମାଜର ସାଂପ୍ରତିକ ଘଟଣା ବଳି ରବଳିର ଜୀବନ୍ତ ଭଙ୍ଗି ରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତର ରେ ପରିଚିତ ହେଇ ଗଲେ । ସେହି ସମୟ ରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକା ରେ ଧାରାବାହିକ ହିସାବ ରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗ ରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରା ରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମ ଦ୍ଵାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖା ରଲେଖାର କାହାଣୀ କୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( [http://David%20Coppersfield David Coppersfield] ) ରେ "ମିସ ମିକାୱର" ଙ୍କ ଚରିତ୍ର ଦୁର୍ବଳତା କୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟ ରେ ସକାରାତ୍ମକ ଚରିତ୍ର ରେ ପରିବର୍ତନ କରିଥିଲେ । ସେ ସେହି ସମୟ ରେ ଇଂଲଣ୍ଡ ରାସ୍ତା ରେ ବୁଲୁଥିବା ବା କାରଖାନା ରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହା ଦ୍ଵାରା ସେମାନେ ଏକ ନୂତନ ଶ୍ରେଣୀ ରଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟା ମଧ୍ୟ ପାଉଥିଲେ । .<ref>{{harvnb|Hauser|1999|p=116}}.</ref>
 
ତାଙ୍କ ସମୟ ରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହା ରେ ତାଙ୍କର ଉପନ୍ୟାସ “[http://A%20Christmas%20Carol A Christmas Carol],” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକ ଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “''[http://Oliver%20Twist Oliver Twist] ''“ଓ “ ''[http://Great%20Expectations Great Expectations]''” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁ କୁ ଭିକ୍କ୍ଟୋରିଆ ଯୁଗ ରଯୁଗର ଉପୋନ୍ୟାସ ସାହିତ୍ୟ ରସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସ ଙ୍କ ଉପନ୍ୟାସ “[http://A%20Tale%20of%20Two%20Cities, A Tale of Two Cities,]” ରେ ସେ ଯୁଗ ରଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ବୀକୃତି ଦେଇଥିଲା । ଡିକେନ୍ସ ଙ୍କ ଲେଖା ସମୂହ କୁ ବିଶ୍ଵ ରବିଶ୍ଵର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ , ଜର୍ଜ ଅରୱେଲ, ଓ ଜି . କେ . ଚେଷ୍ଟାରଟନ ଲେଖା ସମୂହ ରେ ରହିଥିବା ମାନବୀୟ ମୂଲ୍ୟବୋଧ, ବାସ୍ତବିକତା , ହସ୍ୟରସ , ଗଦ୍ୟ ଶୈଳୀ , ଚରିତ୍ର ଚିତ୍ରଣ ଶୈଳୀ ପାଇଁ ଭୂୟସୀ ପ୍ରସଂଶା କରିଥିଲେ । ଅପର ପକ୍ଷ ରେ ଓସ୍କାର ୱାଇଲ୍ଡ , ହେନେରୀ ଜେମ୍ସ ଓ ଭିର୍ଜିନିଆ ଊଲ୍ଫ ତାଙ୍କର ସାହିତ୍ୟ ରେ ମନସ୍ତାତ୍ଵିକ ଗଭୀରତା ରଗଭୀରତାର ଅଭାବ ଓ ହୁଗୁଳା ବିଷୟ ଲେଖୁ ଥିବାର ଅଭିଯୋଗ ମଧ୍ୟ କରିଥିଲେ । ତେବେ ତାଙ୍କର ଲେଖା ରଲେଖାର ଶୈଳୀ “ ଡିକେନ୍ସଆନ” ଶୈଳୀ ଭାବରେ ପରିଚିତ ହେଇ ଦରିଦ୍ର ସାମାଜିକ ଅବସ୍ଥା ଓ ହାସ୍ୟ- କାରୁଣ୍ୟ ରକାରୁଣ୍ୟର ପରିଚୟ ଦେଇଥିଲା । 
<ref>[http://www.oxforddictionaries.com/definition/english/Dickensian "Oxford Dictionaries&nbsp;– Dickensian"]. </ref>
 
୧୫ କ ଧାଡ଼ି:
[[ଫାଇଲ:ChathamOrdnanceTerrCrop.jpg|alt=photograph|thumb|1817 ମସିହା ରୁ 1821 ମସିହା ଯାଏ ଡିକେନ୍ସ ରହୁଥିବା ଗୃହ ଚଠାମ ଠାରେ <br>
<ref>Simon Callow, Charles Dickens and the Great Theatre of the World, p.9</ref>]]
 ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ୭ ଫେବ୍ରୁଆରି ୧୮୧୨ ମସିହା ରେ ପୋର୍ଟ ସୀ ଦ୍ଵିପ ରଦ୍ଵିପର , ମାଇଲ ଏଣ୍ଡ ଟେରାସ ( ବର୍ତମାନ ତାହା ୩୯୩ କମରସିଆଲ ରୋଡ ) ଠାରେ ଜନ୍ ଡିକେନ୍ସ ଓ ଏଲିଜାବେଥ ଡିକେନ୍ସ ଙ୍କ  ଆଠଟି ସନ୍ତାନ ମଧ୍ୟ ରୁ ଦ୍ଵିତୀୟ ସନ୍ତାନ ଭାବରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତା ବ୍ରିଟିଶ ନେଭି ରନେଭିର ଜଣେ ଅଫିସର ଭାବରେ ସେଠାରେ ଅସ୍ଥାୟୀ ଭାବରେ ସ୍ଥାନିତ ଥିଲେ <span>''  ''ତାଙ୍କ ପିତା ଙ୍କ ବନ୍ଧୁ ତଥା ଏକ କମ୍ପାନୀ ରକମ୍ପାନୀର ମାଲିକ  "ଚୃଷ୍ଟୋଫଫର ହୁଫ୍ଫାମ "ଚାର୍ଲ୍ସ ଙ୍କ ଧରମବାପା ଭାବରେ ଥିଲେ ଓ ପରବର୍ତୀ କାଳ ରେ ଡିକେନ୍ସ ତାଙ୍କ ଉପନ୍ୟାସ " Dombey and Sons"( ୧୮୪୮ ମସିହା ରେ ରଚିତ ) ନାମକ ଏକ ଉପନ୍ୟାସ ରେ ଜାହାଜ କମ୍ପାନୀ ରକମ୍ପାନୀର ମାଲିକ ଭାବରେ ତାଙ୍କର ଚରିତ୍ର କୁ ହିଁ ଚିତ୍ରଣ କରିଥିବାର ବିଶ୍ଵାସ କରାଯାଇଥାଏ । </span>
 
I୧୮୧୫ ମସିହା ରେ ଜନ  ଡିକେନ୍ସ ଙ୍କୁ ଇଂଲଣ୍ଡ ରେ ସ୍ଥାପିତ କରାଗଲା ଓ ସେତେବେଳେ ଚାର୍ଲ୍ସ ଙ୍କୁ ୪ ବର୍ଷ ହେଇଥିଲା । ସେ ୧୧ ବର୍ଷ ହେବା ଯାଏ ସେଠାରେ ଶିର୍ନେସ ଓ କେଣ୍ଟ ଠାରେ ରହିଥିଲେ ।<ref>Charles Dickens and the Great Theatre of the World, Simon Callow, p.5</ref> ତାଙ୍କର ବାଲ୍ୟ କାଳ ଅତ୍ୟନ୍ତ ସାଧାରଣ ଥିଲା ଓ ଏକ ବୃହତ ପରିବାର ରେ ଥିବା ହେତୁ ବିଶେଷ କିଛି ସ୍ଵତନ୍ତ୍ର ଯତ୍ନ ପାଇ ନଥିଲେ । .<ref>{{Harvard citation no brackets|Forster|2006|p=13}}.</ref>
 
 ବାଳକ ଚାର୍ଲ୍ସ ବେଶି ସମୟ ବାହାରେ ରହୁଥିଲେ ଓ ଜଣେ ସର୍ବଗ୍ରାସି ପାଠକ ଥିଲେ । ସେ ତାଙ୍କ ସମୟ ରେ ଜନପ୍ରିୟ  ଥିବା "ତୋବିଅସ ସ୍ମଲେଟ" , "ହେନେରୀ ଫିଲଡିଙ୍ଗ"  ଆଦି ଲେଖକ ଙ୍କ ଚିତ୍ରିତ ଉପନ୍ୟାସ ଓ "ରବିନସନ କୃଶୋ " ," ଗିଲ ବ୍ଳାସ " ପରି ଜନପ୍ରିୟ  ଉପନ୍ୟାସ ପଢିବା ସହ " ଆରବିଆନ ନାଇଟ" "ଏଲିଜାବେଥ ଇଞ୍ଚବାଲ୍ଡ"<ref>Simon Callow, Charles Dickens and the Great Theatre of the World, p.7</ref> ଙ୍କ ହାସ୍ୟ ଲେଖବଳି ସଂଗ୍ରହ କୁ ବାରମ୍ବାର ପଠନ କରୁଥିଲେ । ତାଙ୍କର ସ୍ମୃତି ଶକ୍ତି ପ୍ରଖର ଥିଲା ଓ ତାହା ତାଙ୍କ ପାଇଁ ପରବର୍ତୀ ଲେଖକ ଜୀବନ ରେ ବହୁ ଉପାଦେୟ ହେଇଥିଲା ।  ସେ ଜନସାଧାରଣ ଙ୍କ ଭିତରେ ଲକ୍ଷ୍ୟ କରୁଥିବା ଘଟଣା  ସବୁ ମନେ ରଖିପାରୁଥିଲେ ଓ ଉପନ୍ୟାସ ରଚନା ବେଳେ ସେହି ଘଟଣା ବଳି କୁ ସୁନ୍ଦର ରୂପ ଦେଇ କାଳ୍ପନିକ ଚରିତ୍ର ସବୁ<ref>{{Harvard citation no brackets|Ackroyd|1990|pp=22–24:29–30}}.</ref> ର ଚିତ୍ରଣ କରିପାରୁଥିଲେ ।ସେ କିଛି କାଳ ନୌସେନା ବିଭାଗ  ରେ ତାଙ୍କ ପିତା ଙ୍କ ସ୍ଥାନ ରେ ଦରମା ଅଫିସର ଭାବରେ କାର୍ଯ୍ୟ ପାଇଥିଲେ ଓ ସେହି ସମୟ ରେ କିଛି ବେସରକାରୀ ସ୍କୁଲ ଶିକ୍ଷ୍ୟା ହାସଲ କରିଥିଲେ ।  <ref>{{Harvard citation no brackets|Ackroyd|1990|p=41}}.</ref>
[[ଫାଇଲ:Dickens-at-the-Blacking-Warehouse.jpg|alt=drawing|ବାଆଁ|thumb|୧୮୯୨ ମସିହା ରେ ପ୍ରକାଶ ପାଇଥିବା ଚାର୍ଲ୍ସ ଡିକେନ୍ସ ଙ୍କ ଜୀବନୀ ଉପରେ ଫୋର୍ସ୍ତର ଲେଖିଥିବା ପୁସ୍ତକ ([http://Life%20of%20Dickens Life of Dickens])  ଏକ ଚିତ୍ର ରେ ଜୋତା କାରଖାନା ରେ କାମ କରୁଥିବାର ଏକ ଅଙ୍କିତ  ଚିତ୍ର  <br>
<ref>{{Harvard citation no brackets|Schlicke|1999|p=158}}.</ref>]]
 ୧୮୨୨ ମସିହା ବେଳକୁ ଚାର୍ଲ୍ସ ଙ୍କ ପରିବାର ଲଣ୍ଡନ ଫେରି ଆସିଲେ ଓ ତାଙ୍କ ପିତା ସେତେବେଳେ ବହୁତ ରୁଣ ଗ୍ରସ୍ତ ହେଇ ସାରିଥିଲେ ।ତାଙ୍କ ଋଣଦାତା ମାନେ କୋର୍ଟ ରେ ମକଦମା କରିବାରୁ ତାଙ୍କୁ ସେଥିପାଇଁ ପରିବାରସହ ସେହି ସମୟ ରସମୟର ପ୍ରଥା ଅନୁସାରେ ମର୍ଶଲ ସୀ ( marshaalsea) ଜେଲ ରେ ରହିବାକୁ ହେଲା । କେବଳ ଚାର୍ଲ୍ସ ଏଲିଜାବେଥ ରୟଲାନ୍ସ ନାମିକା ଜଣେ ପାରିବାରିକ ବନ୍ଧୁ ଙ୍କ ସହ ରହିବାକୁ ହେଲା । ଏଲିଜାବେଥ ବୟସ୍କା ଦରିଦ୍ର ମହିଳା ଥିଲେ ମଧ୍ୟ ଚାର୍ଲ୍ସ ତାଙ୍କ ଠାରୁ ଖୁବ ସ୍ନେହ ଆଦର ପାଇଥିଲେ ଓ ତାଙ୍କ ଚରିତ୍ର ତାଙ୍କ ଉପନ୍ୟାସ " Dombey and Sons " ଉପନ୍ୟାସ ରେ ଜଣେ ଆଦରଣୀୟା ମହିଳା " ମିସେସ ପିପଚିନ " ଭାବରେ ଚିତ୍ରିତ କରି ଥିଲେ । ତାହା ପରେ ସେ କିଛି କାଳ ଜଣେ ବୟସ୍କ ଏଜେଣ୍ଟ " ଆର୍ଚିବାଲ୍ଡ ରସେଲ " ଙ୍କ ଗୃହ ରେ ରହିଥିଲେ । ତାଙ୍କୁ ଡିକେନ୍ସ " ଜଣେ ଖୁସ ମିଜାଜ , ଦୟାଳୁ ଭଦ୍ରବ୍ୟକ୍ତି " ଭାବରେ ତାଙ୍କ ଜୀବନୀ ରେ ଉଲ୍ଲେଖ କରିଥିଲେ ଓ ସେ ହିଁ ଡିକେନ୍ସ ଙ୍କ "  The Old Curiosity Shop." ଉପନ୍ୟାସ ରଚନା ମୂଳ ରମୂଳର ପ୍ରେରଣା ଥିଲେ । 
<ref>{{Harvard citation no brackets|Ackroyd|1990|p=76}}.</ref>
 
ନିଜ ଜେଲ ଗ୍ରସ୍ତ ପରିବାର ପାଇଁ ଅର୍ଥ ଅର୍ଜନ ପାଇଁ ସେ ସ୍କୁଲ ଛାଡି ଏକ ଜୋତା ରଙ୍ଗ କାରଖାନା ରେ ସାମାନ୍ୟ ମଜୁରି ରେ ଦୈନିକ ୧୦- ଘଣ୍ଟା କାମ କରୁଥିଲେ । ଏହି କଠିନ ସମୟ ରସମୟର ସ୍ମୃତି ଓ ଅନୁଭୂତି ତାଙ୍କ ଉପନ୍ୟାସ ମାନଙ୍କ ରେ ପ୍ରତିଫଳିତ ହେଇଥିଲା । ସେହି ସମୟ ରେ ଅଳ୍ପ ବୟସ ରବୟସର ଦରିଦ୍ର ବାଳକ ମାନଙ୍କୁ କିପରି ଶୋଷଣ କରାଯାଉଥିଲା ତାହା ଡିକେନ୍ସ ଙ୍କ ନିଜେ ଅଙ୍ଗେ ନିଭେଇଥିବା କଥା ହେଇଥିବାରୁ ପରବର୍ତୀ ଜୀବନ ରେ ତାଙ୍କ ଉପନ୍ୟାସ ମାନଙ୍କୁ ସେହି ଦରିଦ୍ର , ଅର୍ଦ୍ଧ -ପାଠୁଆ ବାଳକ ଚରିତ୍ର କୁ ସେ ଖୁବ ଜୀବନ୍ତ ଭାବରେ ଫୁଟେଇଥିଲେ ଓ ନିଜେ ସେମାନକ ଜୀବନ ରଜୀବନର ଉନ୍ନତି ପାଇଁ ଅନେକ ସାମାଜିକ ସେବା କରିଥିଲେ । ( The Life of Charles Dickens):
[[ଫାଇଲ:Courtyard_of_the_former_Marshalsea_prison,_1897_(2).png|thumb|୧୮୯୭ ମସିହା ରେ ମାର୍ଶାଲସି ଜୈଲ , ବନ୍ଦ ହେବା ପରେ ]]
କିଛି ମାସ ଜେଲ ରେ ରହିବା ପରେ ଚାର୍ଲ୍ସ ଙ୍କ ପିତାମହୀ ଏଲିଜାବେଥ ଡିକେନ୍ସ ଙ୍କ ପରଲୋକ ଘଟିଲା ଓ ତାଙ୍କର ଦାୟାଦ ଭାବରେ ଚାର୍ଲ୍ସ ଙ୍କ ବାପା ତାଙ୍କ ସମ୍ପତ୍ତି ଉତ୍ତରାଧିକାରୀ ଭାବରେ ପାଇ ରୁଣ ସୁଝି ଜେଲ ରୁ ମୁକ୍ତ ହେଲେ ।ଓ ତାଙ୍କ ପରିବାର ମିସେସ ରୋଏଲେନ୍ସ ଙ୍କ ବାସ ଭବନ କୁ ଚାଲିଗଲେ । <ref>{{Harvard citation no brackets|Schlicke|1999|p=157}}.</ref> ତେବେ ଚାର୍ଲ୍ସ ଙ୍କ ମାତା ତାଙ୍କୁ ଜୋତା କାରଖାନା ଚାକିରି ନ ଛାଡିବାକୁ ସେଇଠି ରହିଯିବାକୁ କହିଥିଲେ । ତାଙ୍କ ମାତା ଙ୍କ ଏପରି ପକ୍ଷ୍ୟପାତ ମୂଳକ ବ୍ୟବହାର ବ୍ୟବହାର ବାଳକ ଚାର୍ଲ୍ସ ଙ୍କ ମନରେ ଗଭୀର ଆଘାତ ଦେଇଥିଲା । ପରବର୍ତୀ କାଳ ରେ ତାଙ୍କର ଉପନ୍ୟାସ ରେ ସମାଜ ରେ ଥିବା ସେହିପରି ମହିଳା ଙ୍କ ଚିତ୍ରଣ ସେ ନିଖୁଣ ଭାବରେ କରିଥିଲେ । ଓ ତାଙ୍କର ମହିଳା ଙ୍କ ପ୍ରତି ଆଭିମୁଖ୍ୟ ରେ କିଛିଟା ବିତୃଷ୍ଣା ତାଙ୍କ ଲେଖା ରେ ପ୍ରତିଫଳିତ ହେଇଥିଲା ।<ref>{{harvnb|Wilson|1972|p=58}}.</ref> 
୩୧ କ ଧାଡ଼ି:
 
 
 ତାଙ୍କର "David Copperfield "<ref>{{harvnb|Cain|2008|p=91}}.</ref> ଉପନ୍ୟାସ ରେ ଥିବା ସେହି ସଦୃଶ ଅବହେଳିତ ବାଳକ ଚରିତ୍ର "ଡାଭିଡ" ପ୍ରକୃତ ରେ ତାଙ୍କ ନିଜ ବାଲ୍ୟାବସ୍ଥା ରବାଲ୍ୟାବସ୍ଥାର ଘରଣାବଳୀ ଦ୍ଵାରା ପ୍ରେରିତ ହେଇଥିଲା ।ସେ ଲେଖିଥିଲେ , 
 
" ମୁ କାହା ଠାରୁ ଉତଶାହ ପାଇ ନାହିଁ , ଶାନ୍ତନା ପାଇ ନାହିଁ , ସାହାଯ୍ୟ ପାଇ ନାହିଁ, ଦୟା ପାଇ ନାହିଁ , ଓ ଏହି ହିସାବ ରେ ମୁ ସ୍ଵର୍ଗ କୁ ଯିବାର ଆଶା ରଖିଛି । "
୪୩ କ ଧାଡ଼ି:
 
== ସମ୍ବାଦିକତା ଓ ପ୍ରାରମ୍ଭିକ ଉପନ୍ୟାସ ସବୁ ==
 ୧୮୩୨ ମସିହା ରେ ମାତ୍ର ୨୦ ବର୍ଷ ବୟସ୍କ ଚାର୍ଲ୍ସ ଜୀବନ ରଜୀବନର ଅନୁଭୂତି ରେ ସମ୍ବରୁଧ ହେଇ ସାରିଥିଲେ । ଦିଗହରା ଅନୁଭବ କରୁଥ୍ଯିଲେ ମଧ୍ୟ ସେ ଉଚ୍ଛାଭିଲାଶ ରଖିଥିଲେ । ସେ ଥିଏଟର ରେ ପ୍ରବେଶ କରି ସେଠାରେ ମିମିକ୍ରୀ ବା ଅନନ୍ୟ ଚରିତ୍ର ମାନଙ୍କ ହାସ୍ୟାଭିନୟ ରହାସ୍ୟାଭିନୟର ନକଲ ପ୍ରଦର୍ଶନ କଲେ ।ତାହା ପରେ ସେ ଲେଖକ ହିସାବ ରେ ତାଙ୍କର ଅଧ୍ୟାୟ ଆରମ୍ଭ କରିଥିଲେ । ୧୯୩୩ ମସିହା ରେ ସେ ତାଙ୍କର ପ୍ରଥମ ଗଳ୍ପ " "A Dinner at Poplar Walk",ଲଣ୍ଡନ ରଲଣ୍ଡନର ପତ୍ରିକା "Monthly Magazine" କୁ ପ୍ରେରଣା କଲେ । ଏହା ପରେ ତାଙ୍କର ମାମୁଁ ତାଙ୍କୁ   The "Mirror of Parliament " ନାମକ ବ୍ରିଟିଶ ପାର୍ଲାମେଣ୍ଟ ରପାର୍ଲାମେଣ୍ଟର ଜର୍ନାଲ ରେ ରେ ରିପୋର୍ଟର ଭାବରେ କାର୍ଯ୍ୟ ନିଯୁକ୍ତ କଲେ ।ଏଥିରେ ସେ ପାର୍ଲିଆମେଣ୍ଟ ର ବିତର୍କପାର୍ଲିଆମେଣ୍ଟର ବିତର୍କର ବିବରଣୀ ପ୍ରକାଶ କରୁଥିଲେ । ଏହି ସମୟ କାଳ ମଧ୍ୟ ରେ ସେ ତାଙ୍କର ପ୍ରଥମ ପ୍ରବନ୍ଧ ସଂଗ୍ରହ " : Sketches by Boz" ପ୍ରକାଶ କରିଥିଲେ । ଏଥିରେ ନିଜ କଲମ-ନାମ "Boz" ଭାବରେ ଉଲ୍ଲେଖ କରୁଥିଲେ । ୧୯୩୫ ମସିହା ରେ ସେ ପ୍ରସିଦ୍ଧ ସମ୍ପାଦକ ହୋଗର୍ଥ ଙ୍କ ସଂଶର୍ଷ ରେ ଆସି ତାଙ୍କ ପ୍ରକାଶିତ "Morning Chronicle"ରେ ଲେଖା ମନ ଦେବା ସହ ତାଙ୍କ ପରିବାର ରପରିବାରର ନିକଟତର ହେଇଥିଲେ ଓ ହୋଗର୍ଥ ଙ୍କ ସାନ ଝିଅ କାଥେରିନ ଙ୍କ ସହ ନିବିଡତା ସୃଷ୍ଟି କରିଥିଲେ ।ସେ ତାଙ୍କୁ ୧୮୩୬ ମସିହା ରେ ବିବାହ କରିଥିଲେ । <ref>{{harvnb|Ackroyd|1990|pp=201, 278–279}}.</ref> .<ref>Callow p.54</ref>
[[ଫାଇଲ:Catherine_Dickens.jpg|ବାଆଁ|thumb|କାଠେରିନ ହୋଗର୍ଥ ଡିକେନ୍ସ , ୧୮୩୮ ର୧୮୩୮ର ଅଙ୍କିତ ଚିତ୍ର ରେ ]]
 ଏହା ପରେ ତାଙ୍କର ଧାରାବାହିକ ଲେଖା "  The Pickwick Papers" ବହୁଳ ଭାବରେ ଆଦୃତ ହେବାରେ ଲାଗିଲା । ଅଙ୍କିତ ଚିତ୍ର ସହ ପ୍ରକାଶିତ ହଉଥିବା ଏହି ଧାରାବାହିକ ଯୋଗୁଁ ମେଗାଜିନ ରମେଗାଜିନର ବିକ୍ରୟ କ୍ରମଶଃ ୪୦,୦୦୦ ରୁ ଅଧିକ ହେଇଯାଇଥିଲା ଓ ପତ୍ରିକା ରପତ୍ରିକାର ଜନପ୍ରିୟତା ଏଥିଯୋଗୁ ବହୁଳ ଭାବରେ ବର୍ଦ୍ଧନ ହେଇଥିଲା <ref>Simon Callow, Charles Dickens and the Great theatre of the World, p.60</ref>। ୧୮୩୬ ମସିହା ରେ ଡିକେନ୍ସ "Bentley's Miscellany" ନାମକ ପତ୍ରିକା ରପତ୍ରିକାର ସମ୍ପାଦକ ପଦ ଗ୍ରହଣ କରି ପରବର୍ତୀ ୩ ବର୍ଷ ଏଥିରେ ଧାରାବାହିକ ପ୍ରକାଶନ କରିଥିଲେ । ଏହା ସହ ସେ " Oliver Twist " କୁ ଧାରାବାହିକ ଭାବରେ ଆରମ୍ଭ କରିଥିଲେ । ଏକ ବାଳକ ରବାଳକର କାହାଣୀ କୁ ନେଇ ଉପନ୍ୟାସ ଭାବରେ ଏହା ଭିକ୍ଟୋରିଆ ଯୁଗ ରଯୁଗର ପ୍ରଥମ ଉପନ୍ୟାସ ଥିଲା ।<ref name="Smiley12ff">{{harvnb|Smiley|2002|pp=12–14}}.</ref> 
 
[[ଫାଇଲ:Charles_Dickens_by_Daniel_Maclise.jpg|thumb|୧୮୩୯ ମସିହା ରେ ତରୁଣ ଚାର୍ଲ୍ସ ଙ୍କ ଚିତ୍ର ]]
 ୧୮୩୭ ମସିହା ରେ ଡିକେନ୍ସ ଓ କାଥେରିନ ଙ୍କ ଔରସ ରୁ ପୁତ୍ର ଚାର୍ଲି ଜନ୍ମ ହେଇଥିଲା । ଡିକେନ୍ସ ଙ୍କ ପରିବାର ସେହି ସମୟ ରେ ତାଙ୍କ ଭାଇ ଫ୍ରେଡରିକ ଓ କାଥେରୀନ ଙ୍କ ଭଉଣୀ ମାରି ଙ୍କ ସହ ଏକାଠି ରହୁଥିଲେ । କିନ୍ତୁ ମାରି ହଠାତ ବ୍ୟାଧି ଗ୍ରସ୍ତ ହେଇ ମୃତ୍ୟୁ ବରଣ କରିବା ଘଟଣା ଚାର୍ଲ୍ସ ଙ୍କୁ ଗଭୀର ମାନସିକ ଆଘାତ ଦେଇଥିଲା ଓ ସେ କିଛି କାଳ ଲେଖା ବନ୍ଦ କରିଦେଇଥିଲେ । ମାରି ଙ୍କୁ ଏ ଖୁବ ସ୍ନେହ କରୁଥିଲେ ଓ ତାଙ୍କୁ ତାଙ୍କର ଏକ ଉପନ୍ୟାସ ରେ " Rose Maylie" ଚରିତ୍ର ଭାବରେ ଆଦର ରଆଦରର ସହ ଚିତ୍ରଣ କରିଥିଲେ । ସେହି ସମୟ ରେ ତାଙ୍କର ପ୍ରସିଦ୍ଧ ଲେଖକ ଜନ  ଫୋଷ୍ଟର ଙ୍କ ସହ ବନ୍ଧୁତା ହେଇଥିଲା । ଜନ ପରେ ତାଙ୍କର ବନ୍ଧୁ , ମେନେଜର ଓ ଆତ୍ମଜୀବନୀ ରଚୟିତା ଭାବରେ ପରିଚିତ ହେଇ ନିଜେ ଜଣେ  ସ୍ବନାମଧନ୍ୟ ଲେଖକ ହେଇପାରିଥିଲେ ।  .<ref>Simon Callow, p.77, 78 'Charles Dickens and the Great Theatre of the World'</ref>
 
ଏହି ସମୟ ରେ ସାହିତ୍ୟ କୃତି ସବୁ  "''Nicholas Nickleby''"(୧୮୩୮-୩୯ ), "''The Old Curiosity Shop"'' (୧୮୪୧) ପ୍ରଥମ ଏଇତିହାସିକ ଉପନ୍ୟାସ " ''Barnaby Rudge: A Tale of the Riots of 'Eighty'',"  "''Master Humphrey's Clock'' " (୧୮୪୦-୪୧ ), ଧାରାବାହିକ ଭାବେ ପ୍ରକାଶ ହେଇ ପରେ ପୁସ୍ତକ ଆକାର ରେ ପ୍ରକାଶିତ ହେଇଥିଲା । .<ref>{{harvnb|Schlicke|1999|p=514}}.</ref>
୫୫ କ ଧାଡ଼ି:
 
== ପ୍ରଥମ ଆମେରିକା ଭ୍ରମଣ ==
 ୧୮୪୨ ମସିହା ରେ ସେ ସପତ୍ନୀକ ଆମେରିକା ଯାତ୍ରା କରିଥିଲେ <ref>Simon Callow, Charles Dickens and the Great Theatre of the World, p 98</ref>। ସେହି ସମୟ ରେ କାଥେରୀନ ଙ୍କ ଭଗିନୀ ଜର୍ଜିନା <ref>{{harvnb|Jones|2004|p=7}}</ref>ତାଙ୍କର ପରିବାର ରପରିବାରର ଦେଖଣା କାର୍ଯ୍ୟ କରିଥିଲେ ଓ ସେ ୧୮୭୦ ମସିହା ରେ ଡିକେନ୍ସ ଙ୍କ ମୃତ୍ୟୁ ଯାଏ ପରିବାର ସହ ରହିଥିଲେ । ତାଙ୍କ ଚରିତ୍ର ଚିତ୍ରଣ ଡିକେନ୍ସ ତାଙ୍କ  "Agnes Wickfield" ଚରିତ୍ର ରେ ଚିତ୍ରଣ କରିଥିଲେ । .<ref>{{harvnb|Ackroyed|1990|pgs.=225-229}}</ref>
[[ଫାଇଲ:Charles_Dickens_sketch_1842.jpg|ବାଆଁ|thumb|Sketch of Dickens in 1842 during American Tour. Sketch of Dickens's sister Fanny, bottom left]]
 ଡିଏନ୍ସ ତାଙ୍କର ଆମେରିକା ଭ୍ରମଣ ରଭ୍ରମଣର ଅନୁଭୂତି ସବୁ କୁ "  American Notes for General Circulation " ନାମକ ଭ୍ରମଣ ପୁସ୍ତକ ରେ ଲିପିବଦ୍ଧ କରିଛନ୍ତି । ସେଥିରେ ସେ ଆମେରିକା ରେ ଥିବା କୃଷ୍ଣକାୟ ମାନଙ୍କୁ କ୍ରୀତଦାସ<ref>{{harvnb|Moore|2004|pp=44–45}}</ref> ଭାବରେ ରଖିବା ପ୍ରଥା କୁ ଗଭୀର ସମାଲୋଚନା କରିଥିଲେ । କିନ୍ତୁ ଆମେରିକା ରଆମେରିକାର କେତେକ ସମାଲୋଚକ ତାଙ୍କୁ ବର୍ଣ ବିଦ୍ବେଷବାଦୀ ବୋଲି ମଧ୍ୟ ଆଖ୍ୟା ଦେଇଥିଲେ । ସେ ନିଉୟର୍କ ସହର ରେ ମାସେ କାଳ ଅବସ୍ଥାନ କରିଥିଲେ । ସେହି ସମୟ ରେ ସେ ବ୍ୟାପକ ଭାବରେ ବକୃତା ମାନ ଦେଇଥିଲେ ଆମେରିକା ରେ ତାଙ୍କ ରତାଙ୍କର ଲେଖା ଗୁଡିକ ରଗୁଡିକର ସତ୍ଵବାଦୀ ଅଧିକାର<ref>{{harvnb|Tomalin|2011|pp=128–132}}.</ref><ref>{{harvnb|Ackroyd|1990|pp=345–346}}.</ref><ref>{{harvnb|Tomalin|2011|p=127}}.</ref> ର ଉଲ୍ଲଘନ ହେଇଥିବାର ଅଭିଯୋଗ କରିଥିଲେ । ତେବେ ଆମେରିକାନ ସାମ୍ବାଦିକ ମନେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ । ତଥାପି ସେ ଆମେରିକା ରେ ତାଙ୍କର ଉତ୍କୃଷ୍ଟ ଲେଖା ପାଇଁ ବହୁଳ ପ୍ରଶଂଷିତ ହେଇଥିଲେ । 
 
 
୬୩ କ ଧାଡ଼ି:
ତାଙ୍କର [ ଆମେରିକା] ଅନୁଭୂତି ରୁ ସେ ଅନେକ ନୂତନ ଚରିତ୍ର ଚିତ୍ରଣ ପାଇଁ କଥାବସ୍ତୁ ପାଇଥିଲେ ଓ ତାହାର ସଦୁପଯୋଗ ତାଙ୍କର ପରବର୍ତୀ ଲେଖା ମାନଙ୍କରେ ତାହା ସ୍ଥାନିତ କରିଥିଲେ । .
 
୧୮୪୪ ମସିହା ରେ ଡିକେନ୍ସ ଇଟାଲୀ ରେ କିଛି କାଳ ଅବସ୍ଥାନ କରି ସେଠାରୁ ସ୍ଵିଜର୍ଲାଣ୍ଡ ଯାତ୍ରା କରିଥିଲେ । ଏହି ସମୟ ମଧ୍ୟ ରେ ରଚନା କରିଥିବା  "Dombey and Son" (୧୮୪୬-48) ଓ  "David Copperfield" (୧୮୪୯-୫୦ ) ଉପନ୍ୟାସ ରଉପନ୍ୟାସର ବିଷୟବସ୍ତୁ ଅଧିକ ଗଭୀରତା ରଗଭୀରତାର ସହିତ ସାବଧାନତା ସହ ଯୋଜନା କରି ଲେଖା ଯାଇଥିବାର  ଦେଖାଯାଇଥାଏ । 
 
== ଦାତବ୍ୟତା ==
୧୮୪୬ ମସିହା ରେ ଡିକେନ୍ସ ଆଙ୍ଗେଲା ବରଦେତ୍  କଉତ୍ ନାମକ ଜଣେ ଧନିକ ମହିଳା ଙ୍କ ଆର୍ଥିକ ସହାୟତା ରେ ଇଂଲଣ୍ଡ ରଇଂଲଣ୍ଡର ଦରିଦ୍ର ଓ ଅସହାୟ ବସ୍ତା ରେ ଥିବା ପତିତା ମହିଳା ଙ୍କ ପୁନର୍ବାସ ବ୍ୟବସ୍ଥା ପାଇଁ  " Urinaa Cottege " ନାମକ ଏକ ଅବାସ ସ୍ଥାପନ କରି ତାହାକୁ ୧୦ ବର୍ଷ <ref>{{harvnb|Nayder|2011|p=148}}.</ref>କାଳ ନୀତି ନିର୍ଧାରଣ , ଆବାସୀ ଚୟନ କାର୍ଯ୍ୟ ସହ ପରିଚାଳନା କରିଥିଲେ ।<ref>{{harvnb|Ackroyd|1990|pp=249; 530–538; 549–550; 575}}</ref> ଏଥିରେ ସେ ସେହି ପତିତା ମହିଳା ମାନକୁ ସମାଜ ରେ ପୁନର-ସଂସ୍ଥାପନା ପାଇଁ ଶିକ୍ଷା ଦାନ ରଦାନର ମଧ୍ୟ ବ୍ୟବସ୍ଥା ରଖିଥିଲେ । ତାଙ୍କ ସମୟ କାଳ ମଧ୍ୟ ରେ ସେଠାରୁ ପ୍ରାୟ ୧୦୦ ଜଣ ମହିଳା ଗ୍ରାଜୁଏଟ ହେଇ ପାରିଥିଲେ । <ref>{{harvnb|Hartley|2009|pp=?}}</ref>
 
== ଧାର୍ମିକ ଦୃଷ୍ଟିକୋଣ ==
ସାଙ୍ଗଠନିକ ଧର୍ମ ପାଇଁ ଡିକେନ୍ସ ଙ୍କ ସୃହା ନ ଥିଲା । ବାଧ୍ୟ ବଧକତା ରେ ଲୋକଙ୍କୁ ରବିବାର ଦିନ ଚର୍ଚ ଭିତରେ ରଖିବା ପରମ୍ପରା ରପରମ୍ପରାର ସେ ବିରୋଧୀ ଥିଲେ ଓ ନିଜେ ରବିବାର ଦିନ ଚର୍ଚ ସଭା କୁ ଯାଉନଥିଲେ ।<ref>Simon Callow, ''Charles Dickens and the Great Theatre of the World'' p.63 [http://www2.hn.psu.edu/faculty/jmanis/dickens/sun_3hea.pdf sunday under three heads] {{webarchive|url=https://web.archive.org/web/20140925203511/http://www2.hn.psu.edu/faculty/jmanis/dickens/sun_3hea.pdf|date=25 September 2014}}</ref> କିନ୍ତୁ ତାଙ୍କର ଖ୍ରୀଷ୍ଟ ଙ୍କ<ref>Simon Callow, 'Charles Dickens'. p.159</ref> ପ୍ରତି ଅଗାଢ ଭକ୍ତି ରହିଥିଲା । ସେ ନିଜକୁ ନୈଷ୍ଠିକ ଖ୍ରୀଷ୍ଟିୟାନ<ref>Gary Colledge (2012), ''God and Charles Dickens: Recovering the Christian Voice of a Classic Author'', p. 24.</ref><ref>{{cite web|last1=Rost|first1=Stephen|title=The Faith Behind the Famous: Charles Dickens|url=http://www.christianitytoday.com/history/issues/issue-27/faith-behind-famous-charles-dickens.html|website=Christian History|publisher=Christianity Today|accessdate=20 December 2016}}</ref> ବୋଲି କହୁଥିଲେ ।ସେ " The Life of Our Lord (୧୮୪୯) " ନାମକ ଏକ ଧର୍ମ ସମ୍ବନ୍ଧିତ ପୁସ୍ତକ ମଧ୍ୟ ରଚନା କରିଥିଲେ । <ref>Stephen Skelton, [https://www.cbn.com/spirituallife/churchandministry/Skelton_Christmas_Carol_A.aspx Reclaiming 'A Christmas Carol']. </ref><ref>[http://www.chucknorris.com/Christian/Christian/ebooks/dickens_life.pdf The Life Of Our Lord]</ref>  <ref>Simon Callow, ''Charles Dickens and the Great Theatre of the World'' p.63 [http://www2.hn.psu.edu/faculty/jmanis/dickens/sun_3hea.pdf sunday under three heads] {{webarchive|url=https://web.archive.org/web/20140925203511/http://www2.hn.psu.edu/faculty/jmanis/dickens/sun_3hea.pdf|date=25 September 2014}}</ref>
 
 
୭୯ କ ଧାଡ଼ି:
 
[[ଫାଇଲ:Ellen_Ternan.jpeg|ଡାହାଣ|thumb|୧୮୫୮ ମସିହା ଅଙ୍କିତ ଚିତ୍ର ରେ ଏଲେନ ତେରନାନ ]]
୧୮୫୭ ମସିହା ରେ ଡିକେନ୍ସ ପେଶଗତ ଅଭିନେତ୍ରୀ ଆଣି ତାଙ୍କ ରଚିତ " The Frozen   Deep "ର ମଞ୍ଚସ୍ଥ କରେଇଥିଲେ । ସେହି ନାଟକ ରନାଟକର ଅଭିନେତ୍ରୀ "ଏଲେନ ତେରନାନ" ଙ୍କ ସହ ତାଙ୍କର ପ୍ରେମ ସମ୍ବନ୍ଧ ମଧ୍ୟ ସ୍ଥାପିତ ହେଇଥିଲା ଓ ଏହା ତାଙ୍କ ଜୀବନ ରଜୀବନର ଶେଷ କାଳ ଯାଏ ଗୋପନୀୟ ଭାବରେ ରହିଥିଲା । ତେବେ ଏହା ଜାଣି ତାଙ୍କର ପତ୍ନୀ ତାଙ୍କୁ ଛାଡପତ୍ର ଦେଇଥିଲେ ଓ ନିଜେ ଜଣେ ସନ୍ତାନ କୁ ନେଇ ଭିନ୍ନ ହେଇ ରହିଥିଲେ ।ଡିକେନ୍ସ ଙ୍କ ଅନନ୍ୟ ସନ୍ତାନ ମାନେ ଜର୍ନିନା ଙ୍କ ଦେଖାରେଖା ରେ ରହିଲେ ।  <ref name="Smith10ff">{{harvnb|Smith|2001|pp=10–11}}.</ref>
[[ଫାଇଲ:Dickens_by_Watkins_1858.png|ବାଆଁ|thumb|୧୮୫୮ ରେ ଡିକେନ୍ସ ]]
<span>ତାଙ୍କର ପରବର୍ତୀ କାର୍ଯ୍ୟ ସବୁ "A Tale of Two Cities"</span> (୧୮୫୯ ) and "''Great Expectations"'' (୧୮୬୧ ),ଅତ୍ୟନ୍ତ ସଫଳତା ପ୍ରାପ୍ତ ହେଇଥିଲା ଓ ସେ ଦୁଇଟି ଜର୍ନାଲ " ''Household Words'' "ଓ " ''All the Year Round"ମୁଖ୍ୟ ଲେଖକ ଥିଲେ । ''.<ref>{{harvnb|Ackroyd|1990|pp=589–95; 848–852}}.</ref>
୮୬ କ ଧାଡ଼ି:
== ଅନ୍ତିମ ଜୀବନକାଳ ==
[[ଫାଇଲ:Staplehurst_rail_crash.jpg|thumb|ସ୍ତେପେଲହର୍ଷ ରେଳ ଦୁର୍ଘଟଣା ସମୟରେ ]]
୧୮୬୫ ଜୁନ ୯ ତାରିଖ ରେ ଡିକେନ୍ସ ପାରିସ ରୁ ଫେରୁଥିବା ବେଳେ ରେଳ ଦୁର୍ଘଟଣା ରଦୁର୍ଘଟଣାର ସମ୍ମୁଖୀନ ହେଇଥିଲେ । ସୌଭାଗ୍ୟ ଯୋଗୁ କେବଳ ସେ ବସିଥିବା ବଗି ସେତୁ ଉପରୁ ଖସି ପଡିବାରୁ ବର୍ତି ଯାଇଥିଲା ଓ ସେ ନିଶ୍ଚିତ ମୃତ୍ୟୁ ରୁ ବଞ୍ଚିଯାଇଥିଲେ । ସିଗନ୍ଯାଲ ମେନ ରମେନର ତ୍ରୁଟି ଯୋଗୁଁ ଏହା ଘଟିଥିଲା । .<ref>{{harvnb|Ackroyd|1990|pp=959–961}}.</ref>.<ref>{{cite web|url=http://omf.ucsc.edu/dickens/staplehurst-disaster.html|title=The Staplehurst Disaster|accessdate=28 February 2015}}</ref>
 
== ଆମେରିକା କୁ ଦ୍ଵିତୀୟ ଭ୍ରମଣ ==
୯୫ କ ଧାଡ଼ି:
== ମୃତ୍ୟୁ ==
[[ଫାଇଲ:Samuel_Luke_Fildes_-_The_Empty_Chair_(The_Graphic,_1870).jpg|thumb|Samuel Luke Fildes—''The Empty Chair''. Fildes was illustrating "Edwin Drood" at the time of Charles Dickens's death. The engraving shows Dickens's empty chair in his study at Gads Hill Place. It appeared in the Christmas 1870 edition of ''The Graphic'' and thousands of prints of it were sold.<ref>{{cite web|title=Luke Fildes|url=http://www.thefamousartists.com/luke-fildes|publisher=TheFamousArtists.com}}</ref>]]
୧୮୭୦ ଜୁନ ୮ ତାରିଖ ରେ ସେ ସରାଦିନ କାର୍ଯ୍ୟ କଳା ପରେ ପୁଣି ହୃଦଘାତ ରହୃଦଘାତର ଶିକାର ହେଇ ତାହା ପରଦିନ ପ୍ରାଣତ୍ୟାଗ କରିଥିଲେ । ଡିକେନ୍ସ ତାଙ୍କୁ ଏକ ସାଧାରଣ କବରଖାନା ରେ ନିରାଡମ୍ବର ଭାବରେ କବର ଦେବାକୁ ଆଗରୁ ଇଚ୍ଛା<ref>{{harvnb|Forster|2006|p=628}}.</ref> ପ୍ରକଟ ଟ କରିଥିଲେ ମଧ୍ୟ ତାଙ୍କୁ ଶ୍ରେଷ୍ଠ ସମ୍ମାନ ରସମ୍ମାନର ସହିତ ଇଂଲଣ୍ଡ ରଇଂଲଣ୍ଡର ସମ୍ଭ୍ରାନ୍ତ ୱେଷ୍ଟମିନଷ୍ଟ ଠାରେ " Poets' Corner" ଠାରେ କବର ଦିଆଯାଇଥିଲା । ତାଙ୍କ ମୃତ୍ୟୁ ରେ ଇଂଲଣ୍ଡ ରଇଂଲଣ୍ଡର ଦଳିତ , ଅବହେଳିତ , ନିଷ୍ପେସିତ ଲୋକ ମନେ ଜଣେ ସାହାଯ୍ୟକର୍ତା , ସହାନୁଭୂତିଶିଳ ମହାନ ବ୍ୟକ୍ତି ଙ୍କୁ ହରେଇଥିଲେ ।  <ref>{{harvnb|Ackroyd|1990|pp=1077–1078}}.</ref>[Charles_Dickens#cite_note-120 <span class="mw-reflink-text"><nowiki>[nb 1]</nowiki></span>]{{refn|A contemporary obituary in ''[[The Times]]'', alleged that Dickens's last words were: "Be natural my children. For the writer that is natural has fulfilled all the rules of Art." reprinted from ''[[The Times]]'', London, August 1870 in {{harvnb|Bidwell|1870|p=223}}.|group="nb"}}
 
== ସାହିତ୍ୟିକ ଶୈଳୀ ==
<ref>{{harvnb|Vlock|1998|p=30}}.</ref>ଚାର୍ଲ୍ସ ଡିଲେନ୍ସ ତାଙ୍କର ଲେଖା ରେ ପୁରାତନ ୧୮ ଶ ଶତାବ୍ଦୀ ରଶତାବ୍ଦୀର ଚିତ୍ରମୟ ଶୈଳୀ କୁ ଗ୍ରହଣ କରିଥିଲେ । ଲୋକ କଥା " The Arabian   Night ' ର ଶୈଳୀ  ଦ୍ଵାରା ତାଙ୍କର  ଲେଖା ବହୁଳ ଭାବରେ ପ୍ରଭାବିତ ରହିଥିଲା । ତାଙ୍କ ଲେଖା ରେ ସୃଜନଶୀଳତା , ଚରିତ୍ର ରଚରିତ୍ରର ନିଖୁଣ ବର୍ଣନା ଅତି ପ୍ରାକୃତିକ ଭାବରେ ରହୁଥିଲା । ଏହି ସବୁ ଲେଖା ରେ ସେ ନାଟକୀୟତା କିଛି ମାତ୍ରା ରେ ରଖୁଥିଲେ ମଧ୍ୟ ତାହା ବାସ୍ତବିକତା ସହ ଖାପ ଖାଇ ରହୁଥିଲା ।<ref>{{harvnb|Vlock|1998|p=30}}.</ref> <ref>{{harvnb|Ackroyd|1990|pp=44–45}}.</ref>
[[ଫାଇଲ:Dickens_dream.jpg|thumb|''ଡିକେନ୍ସ ଡ୍ରିମ'' ରବର୍ଟ ୱିଲିୟମ ବସ ବକ ଚିତ୍ର ରେ ଡିକେନ୍ସ , ତାଙ୍କ ଚିତ୍ରିତ ଚରିତ୍ର ମାନଙ୍କ ସହ ]]
 
=== ଚରିତ୍ର ଚିତ୍ରଣ ===
ଡିକେନ୍ସ ଙ୍କ ଅନ୍ୟ ଜଣେ ଆତ୍ମଜୀବନିକାର "କ୍ଲାୟରେ ତୋମାଳୀନ" ଙ୍କ ଅନୁସାରେ ଡିକେନ୍ସ ସେକସପିଆର ଙ୍କ ପରେ ଇଂରାଜୀ ଭାଷା ସାହିତ୍ୟ ସବଶ୍ରେଷ୍ଠ ଚରିତ୍ର ସୃଷ୍ଟିକାରୀ ଥିଲେ । ତାଙ୍କ ଉପନ୍ୟାସ ରେ ଚରିତ୍ରା ଗୁଡିକ ରଗୁଡିକର ନାମକରଣ ( ଓଲିଭର ଟୁଇସ୍ଟ , ଡେଭିଡ କପରଫିଳ୍ଡ , ଜକବ ମାର୍ଲେ , ପିପ, ମିକାୱର ଆଦି )  ମଧ୍ୟ ସେ ଅତି ସୁନ୍ଦର ଗ୍ରହଣୀୟ ହେବା ପରି ଦେଇଥିଲେ । ସେମଧ୍ୟ ରୁ କେତେକ ବହୁ ଆଦୃତ ନାମ ହିସାବ ରେ ଲୋକେ ସବୁଦିନେ ମନେ ରଖିଥାନ୍ତି । 
 
=== ଆତ୍ମଜୀବନୀ ମୂଳକ ଚରିତ୍ର ===
[[ଫାଇଲ:David_Copperfield,_We_are_disturbed_in_our_cookery.jpg|ଡାହାଣ|thumb|An original illustration by Phiz from the novel "David Copperfield", widely regarded as Dickens's most autobiographical work]]
 ତାଙ୍କର ସବୁ ଚରିତ୍ର ରଚରିତ୍ରର ଆଧାର ବାସ୍ତବ ଜୀବନ ରୁ ଆଣିଥିବା ବେଳେ " David copperfield " ଉପନ୍ୟାସ ରଉପନ୍ୟାସର ମୁଖ୍ୟ ଚରିତ୍ର ଭାବରେ ଡାଭିଡ ତାଙ୍କ ନିଜ ଜୀବନ ଅନୁଭୂତି ରୁ ଆଣିଥିବା ଲକ୍ଷ୍ୟ କରାଯାଇଥାଏ । ଏପରିକି " BleakHouse " ଉପନ୍ୟାସ ରଉପନ୍ୟାସର କୋଟ ରୁମ ଘଟଣା ବଳି ତାଙ୍କ ନିଜସ୍ଵ କେସ ରକେସର ଘଟଣା ବଳି ସହ ସାମଞ୍ଜସ୍ଯ ରହିଛି ।<ref>{{harvnb|Polloczek|1999|p=133}}.</ref> <ref>{{harvnb|Ackroyd|1990|p=653}}.</ref>
[[ଫାଇଲ:Charles_Dickens,_public_reading,_1867.jpg|ବାଆଁ|thumb|ଡିକେନ୍ସ ଙ୍କ ୧୮୬୭ ମସିହା ରମସିହାର ଏକ ଫୋଟୋ ]]
 
=== ସାମାଜିକ ବକ୍ତବ୍ୟ ===
 
== ଫିଲ୍ମ ଓ ଟିଭି ସିରିୟାଲ ରେ ଡିକେନ୍ସ ==
ଡିକେନ୍ସ ଙ୍କ ଉପନ୍ୟାସ ଓ ଅନନ୍ୟ ଲେଖା ଗୁଡିକ ତାଙ୍କ ସମୟ ରୁ ଆଜିଯାଏ ବହୁଳ ବିକ୍ରି ହେଇଚାଲିଥିବା ବେଳେ ଅନେକ ଗଳ୍ପ କୁ ନେଇ ଫିଲ୍ମ , ଟିଭି ସିରିୟାଲ ନିର୍ମିତ ହେଇଛି । ତାଙ୍କ ଜୀବଦ୍ଦଶା ରେ " The Pickwick Papers' ର କାହାଣୀ କୁ ନେଇ ଏକ ନୀରବ ଚଳଚିତ୍ର ନିର୍ମିତ ହେଇଥିଲା । <ref>{{cite book|title=Silent Film Stars on the Stages of Seattle: A History of Performances by Hollywood Notables|last=Flom|first=Eric L.|date=5 March 2009|publisher=McFarland|isbn=9780786439089|page=119}}</ref>
[[ଫାଇଲ:Bleak-house-broadstairs.jpg|ବାଆଁ|thumb|ବ୍ଲିକ ହାଉସ , ଯେଉଠାରେ ଡିକେନ୍ସ କେତେକ ଉପନ୍ୟାସ ରଚନା କରିଥିଲେ । ]]
 
== ପରବର୍ତୀ କଳା ରେ ପ୍ରଭାବ ==
[[ଫାଇଲ:Dickens_Statue.png|thumb|''ଆମେରିକା ରଆମେରିକାର ଫିଲାଡେଲଫିଆ ଠାରେ ଡିକେନ୍ସ ଙ୍କ ପ୍ରତିମୂର୍ତି '']]
 
== ମୁଖ୍ୟ ସାହିତ୍ୟିକ କୃତି ସମୂହ ==