୩୭,୪୭୯
ଗୋଟି ସମ୍ପାଦନା
ଟିକେ (Bot: Automated text replacement (- ର +ର )) |
|||
== ପିଲାଦିନ ==
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ(୧୮୬୧-1931) ସେ ଜଣେ ଧାନଶଳୀ ବାରିଷ୍ଟର ଥିଲେ, ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଥିଲେ । ଓ ମାତାଙ୍କ ନାମ ସ୍ଵରୂପରାଣୀ(୧୮୬୮-୧୯୩୮) ଥିଲା ।ଜବାହରଲାଲ ନେହେରୁଙ୍କର ଦୁଇ ଭଉଣୀ ଥିଲେ । ବିଜୟ ଲକ୍ଷ୍ମୀ ତାଙ୍କର ବଡ ଭଉଣୀ ଥିଲେ,ସେ [[United Nations General Assembly]]
ସେ ଅକ୍ଟୋବର ୧୯୦୭ ମସିହାରେ ସ୍ନାତକ କରିବା ପାଇଁ ତ୍ରିନିତୀ ମହାବିଦ୍ୟାଳୟ, କେମ୍ବ୍ରିଜ ଯାଇଥିଲେ । ସେ ୧୯୧୦ ମସିହାରେ ପ୍ରକୃତିକ ବିଜ୍ଞାନରେ ସ୍ନାତକ ସାରିଥିଲେ ।୧୯୧୦ ମସିହାରେ ସେ ଓକିଲାତି କରିବା ପାଇଁ ଲଣ୍ଡନ ଯାଇଥିଲେ । ସେ ସେଠି [[Inns of Court School of Law (Inner Temple)]] ରେ ୨ ବର୍ଷ ଓକିଲାତି କରିଥିଲେ । ୧୯୧୨ ମସିହାରେ ସେ ଭାରତ ଫେରିଥିଲେ ଏବଂ ସେ ଆଲ୍ହାବାଦ ଉଚ ଅଦାଲତରେ ଓକିଲାତି କରିଥିଲେ ।
|