"ନୂଆଖାଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ସାମାଜିକ ଏକତା: ବନାନ ସଜଡ଼ା ଗଲା.
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ Bot: Automated text replacement (- ର +ର )
୩୩ କ ଧାଡ଼ି:
 
== ଦଶହରା ସମୟରେ ନବାନ୍ନ ==
ପୁରା କାଳରୁ ନବାନ୍ନ ସମୟରେ ପରିବାର ରପରିବାରର ସମସ୍ତେ ଏକାଠି ନବାନ୍ନ ଗ୍ରହଣର ପରମ୍ପରା ଥିଲା । ତେଣୁ ନବାନ୍ନ ଆଗରୁ ଯେଇ ଯୌଠି ରହୁଥିଲେ ମଧ୍ୟ ନବାନ୍ନ ସମୟ ଆଗରୁ ନିଜ ପୈତୃକ ଗୃହ କୁ ଆସୁଥିଲେ ।<ref>http://orissadiary.com/orissa_profile/ori_festival/sep/Nuakhai.asp</ref> ଆଗ କାଳ ରେ ପୁଅ ଝିଅ ମାନେ ପ୍ରାୟତଃ ବେସୀ ଦୂର ରେ ରହୁନଥିବାରୁ ଏହା ସମ୍ଭବ ହେଇ ପାରୁଥିଲା । କିନ୍ତୁ ଏବେ ଯୁଗ ରଯୁଗର ପରିବର୍ତନ ସହ ଅନେକ ଘରେ ପୁଅ, ବହୁ, ଝିଅ ମାନେ ବହୁ ଦୂର ଦୁରାନ୍ତରେ ନିଜର ଜୀବିକା ସ୍ଥଳୀରେ ରହିଥାନ୍ତି । ତେଣୁ ଅନେକ କ୍ଷେତ୍ରରେ ନବାନ୍ନ ସମୟରେ ସେମାନେ ପୈତୃକ ଗ୍ରାମ ବା ଗୃହ କୁ ଆସିବା ସମ୍ଭବ ହେଇ ନ ଥାଏ । ତେଣୁ ଏକ ପରମ୍ପରା ଅନୁସାରେ ସେହି କ୍ଷେତ୍ରରେ ସେହି ପରିବାର ଦଶହରାର ଅଷ୍ଟମୀ ତିଥିରେ ନବାନ୍ନ ଯଥାରିତ ପାଳନ କରନ୍ତି ।
 
== ଲଗ୍ନ ==
"https://or.wikipedia.org/wiki/ନୂଆଖାଇ"ରୁ ଅଣାଯାଇଅଛି