"ପାରାଦ୍ୱୀପ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ Bot: Automated text replacement (- ର +ର )
୬୦ କ ଧାଡ଼ି:
}}
 
'''ପାରାଦୀପ''' , [[ଜଗତସିଂହପୁର ଜିଲ୍ଲା]] ର ଏକ ପ୍ରମୂଖ ସହର ଓ ବାଣିଜ୍ୟ କେନ୍ଦ୍ର । ଏଠାରେ ଭାରତର ଏକ ପ୍ରଧାନ ବନ୍ଦର ରହିଛି । ପାରାଦୀପ ପୂର୍ବ ଭାରତରେ ସାମୁଦ୍ରିକ ବାଣିଜ୍ୟର ଏକ ପ୍ରମୁଖ ସ୍ଥାନ । ଏଠାରେ ବନ୍ଦର ବ୍ୟତୀତ ଅନେକ ଛୋଟ ବଡ଼ କଳ କାରଖାନା ଗଢ଼ି ଉଠିଛି । କଞ୍ଚାମାଲ ଆମଦାନୀର ସୁବିଧା ହେତୁ ସାର କାରଖାନା, ତୈଳ ବିଶୋଧନାଗାର ଆଦି ଶିଳ୍ପ ସ୍ଥାପିତ ହୋଇଛି ।କ୍ରମବର୍ଦ୍ଧିଷ୍ଣୁ ଶିଳ୍ପ ଓ ଜନସଂଖ୍ୟା ଯୋଗୁ ଏହି ସହର ଧୀରେ ଧୀରେ ପ୍ରସାରିତ ହେଉଛି । ଏହି ସହର ଓଡ଼ିଶାର ଏକ ପ୍ରମୁଖ ଜାତୀୟ ଓ ଅନ୍ତର୍ଜାତୀୟ ବାଣିଜ୍ୟ ସ୍ଥାନ ରୂପେ ଓଡ଼ିଶା ଅର୍ଥନୀତିକୁ ବିପୁଳ ଭାବେ ପ୍ରଭାବିତ କରିଛି । <ref>{{cite news|title=Paradip turning into industrial smart city|url=http://www.financialexpress.com/india-news/infrastructure-paradip-port-eyes-turning-into-smart-industrial-city/725146/|accessdate=13 July 2017}}</ref>
 
== ଭୌଗଳିକ ଅବସ୍ତିତି ==