"ପେଚା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ added Category:ପକ୍ଷୀ using HotCat |
ଟିକେ Bot: Automated text replacement (- ର +ର ) |
||
୨୫ କ ଧାଡ଼ି:
*ଟାଇଟୋଡାଏ(Tytonidae ) ।
==ବିବରଣୀ==
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣ ରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟ ରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡ କୁ ୨୭୦o କୋଣ ରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି ଥାଏ ଯେଉଁଠାରେ
===Burrowing owl (Athene cunicularia)===
ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ
==ପ୍ରଜନନ==
ପେଚାମାନଙ୍କ ଅଣ୍ଡା ବୃତ୍ତାକାର ଓ ଧଳା ଏବଂ ଏମାନେ ଏକାଧିକ ଅଣ୍ଡା ଦେଇଥା’ନ୍ତି । ଅଣ୍ଡା ଦେବାରେ ଏମାନେ ୧ରୁ ୩ ଦିନ ସମୟ ନିଅନ୍ତି ଯାହାଫଳରେ ଅଣ୍ଡା ଫୁଟିବାସମୟ ପୃଥକ ପୃଥକ ହୋଇଥାଏ ।
==ମନୁଷ୍ୟ ଓ ପେଚା==
ପେଚା କୁ ନେଇ ଅନେକ ଅନ୍ଧ ବିଶ୍ଵାସ ରହିଅଛି ଯେପରିକି ହିନ୍ଦୁ ଧର୍ମରେ ଧଳାପେଚା କୁ ଲକ୍ଷ୍ମୀ ଙ୍କ ବାହାନ ଓ ଶୁଭ ବୋଲି ମଣିନିଆଯାଏ ମାଟିଆ ପେଚାକୁ
[[ଶ୍ରେଣୀ:ପକ୍ଷୀ]]
|