"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ର +ର )
୩୪ କ ଧାଡ଼ି:
== ପ୍ରାରମ୍ଭିକ ଜୀବନ ==
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]] ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ଵବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]] ଠାରେ ଆଇନ ବ୍ୟବସାୟ କରୁଥିବା ସମୟରେ ସେ ୧୯୨୧ ମସିହାରେ [[ଭାରତୀୟ ଜାତୀୟ କଂଗ୍ରେସ]]ରେ ଯୋଗଦେଲେ । ସେହିବର୍ଷ ସେ ମଧ୍ୟ ଗଞ୍ଜାମ ଜିଲ୍ଲାର [[ଛତ୍ରପୁର]] ତାଲୁକା ପରିଷଦର ସଭାପତି ପଦକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]] ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
 
== ରାଜନୀତି ==