"ବ୍ୟାଟେରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ Bot: Automated text replacement (- ର +ର )
୨୯ କ ଧାଡ଼ି:
[[File:Batteries for recycling.JPG|thumb|ପୁନଃପ୍ରକ୍ରିୟାକରଣ (Recycling) ପାଇଁ ରଖାଯାଇଥିବା ବିଭିନ୍ନ ପ୍ରକାରର ବ୍ୟାଟେରୀ]]
 
ଆଲେସାନ୍ଦ୍ରୋ ଭୋଲ୍ଟା, ୧୮୦୦ ମସିହାରେ ପ୍ରଥମ ବିଦ୍ୟୁତ୍-ରସାୟନିକ ବ୍ୟାଟେରୀ ପ୍ରସ୍ତୁତ କରିଥିଲେ, ଯାହାର ନାମ ଥିଲା ଭୋଲ୍ଟାଇକ ପାଇଲ୍ । ଏହା ତମ୍ବା ଓ ଦସ୍ତା ଫଳକ ଗୁଡ଼ିକୁ ଗଦାଇ ତିଆରି ହୋ‍ଇଥିଲା । ଫଳକ ଗୁଡିକ ଲୁଣିପାଣିରେ ଭିଜିଥିବା କାଗଜପଟା ଦ୍ୱାରା ପୃଥକ୍ ହୋ‍ଇ ରହିଥିଲା ।ଏଥିରୁ ସ୍ଥିର ଭାବେ ଅଳ୍ପ କରେଣ୍ଟ ଦୀର୍ଘ ସମୟ ଧରି ଉତ୍ପନ୍ନ ହେ‍ଉଥିଲା । ଭୋଲ୍ଟା ଜାଣିପାରି ନଥିଲେ ଯେ କରେଣ୍ଟ, ରାସାୟନିକ ପ୍ରକ୍ରିୟା ଯୋଗୁଁ ଉତ୍ପନ୍ନ ହେଉଛି । ସେ ଧରିନେଇଥିଲେ ଯେ ତାଙ୍କ ସେଲ୍ ବିଦ୍ୟୁତ୍ ରବିଦ୍ୟୁତ୍ର ଅକ୍ଷୟ ଭଣ୍ଡାର । ରାସାୟନିକ ପ୍ରକ୍ରିୟାରେ ଇଲେକ୍ଟ୍ରୋଡ ଗୁଡ଼ିକର ଅବକ୍ଷୟ ଯେ ସେଲ୍ ରସେଲ୍ର କାର୍ଯ୍ୟପ୍ରଣାଳୀର ଅଂଶ ଓ କୌଣସି ପାର୍ଶ୍ୱ ପ୍ରଭାବ ନୁହଁ ତାହା ସେ ହୃଦୟଙ୍ଗମ କରିପାରିନଥିଲେ, ଯାହାକି ପରେ ୧୮୩୪ ରେ ମାଇକେଲ ଫାରାଡ଼େ ପଦର୍ଶିତ କରିଥିଲେ ।
 
==ମୌଳିକ ସିଦ୍ଧାନ୍ତ==
"https://or.wikipedia.org/wiki/ବ୍ୟାଟେରୀ"ରୁ ଅଣାଯାଇଅଛି